ଭଦ୍ରକ

ବଜ୍ରପାତରେ ଜଣେ ଚାଷୀ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ/ଆରଡ଼ି, ୧୧।୮ (ଡି.ଏନ.ଏ.) - ରବିବାର ଅପରାହ୍ନରେ ବଜ୍ରପାତ ଘଟି ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ରଇପୁରରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେହିପରି…

5 years ago

ରାସ୍ତାରେ ଜଗି ବସିଛି ବିପଦ

ଆରଡ଼ି, ୧୧।୮ (ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦାସ୍ଥିତ ୨୦ ନମ୍ବର ଜାତୀୟ ରାଜପଥରେ ବିପଦ ଜଗି ବସିଛି। ଏହି ରାସ୍ତାରେ ବିଦ୍ୟୁତ୍‌ ବିଭାଗ…

5 years ago

ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଭଦ୍ରକ ଅଫିସ, ୧୧।୮ - ଭଦ୍ରକ ପୁରୁଣାବଜାର ଥାନା ପୋଲିସ ପକ୍ଷରୁ ଶନିବାର ଅପରାହ୍ନରେ ବିଭିନ୍ନ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆସନ୍ତା ସୋମବାର ପବିତ୍ର ଇଦ୍‌-ଉଲ୍‌-ଜୁହା ପର୍ବ…

5 years ago

କାମରେ ଆସୁନି ସ୍ଲୁଇସ୍‌ ଗେଟ୍‌

ପଦ୍ମପୁର,୧୦।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରର ମେଳକସାହିଠାରେ ନିର୍ମିତ ସ୍ଲୁଇସ୍‌ଗେଟ୍‌ ଏବେ ଚାଷୀମାନଙ୍କ କାମରେ ଆସୁନି। ୩୦ ବର୍ଷ ତଳେ ନିର୍ମିତ…

5 years ago

ଏଟିଏମ୍‌ରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ

ବାସୁଦେବପୁର, ୧୦।୮ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ବେତଡ଼ା ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖା ଏଟିଏମ୍‌ରୁ ହଠାତ୍‌ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ ହେବା…

5 years ago

୧୧ ଦିନରେ ପରୀ-୩ ଅଭିଯାନ:୫୧ ଶିଶୁ ଉଦ୍ଧାର

ଭଦ୍ରକ ଅଫିସ, ୯।୮ - ଓଡ଼ିଶା ପୋଲିସ ଓ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ନିଖୋଜ ଶିଶୁଙ୍କ ତଲାସି ଅଭିଯାନ ପରୀ-୩ ଶୁକ୍ରବାର ୧୧…

5 years ago

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଦାବିରେ ଆମରଣ ଅନଶନ

ବାସୁଦେବପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ପଞ୍ଚାୟତରୁ ବଦଳି ଦାବିରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସରପଞ୍ଚ…

5 years ago

ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ…

5 years ago

୬ ବଖରା ଜଳିଗଲା, ନଗଦ ୫୦ ହଜାର ଟଙ୍କା, ଆସବାବପତ୍ର ପୋଡ଼ି ପାଉଁଶ

ପଦ୍ମପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର…

5 years ago

କେନାଲରେ ପଡ଼ି ଚାଷୀଙ୍କ ମୃତ୍ୟୁ

ଭଦ୍ରକ ଅଫିସ,୯।୮: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ସାଳନ୍ଦୀ କେନାଲରେ ପଡ଼ି ଶୁକ୍ରବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ କୁନ୍ତଳା…

5 years ago