ଭଦ୍ରକ

ଭୋଗ ଖାଇ ଝାଡ଼ାବାନ୍ତିରେ ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ବନ୍ତ,୧୨।୧୧(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ପଞ୍ଚାୟତ ଦୋଳପଦି ଓ ମଙ୍ଗୁଲି ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ସୋମବାର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

6 years ago

ଅନ୍ଧାରରେ ବାସୁଦେବପୁର, ଧାମରା ଅଞ୍ଚଳ

ଭଦ୍ରକ ଅଫିସ/ପଦ୍ମପୁର, ୧୨।୧୧ (ଡି.ଏନ.ଏ.)- ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି, ଧାମରା ଓ ବାସୁଦେବପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଚାଷଜମିରେ ପାଚିଲା ଧାନ…

6 years ago

ମିଳୁନି ପୂର୍ବ ବର୍ଷର ବୀମାରାଶି: ଚାଷୀ କରିବେ ରାସ୍ତାରୋକୋ

ଆରଡ଼ି, ୧୧।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ପାଳସାହି ସମବାୟ ସମିତି ଅଧୀନ ଚାଷୀମାନଙ୍କୁ ପୂର୍ବବର୍ଷର ବୀମାରାଶି ଏଯାଏ ମିଳିନାହିଁ। ଏହାକୁ ନେଇ ଚାଷୀ…

6 years ago

ଅଗ୍ନିକାଣ୍ଡ: ୩ ବଖରା ଭସ୍ମୀଭୂତ

ବନ୍ତ,୧୧ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ଦେବଗଡ଼ି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁରେନ୍ଦ୍ର ଜେନା, ଗୌରାଙ୍ଗ ଜେନା ଓ ବିନୁ…

6 years ago

କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି: ୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ ଦିଅ

ଭଦ୍ରକ ଅଫିସ,୧୧।୧୧- ବାତ୍ୟା ବୁଲ୍‌ବୁଲ୍‌ ଶନିବାର ସନ୍ଧ୍ୟାରେ ଓଡ଼ିଶା ଉପକୂଳ ଅତିକ୍ରମ କରି ପଶ୍ଚିମବଙ୍ଗ ନିକଟସ୍ଥ ସାଗରଦ୍ୱୀପରେ ସ୍ଥଳଭାଗ ଛୁଇଁଛି। ଏହା ଓଡ଼ିଶା ଉପକୂଳ ଅତିକ୍ରମ କରିବା…

6 years ago

ବାଙ୍ଗାଲୋରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଭଦ୍ରକ ଅଫିସ,୧୦।୧୧ - ଭଦ୍ରକ ଜିଲା ଧାମନଗର ବ୍ଲକ ଶହୀଦନଗର ଇଟ୍ଟାପାଳ ଗଁାର ସମୀର ସେନାପତି(୨୪)ଙ୍କ ବାଙ୍ଗାଲୋରରେ ମୃତ୍ୟୁ ଘଟିଛି। ଏହି ଘଟଣାକୁ ୪ ଦିନ ବିତିଯାଇଥିଲେ…

6 years ago

‘ବୁଲ୍‌ବୁଲ୍‌’ କ୍ଷୟକ୍ଷତି ଆକଳନ: କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ଚାନ୍ଦବାଲି ଗସ୍ତ

ଚାନ୍ଦବାଲି,୧୦।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ବାତ୍ୟା ‘ବୁଲ୍‌ବୁଲ୍‌’ର କ୍ଷୟକ୍ଷତି ଆକଳନ ଲାଗି କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନିଲ କୁମାର ସାମଲ ରବିବାର ଚାନ୍ଦବାଲି ଗସ୍ତ କରିଛନ୍ତି। ସେ…

6 years ago

କାଙ୍କରାରେ ଅଗ୍ନିକାଣ୍ଡ: ଜଳିଗଲା ୭ ବଖରା

ଭଦ୍ରକ ଅଫିସ,୧୦।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଙ୍କରା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁଦାମ ପାତ୍ର ଓ ନିରଞ୍ଜନ ପାତ୍ରଙ୍କ…

6 years ago

ଆଖଣ୍ଡଳମଣି ମନ୍ଦିରରୁ ଉଡ଼ିଗଲା ନେତ

ଆରଡ଼ି, ୧୦।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଆରଡ଼ିରେ ଶୁକ୍ରବାର ରାତିଠାରୁ ବୁଲ୍‌ବୁଲ୍‌ର ତାଣ୍ଡବ ଦେଖିବାକୁ ମିଳିଥିଲା। ଏହାର ପ୍ରଭାବରେ ଶନିବାର ସକାଳେ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର…

6 years ago

ଧାମରା ମୁହାଣରେ ବୋଟ୍‌ ଓଲଟି ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍‌

ଚାନ୍ଦବାଲି,୯।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ମୁହାଣରେ ଶୁକ୍ରବାର ରାତିରେ ବୋଟ୍‌ ବୁଡ଼ିଯିବା ଯୋଗୁ ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କରାଯାଇଛି। ଓଡ୍ରାଫ୍‌ ଟିମ୍‌ କାଳିଭଞ୍ଜ ଡିଆଁ ଜଙ୍ଗଲରୁ…

6 years ago