ଭଦ୍ରକ ଅଫିସ,୭।୩: ବିଭିନ୍ନ ସରକାରୀ ଯୋଜନାର ସବ୍ସିଡି ବ୍ୟବସ୍ଥା ରହିଛି। ଏହାର ସୁଯୋଗ ନେଇ ସ୍ବୟଂସହାୟକ ଗୋଷ୍ଠୀ ମହିଳାମାନେ ଉଦ୍ୟୋଗୀ ହୋଇ ସ୍ବାବଲମ୍ବୀ ହୋଇପାରିବେ। ଏଥିସହ ଅନ୍ୟମାନଙ୍କୁ…
ଭଦ୍ରକ ଅଫିସ,୬।୩: ଭଦ୍ରକ ଏସ୍ଡିଜେଏମ୍ ଚିନ୍ମୟ କୁମାର ପାଢ଼ୀ ସୋମବାର ଏକ ଯୌତୁକ ନିର୍ଯାତନା ମାମଲାର ବିଚାର କରି ତିହିଡ଼ି ଥାନା ଅଧୀନ ତଳବନ୍ଧ ଗ୍ରାମର ଅକ୍ଷୟ…
ପଦ୍ମପୁର,୬।୩(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲକ୍ଷ୍ମୀଦାସପୁର ପଞ୍ଚାୟତ ଖେଡୁଆଳପୁର ଗ୍ରାମରେ ପୂଜାରାଣୀ ପୁହାଣ ନାମ୍ନୀ ଯୁବତୀ ଗତ ୨ ତାରିଖରେ ବେକରେ ରଶି ଲଗାଇ ଆତ୍ମହତ୍ୟା…
ଭଦ୍ରକ ଅଫିସ,୬ା୩:ଏବେ ଗଁାରେ ମିଳିବ ମେକ୍ଅପ୍ ସୁବିଧା। ବ୍ରାଇଡାଲ ମେକ୍ଅପ୍ଠାରୁ ଆରମ୍ଭ କରି ସମସ୍ତ ପ୍ରକାର ପାର୍ଲର ସେବା ଗଁାର ଯୁବତୀ ଓ ମହିଳାମାନେ ପାଇପାରିବେ। ସ୍ବୟଂସହାୟକ…
ଭଦ୍ରକ ଅଫିସ,୫।୩: ସମ୍ଭାବ୍ୟ ଅଂଶୁଘାତ ମୁକାବିଲା ପାଇଁ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଜିଲା ଜରୁରୀକାଳୀନ ବିଭାଗ ସଂଯୋଜନାରେ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ…
ଭଦ୍ରକ ଅଫିସ, ୪।୩: ଭୁଲ୍ ଇଞ୍ଜେକ୍ସନ ଯୋଗୁ ନାବାଳକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଘରୋଇ କ୍ଲିନିକ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ…
ଭଦ୍ରକ ଅଫିସ, ୪।୩: ମନ୍ତ୍ରୀ ନବ ଦାଶ ହତ୍ୟା ଘଟଣାରେ ଆନ୍ଦୋଳନ ବେଳେ ଭାଜପା ଯୁବ ମୋର୍ଚ୍ଚା କର୍ମୀଙ୍କୁ ପୋଲିସର ଅତ୍ୟାଚାର ଓ ଗିରଫ ପ୍ରତିବାଦରେ ଶନିବାର…
ପଦ୍ମପୁର, ୪।୩(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ନନ୍ଦପାଟଣା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାସୁଦେବପୁରରୁ ଭଦ୍ରକ ଯାଉଥିବା…
ଧାମନଗର, ୪।୩ (ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗତ ମଙ୍ଗଳବାର କିଛି ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିଲେ।…
ଭଦ୍ରକ ଅଫିସ,୩।୩: ଭଦ୍ରକର ଏକ କ୍ଲିନିକ୍ରେ ଭୁଲ୍ ଇଞ୍ଜେକ୍ସନ ଯୋଗୁ ବୁଧବାର ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ…