ଭଦ୍ରକ

ଆରଡି ଛକରୁ ହଟିଲା ଜବରଦଖଲ: ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ…

ଭଦ୍ରକ, ୧୩।୫(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ସର୍ଭିସ ରୋଡ଼ର ଭଦ୍ରକ ଆରଡ଼ି ଛକରୁ ହଟିଲା ଜବରଦଖଲ। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ସରକାରୀ ଜାଗା ଉଚ୍ଛେଦ କରାଯାଇଛି l ଏହି ଜବରଦଖଲ ଯୋଗୁ…

ଉଚ୍ଛେଦ କରିବାକୁ ଆସିଥିଲେ ତହସିଲ କର୍ମଚାରୀ, ଦେହରେ ପେଟ୍ରୋଲ ଢାଳି ପ୍ରତିବାଦ କଲେ ବ୍ୟବସାୟୀ, ଆଉ ତା’ ପରେ…

ତିହିଡ଼ି,୧୩ା୫(ସଞ୍ଜିତ ବଳ): ଆମର ଯଦି ଦୋକାନ ଭାଙ୍ଗିବ ସମସ୍ତଙ୍କର ଭାଙ୍ଗ, ନ ହେଲେ ଫେରିଯାଅ। ଭଦ୍ରକ ଜିଲା ତିହିଡ଼ି ତହସିଲ ପୀରହାଟ ଥାନା ଅଧୀନ ଗଦି ବଜାରର ବ୍ୟବସାୟୀମାନେ ବୁଧବାର ପୂର୍ବାହ୍ନରେ ଉଚ୍ଛେଦ ସମୟରେ ଏହି ଦାବି କରିଛନ୍ତି। ଏପରିକି ଜଣେ…

ରିଭଲଭର ଦେଖାଇ ଡକାୟତି: ଘର କବାଟ ବାଡ଼ାଇଲେ, ଖୋଲିବାରୁ ୩ ଆଇଫୋନ୍‌ ସହ…

ପଦ୍ମପୁର,୧୦ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକର ପଗଡ଼ ନଦେଇଦିହ ଗ୍ରାମର ଶନିବାର ରାତିରେ ରିଭଲବର ଦେଖାଇ ଡକାୟତି ହୋଇଛି। ସୂଚନାନୁଯାୟୀ ଶନିବାର ରୀତିରଞ୍ଜନ ସ୍ବାଇଁ ଘରେ ନ ଥିବାବେଳେ ତାଙ୍କ ସ୍ତ୍ରୀ ପିଉସା ପିଉସୀ ଭାଉଜ ଘରେ ଥିଲେ, ରାତିରେ କେହି…

ଫୁଟିଲା ଅଫୁଟା ବାଣ,୨ ଭଉଣୀ ଗୁରୁତର

ତିହିଡ଼ି,୧୦ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଦପା ଗ୍ରାମରେ ରବିବାର ଅଫୁଟା ବାଣ ଫୁଟି ୨ ଭଉଣୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଉଛନ୍ତି ଫକୀର ଦାସଙ୍କ ଝିଅ ଲକ୍ଷ୍ମୀ (୮) ଏବଂ ସଖୀ (୫)।…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ/ ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ ସର୍କିଟ ଯୋଗୁ ସ୍ଥାନୀୟ ଅଞ୍ଚଳର ଜଣାଶୁଣା ବ୍ୟକ୍ତି ପ୍ରେମାନନ୍ଦ…

ଶ୍ୱଶୁରଘର ପିଣ୍ଡାରେ ଝୁଲୁଛି ଜ୍ୱାଇଁଙ୍କ ମୃତଦେହ, ସ୍ତ୍ରୀ-ଝିଅଙ୍କୁ ନେବାକୁ ଆସି…

ବାସୁଦେବପୁର,୮ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପଞ୍ଚାୟତର ରାଉତ ସାହିରେ ଶ୍ୱଶୁର ଘର ପିଣ୍ଡାରେ ସନ୍ଦେହ ଜନକ ଅବସ୍ଥାରେ ଝୁଲୁଥିବାର ଦେଖିବାକୁ ମିଳିଛି। ସେ ହେଲେ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ବାଲି ହେନ୍ତି ଗ୍ରାମର ବେଣୁଧର…

ଛଟେଇ ବିରୋଧରେ ଗର୍ଜିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ, କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇ କହିଲା…

