ଭଦ୍ରକ

ମା’ ଧାମରାଇଙ୍କ ମନ୍ଦିରରୁ ଚୋରି

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଧାମରାର ଆରାଧ୍ୟା ଦେବୀ ମା’ ଧାମରାଇଙ୍କ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମା’ଙ୍କ ହୁଣ୍ଡିବାକ୍ସ ଭାଙ୍ଗି…

6 years ago

ଐତିହାସିକ ଗାନ୍ଧୀ କର୍ମମନ୍ଦିର ଶ୍ରୀହୀନ

ବନ୍ତ,୩୦।୧୨(ସ୍ବ.ପ୍ର.)- ଦେଶକୁ ସ୍ବାଧୀନ କରିବା ପାଇଁ ସେତେବେଳେ ବହୁ ସ୍ଥାନରେ ସଂଗ୍ରାମୀମାନେ ମେଳି ବାନ୍ଧି ବ୍ରିଟିଶ ଶାସନ ବିରୋଧରେ ରଣକୌଶଳ ପ୍ରସ୍ତୁତ କରୁଥିଲେ। ପରେ ସେହି ସ୍ଥାନଗୁଡ଼ିକ…

6 years ago

ବିଲରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ

ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ନଗୁଁଆ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦମକଳ କେନ୍ଦ୍ର ପଛପଟ ବିଲ ବୁଦା ନିକଟରୁ…

6 years ago

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଚୋରି ଉଦ୍ୟମ

ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାରଠାରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଶନିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଥିବାବେଳେ ବ୍ୟାଙ୍କକୁ ଲାଗିଥିବା…

6 years ago

ଷ୍ଟାଣ୍ଡିଂ କମିଟିର ବିଦ୍ୟୁତ୍‌ ବିଭାଗ କାର୍ଯ୍ୟ ସମୀକ୍ଷା

ଭଦ୍ରକ ଅଫିସ,୨୯।୧୨- ବିଧାନସଭା ଷ୍ଟାଣ୍ଡିଂ କମିଟି ଶନିବାର ଭଦ୍ରକ ଜିଲାରେ ବିଦ୍ୟୁତ୍‌ ବିଭାଗ ଅଧୀନରେ ହେଉଥିବା ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରି ଫେରିଛି। ଏହି ଟିମ୍‌…

6 years ago

ଆଗରପଡ଼ା ବିଦ୍ୟୁତ୍‌ ଉପକେନ୍ଦ୍ର ପରିଦର୍ଶନ କଲା ବିଧାନସଭା ଷ୍ଟାଣ୍ଡିଂ କମିଟି

ବନ୍ତ,୨୮।୧୨(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ାଠାରେ ନିର୍ମାଣାଧୀନ ଥିବା ୧୩୨/୩୩ କେଭି ବିଦ୍ୟୁତ୍‌ ଉପକେନ୍ଦ୍ରକୁ ଶନିବାର ବିଧାନସଭା ଷ୍ଟାଣ୍ଡିଂ କମିଟି ପରିଦର୍ଶନ କରିଛି। ଷ୍ଟାଣ୍ଡିଂ କମିଟିର…

6 years ago

କମ୍‌ ଦରରେ ସାମଗ୍ରୀ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲା: ପୋଲିସ ସିଲ୍‌ କାଟି ସାମଗ୍ରୀ ନେଲାବେଳେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ବାସୁଦେବପୁର,୨୮।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବଜାରରେ ଦୁର୍ଗା ଏଜେନ୍ସି ନାମରେ ଏକ ସଂସ୍ଥା ଦୋକାନ ଖୋଲିଥିଲା। ସମ୍ପୃକ୍ତ ଦୋକାନୀ ଲୋକଙ୍କୁ ଲୋଭ ଦେଖାଇ ସାମଗ୍ରୀ ଦେବା ଆଳରେ…

6 years ago

ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭଣ୍ଡାରିପୋଖରୀ, ୨୮।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦୁଇଦିନ ଧରି ମେଘୁଆ ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଧାନ ଅମଳ ସମୟରେ ଏଭଳି ଅଦିନିଆ ବର୍ଷାକୁ…

6 years ago

‘ସୌଭାଗ୍ୟ’ ପାଲଟିଛି ଦୁର୍ଭାଗ୍ୟ

ଭଦ୍ରକ ଅଫିସ, ୨୮।୧୨- ଭଦ୍ରକ ଜିଲାରେ ସୌଭାଗ୍ୟ ଯୋଜନା ଏବେ ଗରିବ ଲୋକଙ୍କ ପାଇଁ ଦୁର୍ଭାଗ୍ୟ ଅବସ୍ଥା ଆଣିଦେଇଛି। ବିଦ୍ୟୁତ୍‌ ବିଭାଗର ଅଜବ ନିୟମ କାରଣରୁ ଗରିବ…

6 years ago

ବ୍ୟବସାୟୀଙ୍କଠାରୁ ଲୁଟେରା ଝାମ୍ପିନେଲେ ଦେଢ଼ ଲକ୍ଷ ଟଙ୍କା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍‌ସ୍ଥିତ ଆଲ୍ହାବାଦ ବ୍ୟାଙ୍କ ଶାଖା ସମ୍ମୁଖରୁ ଶୁକ୍ରବାର ପୂର୍ବାହ୍ନରେ କଳା ପଲସରରେ ଆସି ଜଣେ ବ୍ୟବସାୟୀଙ୍କଠାରୁ ଦୁଇ ଲୁଟେରା…

6 years ago