ଭଦ୍ରକ

ଅଦରକାରୀ କାଗଜ ନଦୀକୁ ପକାଇବାକୁ ଯାଇଥିଲେ, ଖସିଗଲା ଗୋଡ: ଆଉ ତା’ପରେ…

ଧୂଷୁରୀ, ୬।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଅଧୀନ ପଙ୍ଗଟା ଗ୍ରାମର ଶକ୍ତିମୟୀ ଦାସ(୮) କୋଚିଳା ନଦୀରେ ବୁଡି ମୃତ୍ୟୁବରଣ କରିଥିବା ଜଣାପଡିଛି। ପରିବାର ତରଫରୁ ଦିଆଯାଇଥିବା…

2 years ago

ଡିଜେ ଗାଡ଼ି ଚକାତଳେ ଅପରେଟରଙ୍କ ଜୀବନ ଗଲା

ତିହିଡି଼, ୬।୧(ସଞ୍ଜିତ ବଳ): ସରସ୍ବତୀ ମେଢ଼ ଭସାଣି ବେଳେ ଡିଜେରୁ ତଳକୁ ଖସିପଡ଼ିଲେ ଅପରେଟର। ତାଙ୍କ ଉପରେ ଗାଡ଼ି ଚକା ଚଢିଯିବାରୁ ଅପରେଟରଙ୍କ ଜୀବନ ଯାଇଥିବା ଜଣାପଡିଛି।…

2 years ago

ଥାନାରେ ଉତ୍ତେଜନା ହୋହଲ୍ଲା କରି ଭିତରକୁ ପଶିଗଲେ ଲୋକେ, ପରେ…

ବାସୁଦେବପୁର,୫।୨(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କରଞ୍ଜଆଡ଼ିଆ ଗ୍ରାମରେ ଏକ ଗଣ୍ଡଗୋଳ ବେଳେ ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ନବଘନ ମଳିକ(୪୫)ଙ୍କ…

2 years ago

ମହିଳା ଇନ୍ସପେକ୍ଟରଙ୍କ ବେକରୁ ସୁନା ଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ଭଦ୍ରକ,୪।୨: ରାଜ୍ୟରେ ପୋଲିସ ମଧ୍ୟ ଚୋରଙ୍କ କବଳରୁ ରକ୍ଷା ପାଇ ନାହାନ୍ତି। ମଙ୍ଗଳବାର ସନ୍ଧ୍ୟାରେ ଭଦ୍ରକରେ ଜଣେ ମହିଳା ପୋଲିସ ଇନ୍ସପେକ୍ଟରଙ୍କ ବେକରୁ ଦୁଇ ଜଣ ଦୁର୍ବୁତ୍ତ…

2 years ago

ଚାଷୀ ହୋଇ ମଣ୍ଡି ବୁଲିଲେ ଜିଲାପାଳ, ଯେଉଁଠି କଟ୍‌ନି ଛଟ୍‌ନି ଧରାପଡ଼ିଲା ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଦ୍ରକ,୩ା୨(ସନାତନ ରାଉତ): ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାୟ ଜଣେ ଚାଷୀ ଭାବରେ ଅଚାନକ ଅଞ୍ଚଳରେ ଥିବା ମଣ୍ଡିରେ ପହଞ୍ଚିଥିଲେ। ଧାମନଗର ବ୍ଲକ ଅଧୀନ କଟସାହି ମଣ୍ଡିରେ ପହଞ୍ଚିଥିଲେ।…

2 years ago

ଲୋକଙ୍କୁ ସୁବିଧା ଯୋଗାଇବା ପ୍ରାଥମିକ ଲକ୍ଷ୍ୟ

ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ଅଶୋକ କୁମାର ଦାସ। ୨୦୨୪ ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ବିଷ୍ଣୁବ୍ରତ ରାଉତରାୟଙ୍କୁ ୬୩୧…

2 years ago

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କ ଗାଡ଼ି, ନର୍ସିଂହୋମ ଭଙ୍ଗାରୁଜା

ଭଦ୍ରକ,୨୭।୧(ସନାତନ ରାଉତ): ଭଦ୍ରକ ସହର ଗାନ୍ଧୀପଡ଼ିଆରେ ଥିବା ଏକ ନର୍ସିଂହୋମରେ ଜଣେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ସମ୍ପର୍କୀୟ ନର୍ସିଂହୋମ ଭଙ୍ଗାରୁଜା କରିବା…

2 years ago

ଇଲେକ୍ଟ୍ରୋନିକ୍ସ ଦୋକାନରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଧୂଷୁରୀ,୨୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଧୂଷୁରୀ ବଜାରରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

2 years ago

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା ପୂର୍ବରୁ…

2 years ago

ଥାନାରେ ଫିନାଇଲ୍‌ ପିଇଦେଲେ

ଭଦ୍ରକ,୧୯।୧(ସନାତନ ରାଉତ): ବିବାହ ପରେ ସ୍ବାମୀଙ୍କ ପ୍ରତାରଣାର ଶିକାର ହେଲେ। ବ୍ୟବସାୟ କରିବାର ଆଳ ଦେଖାଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ନେଇ ସ୍ବାମୀ ଫେରାର ହୋଇଗଲେ।…

2 years ago