ବନ୍ତ,୭ା୫(କିଶୋର କୁମାର ସେଠୀ): କର୍ମଚାରୀଙ୍କୁ ଛଟେଇ କରିବା ନିଷ୍ପତ୍ତିକୁ ନେଇ ଶ୍ରମିକ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର କର୍ମଚାରୀମାନେ ପ୍ରଥମେ ବନ୍ତ ସେକ୍ସନ କାର୍ଯ୍ୟାଳୟରେ ଘଣ୍ଟିକିଆ ଶାନ୍ତିପୂର୍ଣ୍ଣ ଧାରଣା ଦେବା ସହ ବରପଦାସ୍ଥିତ ଆଗରପଡ଼ା ସେକ୍ସନ କାର୍ଯ୍ୟାଳୟରେ ମଧ୍ୟ…

ଭୟରେ ଜୀବନ ହାରିଲେ ନିଟ ପରୀକ୍ଷାର୍ଥୀ: ମା’ ଖୋଲିଦେଲେ ସବୁ ଗୁମର

ଭଦ୍ରକ,୭।୫(ସନାତନ ରାଉତ): ପ୍ରଥମ ନିଟ ପରୀକ୍ଷାରେ ବିଫଳ ହୋଇଥିଲେ। ଦ୍ୱିତୀୟ ଥର ପରୀକ୍ଷା ପରେ ନିଜେ ମାର୍କିଙ୍ଗ କରିଥିଲେ। ପରୀକ୍ଷା ଫଳ ଖରାପ ହେବ ବୋଲି ଭାବି ଆତ୍ମହତ୍ୟା କରିଛନ୍ତି ନିଟ ଛାତ୍ର। ଏମିତି ଏକ ଦୁଖଃଦ ଘଟଣା ଘଟିଛି ଭଦ୍ରକ…

ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅଧିକାରୀଙ୍କ ସହ ଆଲୋଚନା କରି…

ଧାମନଗର,୪ା୫(ସନ୍ତୋଷ କୁମାର ମହାପାତ୍ର): ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିବା ସହ ଅନ୍ୟ ପ୍ରସ୍ତାବିତ କାର୍ଯ୍ୟ ବିଷୟରେ ଉପସ୍ଥିତ ଅଧିକାରୀମାନଙ୍କ ସହ ସୋମବାର ସକାଳ ସମୟରେ ସମୀକ୍ଷା କରିଛନ୍ତି। ଏଥିସହ ନିର୍ମାଣାଧୀନ ପ୍ରକଳ୍ପକୁ…

ରାସ୍ତାରେ ଶୋଇଥିବା ଷଣ୍ଢପଲ ଉପରେ ମାଡ଼ିଗଲା ହାଇଓ୍ବା, ତାତିଲେ ଲୋକେ, ଗାଡ଼ିରେ ଲଗାଇଦେଲେ ନିଆଁ

ଚାନ୍ଦବାଲି,୪ା୫(ଅଶୋକ ପଣ୍ଡା): ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ନାଲଗୁଣ୍ଡା ଛକ ନିକଟରେ ଶୋଇଥିବା ୮ ଷଣ୍ଢଙ୍କ ଉପରେ ମାଡ଼ିଗଲା ହାଇଓ୍ବା। ଡ୍ରାଇଭରଙ୍କ ବେପରୁଆ ଗାଡ଼ିଚାଳନାରୁ ଏପରି ଘଟିଛି। ସୂଚନାନୁଯାୟୀ, ଭଦ୍ରକରୁ ଏକ ମାଲ୍‌ ବୋଝେଇ ହାଇଓ୍ବା ଚାନ୍ଦବାଲି ଅଭିମୁଖେ ଆସୁଥିବା ବେଳେ ଚାନ୍ଦବାଲି…

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ସକାଳେ ସେ ହଠାତ ଅସୁସ୍ଥ ଅନୁଭବ କରିବା ପରେ…

୨୦୧୬ରୁ ରାଶନ ଚାଉଳରୁ ବଞ୍ଚିତ ଘନଶ୍ୟାମ, ଧାମନଗର ବ୍ଲକ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନ…

ଧାମନଗର,୩୦।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଅସୁରାଳି ପଞ୍ଚାୟତ ତୋରବନ୍ତିଆ ଗ୍ରାମର ଘନଶ୍ୟାମ ଖଟୁଆ ଦୀର୍ଘ ୧୦ ବର୍ଷରୁ ଉର୍ଦ୍ଧ ହେବ ରାଶନ ସାମଗ୍ରୀରୁ ବଞ୍ଚିତ ରହିଛନ୍ତି । ଏନେଇ ବାରମ୍ବାର ବିଡ଼ିଓ , ଯୋଗାଣ ନିରୀକ୍ଷକ ଆଦି ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?