ଭଦ୍ରକ

ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ

ଚାନ୍ଦବାଲି, ୫।୯ (ଡି.ଏନ.ଏ.) - ଚାନ୍ଦବାଲି ଏନ୍‌ଏସିରେ କେତେକ ଅନିୟମିତତା ନେଇ ବ୍ଲକ କଂଗ୍ରେସର ଏକ ପ୍ରତିନିଧି ଦଳ ଗୁରୁବାର ନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସଙ୍କୁ ଭେଟିଛନ୍ତି।…

6 years ago

ବୃକ୍ଷରୋପଣ କଲେ ବିଚାରପତି

ଭଦ୍ରକ ଅଫିସ,୫।୯: ଭଦ୍ରକ ଜିଲା ନୂଆ ବସ୍‌ଷ୍ଟାଣ୍ଡ ନିକଟ କଲ୍ୟାଣ ମଣ୍ଡପ ପରିସରରେ ଗୁରୁବାର ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୦ରୁ ଊର୍ଦ୍ଧ୍ୱ ବିଚାରପତି ଯୋଗଦେଇଥିଲେ।…

6 years ago

ନବୋଦୟ ବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ର ଅସୁସ୍ଥ

ବାସୁଦେବପୁର, ୫।୯ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦମାଳିସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ର ଜ୍ୱର ସହିତ ଝାଡ଼ା ଓ ମୁଣ୍ଡବ୍ୟଥା ହେଉଥିବାରୁ ଅସୁସ୍ଥ…

6 years ago

ସ୍ନେହାଙ୍କୁ ସ୍ବର୍ଣ୍ଣ

ଭଦ୍ରକ ଅଫିସ, ୫।୯ - ଭଦ୍ରକ ପୌରାଞ୍ଚଳ ଅନ୍ତର୍ଗତ ସାମରାଇପୁର ବିଜୁ ପଟ୍ଟନାୟକ ନଗରର ୮ମ ଶ୍ରେଣୀର ଛାତ୍ରୀ ସ୍ନେହା ଦାସ ଆଧୁନିକ ଚିତ୍ର ଆଙ୍କି ଦିଲ୍ଲୀରୁ…

6 years ago

ଆଖଣ୍ଡଳମଣି-ଭଦ୍ରକ ରାଜ୍ୟ ରାଜପଥ: ହେଲମେଟ ପିନ୍ଧିବାକୁ ସଚେତନ କଲେ ସ୍ବେଚ୍ଛାସେବୀ

ଆରଡ଼ି,୪।୯(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋହରା ପାଟଣା ଛକରେ ବୁଧବାର ବାଇକ୍‌ ଚାଳକଙ୍କୁ ହେଲମେଟ ପିନ୍ଧିବାକୁ ସଚେତନ କରାଯାଇଛି। ଦୋହରା ପାଟଣାର ନୀଳମାଧବ ୟୁଥ୍‌ କ୍ଲବର…

6 years ago

ନିଖୋଜ ବୃଦ୍ଧଙ୍କ ମୃତଦେହ ବୈତରଣୀରୁ ଉଦ୍ଧାର

ଭଣ୍ଡାରିପୋଖରୀ,୪।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମାଳଦା ପଞ୍ଚାୟତ ରଘୁନାଥପୁର ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ବୈତରଣୀ କୂଳରୁ ପୋଲିସ ଜବତ କରିଛି। ସୂଚନାଯୋଗ୍ୟ,…

6 years ago

ସନ୍ଦେହ ଜନକ ମୃତ୍ୟୁ: ଥାନାରେ ମାମଲା

ଧାମନଗର ୩।୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ ସରପୁର ଗ୍ରାମରେ ନିରଞ୍ଜନ ପତିଙ୍କର ୫୩ ବର୍ଷ ବୟସରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି…

6 years ago

ଅର୍ଦ୍ଧଗଣେଶ୍ୱର ମୂର୍ତ୍ତି ଆକର୍ଷଣ

ବନ୍ତ, ୩।୯ (ସ୍ବ.ପ୍ର./ଡି.ଏନ.ଏ.)- ବନ୍ତ ବ୍ଲକର ବିଭିନ୍ନ ସ୍ଥାନରେ ଗଣେଶ ପୂଜା ଅନୁଷ୍ଠିତ ହୋଇଛି। ଆଗରପଡ଼ା ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ ଓ ଯୁବକ ସଂଘରେ ପୂଜାର୍ଚ୍ଚନା କରାଯାଇଥିଲା।…

6 years ago

୪୫୦ ବର୍ଷର ନିଆରା ପରମ୍ପରା: ବୁଢ଼ା ଗଣେଶଙ୍କୁ ୧୫୧ ଥାଳି ଭୋଗ ସମର୍ପଣ

ଆରଡ଼ି, ୩।୯ (ଡି.ଏନ.ଏ.)- ଗଣେଶ ଚତୁର୍ଥୀରେ ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିର ବେଢ଼ାର ଦକ୍ଷିଣପାର୍ଶ୍ୱରେ ଥିବା ଶ୍ରୀ ବୁଢ଼ା ଗଣେଶଙ୍କୁ ସ୍ବତନ୍ତ୍ର ପୂଜା କରାଯାଇଛି। ଏଠାରେ…

6 years ago

ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ କନଷ୍ଟେବଳଙ୍କ ବଦଳି

ଆରଡ଼ି, ୨ା୯ (ଡି.ଏନ.ଏ.)- ଭଦ୍ରକ ଜିଲାର ଶୈବପୀଠ ଆଖଣ୍ଡଳମଣି ମନ୍ଦିର ପରିସରରେ ସୋମବାର ପୂର୍ବାହ୍ନରେ ଜଣେ ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ ଆରଡ଼ି ଫାଣ୍ଡିର ଜଣେ କନଷ୍ଟେବଳଙ୍କ…

6 years ago