ଭଦ୍ରକ

ଧାନବିକ୍ରି ପ୍ରାପ୍ୟ ଟଙ୍କା ନ ମିଳିବାରୁ ଚାଷୀଙ୍କ ଭଦ୍ରକ – ଆଖଣ୍ଡଳମଣି ରାସ୍ତା ଅବରୋଧ

ଆରଡି, ୩୦ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତର ଶତାଧିକ ଚାଷୀ ମଙ୍ଗଳବାର ସକାଳେ ଭଦ୍ରକ-ଆଖଣ୍ଡଳମଣି ରାଜ୍ୟ ରାଜପଥ ଅବରୋଧ କରିଛନ୍ତି। ତେବେ ପ୍ରାପ୍ୟ ଟଙ୍କା…

5 years ago

ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବାସୁଦେବପୁର,୩୦।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା ଇଷ୍ଟକୋଷ୍ଟ କେନାଲ ଛକ ନିକଟରୁ ମଙ୍ଗଳବାର ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଚୁଡ଼ାମଣି ସାମୁଦ୍ରିକ…

5 years ago

କରତକଳ ଉପରେ ଚଢ଼ାଉ: ୩ ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ବନ୍ତ,୩୦।୭(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଥାନା ଅଧୀନ କୁଆଂଶମଢ଼ିଆଠାରେ ବେଆଇନ ଭାବେ ଚାଲୁଥିବା ଏକ କରତକଳ ଉପରେ ମଙ୍ଗଳବାର ସକାଳେ ବନବିଭାଗ ପକ୍ଷରୁ ଚଢ଼ାଉ…

5 years ago

ଭିତ୍ତିଭୂମି ଅଭାବରୁ ଶ୍ରୀହୀନ ଶିକ୍ଷାନୁଷ୍ଠାନ

ଧାମନଗର ୩୦।୭(ଡି.ଏନ.ଏ.)- ପ୍ରାଥମିକ ଶିକ୍ଷାକୁ ମୌଳିକ ଅଧିକାରଭୁକ୍ତ କରାଯାଇଥିଲେ ବି ଭିତ୍ତିଭୂମି ଅଭାବରୁ ଗ୍ରାମାଞ୍ଚଳର ଅନେକ ଶିକ୍ଷାନୁଷ୍ଠାନ ଥାଇ ନ ଥିଲା ପରି ଚାଲିଛି। ଗରିବ ଅଭିଭାବକମାନେ…

5 years ago

ବିଲରେ ଚାଷୀଙ୍କ ସନ୍ଦେହଜନକ ମୃତ୍ୟୁ

ବାସୁଦେବପୁର, ୨୯।୭ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗଁା ଗ୍ରାମର ଶତୃଘ୍ନ ମଳିକ ନାମକ ଜଣେ ଚାଷୀଙ୍କର ସୋମବାର ପୂର୍ବାହ୍ନରେ ବିଲରେ ସନ୍ଦେହଜନକ…

5 years ago

ଦ୍ୱିତୀୟ ସୋମବାର : ଆରଡ଼ିରେ ଜଳଲାଗି କଲେ ଲକ୍ଷାଧିକ କାଉଡ଼ିଆ

ଆରଡ଼ି,୨୯।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କଠାରେ ଶ୍ରାବଣ ମାସର ୨ୟ ସୋମବାରରେ ଲକ୍ଷାଧିକ କାଉଡ଼ିଆ ଜଳଲାଗି କରିଥିବା ଜଣାପଡ଼ିଛି। ସୀମିତ ସ୍ଥାନରେ ଏତେ ସଂଖ୍ୟକ…

5 years ago

ନିଆରା କ୍ରୀଡ଼ା ପ୍ରତିଭା ମଧୁସ୍ମିତା

ବନ୍ତ, ୨୯।୭ (ଡି.ଏନ.ଏ.)- ଭଦ୍ରକ ଜିଲା ବରପଦାସ୍ଥିତ ବିଆଇଇଟି କଲେଜର ଡିପ୍ଲୋମା କମ୍ପ୍ୟୁଟର ସାଇନ୍ସର ୩ୟ ବର୍ଷର ଛାତ୍ରୀ ମଧୁସ୍ମିତା ମିଶ୍ର(୧୮) ହ୍ୟାଣ୍ଡବଲ, ସାଇକେଲ ପୋଲୋ, ନେଟ୍‌ବଲ୍‌,…

5 years ago

ନଦୀରୁ ମିଳିଲା ନିଖୋଜ ଶିଶୁଙ୍କ ମୃତଦେହ

ଭଣ୍ଡାରିପୋଖରୀ, ୨୮।୭ (ଡି.ଏନ୍‌.ଏ.) - ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବନ୍ଦାଳୋ ମଢିଆଳି ପଞ୍ଚାୟତ ବନ୍ଦାଳୋ ଗ୍ରାମର ଜଗନ୍ନାଥ ରଣାଙ୍କ ୧୮ ମାସର ପୁଅ ଆଦିତ୍ୟ…

5 years ago

ଶୁଖିଲା ପଡ଼ିଛି ଦଶମୌଜା କେନାଲ

ତିହିଡ଼ି, ୨୮।୭ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ବର୍ଷା ଅଭାବରୁ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ଅପରପକ୍ଷେ ବିଭିନ୍ନ ପଞ୍ଚାୟତରେ ଜମିକୁ ଜଳସେଚିତ କରିବା ପାଇଁ…

5 years ago

ୱାର୍ଡସଭ୍ୟାଙ୍କୁ ଦୁର୍ବ୍ୟବହାର, ମାଡ଼ ଅଭିଯୋଗ

ବାସୁଦେବପୁର, ୨୭।୭ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ଜଣେ ୱାର୍ଡସଭ୍ୟାଙ୍କୁ ଶୁକ୍ରବାର ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା…

5 years ago