ଭଦ୍ରକ

ଘଣ୍ଟେଶ୍ୱର ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି: ୪୦ କି.ମି. ଚାଲି ଅଭିଯୋଗ ପରେ ଚେତିଲା ପ୍ରଶାସନ

ଭଦ୍ରକ ଅଫିସ, ୧୮।୧-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଘଣ୍ଟେଶ୍ୱର ଅଞ୍ଚଳବାସୀ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ଗୁରୁବାର ୪୦ କି.ମି. ଚାଲି ଚାଲି…

6 years ago

ଘନକୁହୁଡ଼ି ବୋଟ୍‌କୁ କଲା ଦିଗହରା

ଚାନ୍ଦବାଲି, ୧୮।୧(ଡି.ଏନ.ଏ.)-ଘନକୁହୁଡ଼ି କାରଣରୁ ଶୁକ୍ରବାର ସକାଳେ କେନ୍ଦ୍ରାପଡ଼ା ଜିଲାର ତାଳଚୁଆରୁ ଭଦ୍ରକ ଜିଲା ଚାନ୍ଦବାଲିକୁ ଆସୁଥିବା ଏକ ସରକାରୀ ବୋଟ୍‌ ଧାମରା ମୁହାଣ ନିକଟରେ ଦିଗହରା ହୋଇଯାଇଥିଲା।…

6 years ago

ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟଣା: ୪ ମାସ ପରେ ଗାଡ଼ି ଜବତ, ଡ୍ରାଇଭର ଗିରଫ

ଭଦ୍ରକ ଅଫିସ, ୧୭।୧- ଗତବର୍ଷ ସେପ୍ଟେମ୍ବର ୧୦ ତାରିଖ ସକାଳେ ଭଦ୍ରକ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଦ୍ରୁତଗତିରେ…

6 years ago

ବେଆଇନ ସ୍କୁଲ ପାଚେରି ନିର୍ମାଣ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା

ତିହିଡ଼ି,୧୭।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବିଦ୍ୟାଧରପୁର ଗ୍ରାମବାସୀ ଶୁକ୍ରବାର ମଧ୍ୟାହ୍ନରେ ବ୍ଲକ କାର୍ଯ୍ୟାଳୟ ପରିସରରେ ଧାରଣା ଦେଇଥିଲେ। ବିଦ୍ୟାଧରପୁର ପ୍ରାଥମିକ ସ୍କୁଲ…

6 years ago

ଦୈସିଂ ପଞ୍ଚାୟତ ପାଇଖାନା ଦୁର୍ନୀତି: ୨ ବର୍ଷ ବିତିଲା, ସରୁନି ତଦନ୍ତ

ଭଦ୍ରକ ଅଫିସ, ୧୭।୧- ଭଦ୍ରକ ଜିଲା ସଦର ବ୍ଲକ ଦୈସିଂ ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ୫୦ଲକ୍ଷ ଟଙ୍କାର ଦୁର୍ନୀତି ଘଟଣାକୁ ଏହାମଧ୍ୟରେ ୨…

6 years ago

ଏଏନ୍‌ଏମ୍‌ ସେଣ୍ଟର ପାଲଟିଛି ଧାନ ଗୋଦାମ

ତିହିଡ଼ି,୧୬।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ବାରୋ ପଞ୍ଚାୟତରେ ଥିବା ଏଏନ୍‌ଏମ୍‌ ସେଣ୍ଟର ଧାନଗୋଦାମ ପାଲଟିଛି। ଏହାକୁ ନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସେମାନେ…

6 years ago

ପରିବାରର ସାହାରା ଗୁରମଣି

ପଦ୍ମପୁର, ୧୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ପଞ୍ଚାୟତ କପାଗଢ଼ିଆ ଗ୍ରାମର କୈଳାସ ସେଠୀଙ୍କ ବଡ଼ଝିଅ ଗୁରମଣି। ବୟସ ୨୯।  ଭୁଲ୍‌ ଇଞ୍ଜେକଶନ ଯୋଗୁ ୩…

6 years ago

ଦେଢ଼କିଲୋ ଗଞ୍ଜେଇ ଜବତ: ଜଣେ ଗିରଫ

ବାସୁଦେବପୁର,୧୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ପୋଲିସ ମଙ୍ଗଳବାର ନୂଆ ଜଗନ୍ନାଥ ଛକରୁ ଦେଢ଼ କିଲୋ ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଅଟକ ରଖିଥିଲା।…

6 years ago

ବାବା ଆଖଣ୍ଡଳମଣିଙ୍କୁ ମକର ପୋଡ଼ପିଠା ସମର୍ପଣ

ଆରଡ଼ି,୧୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବୁଧବାର ମକର ସଂକ୍ରାନ୍ତି ଅବସରରେ ବାବା ଆଖଣ୍ଡଳମଣିଙ୍କୁ ପୋଡ଼ପିଠା ସମର୍ପଣ କରାଯାଇଛି । ଭୋର ୪ଟା ୩୦ମିନିଟ୍‌ରେ ମନ୍ଦିରରେ…

6 years ago

ମକର ଲାଗି ଉତ୍ସବମୁଖର ‘ମା’ ବରୁଣେଇ ପୀଠ’

ଧାମନଗର,୧୪ା୧ - ଭଦ୍ରକ ଜିଲା ଧାମନଗର ବ୍ଲକ ଅସୁରାଳିସ୍ଥିତ ଭଦ୍ରକ- ଆଖଣ୍ଡଳମଣି ମୁଖ୍ୟ ରାସ୍ତାକଡରେ ରହିଛି ନେତ୍ରପୀଠ ମା’ ବରୁଣେଇଙ୍କ ପୀଠ। ଆଖଣ୍ଡଳମଣିଙ୍କ ପୀଠକୁ ଯିବା ବେଳେ…

6 years ago