ଭଦ୍ରକ

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଅଭିଯୋଗ ଆଣିଲେ ବାପା

ଭଣ୍ଡାରିପୋଖରୀ,୧୨।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ଼ ଫାଣ୍ଡି ଅଧୀନ ବିରିଡ଼ି ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଅପହୃତା ଛାତ୍ରୀଙ୍କ ବାପାଙ୍କ ଅଭିଯୋଗ ଅନୁଯାୟୀ, ଝିଅ ରବିବାର ଅପରାହ୍ନ ୪ଟାରେ ସାତଶୋଳା ଗ୍ରାମକୁ…

ସଙ୍କଟରେ ପ୍ରାଣୀ ଚିକିତ୍ସା

ଭଦ୍ରକ ଅଫିସ/ ନୟାଗଡ଼ ଅଫିସ୍‌/ ପାରଳାଖେମୁଣ୍ଡି (ଡି.ଏନ୍‌.ଏ.) ୧୨।୧୨(ସନାତନ ରାଉତ/ ଲୋକନାଥ ମିଶ୍ର/ ଗିରିଧାରୀ ପରିଚ୍ଛା) ଓଡ଼ିଶାର ବିଭିନ୍ନ ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। ପ୍ରାଣୀ ସମ୍ପଦ ହେଉଛି କୃଷି ବିଭାଗର ମେରୁଦଣ୍ଡ। ଗାଈ, ଛେଳି, ମେଣ୍ଢା, କୁକୁଡ଼ା,…

ବଢ଼ି ଚାଲିଛି ‘ଲମ୍ପି’ ସଂକ୍ରମଣ

ଆରଡ଼ି, ୧୦।୧୨ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର, ଓଳଗ, ଆରଡ଼ି ଓ ନାନ୍ଦପୁର ପଞ୍ଚାୟତରେ ଗୋରୁମାନେ ‘ଲମ୍ପି ରୋଗରେ ଆକ୍ରାନ୍ତ ହୋଇଛନ୍ତି। ୪ ପଞ୍ଚାୟତରେ ୫୦ରୁ ଅଧିକ ଗୋରୁ ଏହି ରୋଗରେ ସଂକ୍ରମିତ ହୋଇଥିବା ବେଳେ ସୁନ୍ଦରପୁର…

ଆରମ୍ଭରୁ ଧାନର ଅଭାବୀ ବିକ୍ରି

ଚାନ୍ଦବାଲି,୧୦।୧୨(ଡି.ଏନ୍‌.ଏ.): ଚାଷୀଙ୍କଠାରୁ ସରକାରୀ ଧାର୍ଯ୍ୟ ଦର କୁଇଣ୍ଟାଲ ପ୍ରତି ୨୦୪୦ ଟଙ୍କାରେ ଧାନ କ୍ରୟ ନିମନ୍ତେ ସମବାୟ ସମିତି ଓ ମହିଳା ଗୋଷ୍ଠୀ ମାଧ୍ୟମରେ ଅନ୍‌ଲାଇନ ପଞ୍ଜୀକରଣ କରାଯାଇଛି। ହେଲେ ଚଳିତବର୍ଷ ଖରିଫ ଧାନ ଅମଳ ଆରମ୍ଭରୁ ଭଦ୍ରକ ଜିଲା ଚାନ୍ଦବାଲିରେ…

ଅମଳ ନ ସରୁଣୁ ଧାନ ଅଭାବୀ ବିକ୍ରି, ୨ ଗାଡ଼ି ଅଟକ

ଚାନ୍ଦବାଲି,୯ା୧୨(ଡି.ଏନ୍‌.ଏ.): ଚାଷୀମାନଙ୍କଠାରୁ ସରକାରୀ ଧାର୍ଯ୍ୟ ଦର କ୍ୱିଣ୍ଟାଲ ପ୍ରତି ୨୦୪୦ଟଙ୍କା ଦରରେ ଧାନ କ୍ରୟ ନିମନ୍ତେ ସମବାୟ ସମିତି ଓ ମହିଳା ମଣ୍ଡଳଗୁଡ଼ିକ ମାଧ୍ୟମରେ ଚାଷୀମାନଙ୍କୁ ଅନ୍‌ଲାଇନ ପଞ୍ଜୀକରଣ କରାଯାଇଛି। ଧାନ ଅମଳ ଆରମ୍ଭ ହେବା ମାତ୍ରେ ଭଦ୍ରକ ଜିଲା ଚାନ୍ଦବାଲିର…

୫୦୦ ଦିଅ ଜାତିଗତ ପ୍ରମାଣପତ୍ର ନିଅ

ଭଦ୍ରକ ଅଫିସ, ୮ା୧୨: ୫୦୦ ଟଙ୍କା ଦିଅ ଆଉ ଜାତିଗତ ପ୍ରମାଣପତ୍ର ନିଅ। ଗୋଟେ ସରକାରୀ ଅଫିସରର କ’ଣ ମୁଣ୍ଡ ୨୦୦ ଟଙ୍କା କି । ଏମିତି ଏକ ଭିଡିଓ ଭଦ୍ରକ ଜିଲାରେ ଏବେ ଭାଇରାଲ ହେବାରେ ଲାଗିଛି। ଜାତିଗତ ପ୍ରମାଣପତ୍ର…

ଜାନୁୟାରୀରୁ ଚାଲିବ ଭଦ୍ରକ-ପୁରୀ ପାସେଞ୍ଜର

ଭଦ୍ରକ ଅଫିସ, ୮ା୧୨: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ବିଭିନ୍ନ ଷ୍ଟେଶନ କାର୍ଯ୍ୟର ଅଗ୍ରଗତି ବାବଦରେ ଭୁବନେଶ୍ୱର ପୂର୍ବତଟ ରେଳବାଇ ମୁଖ୍ୟାଳୟଠାରେ ଜେନେରାଲ ମ୍ୟାନେଜର ଏବଂ ଉଚ୍ଚ ପଦାଧିକାରୀମାନଙ୍କ ସହ ବୁଧବାର ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଆଲୋଚନା କରିଛନ୍ତି। ଜାନୁଆରୀ…

ସର୍ବଭାରତୀୟ ସ୍ତରରେ ଗୌରବ ଆଣିଲେ ରୁଦ୍ରନାରାୟଣ

ଧାମନଗର, ୬।୧୨ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ୧୧ ନମ୍ବର ୱାର୍ଡ ଦକ୍ଷିଣବାଡ଼ ଗ୍ରାମର ଡାକ୍ତର ରୁଦ୍ରନାରାୟଣ ସ୍ବାଇଁ ଡିଏମ୍‌ କ୍ଲିନିକାଲ ହେମାଟୋଲୋଜିରେ ସୁପର ସ୍ପେଶାଲିଟି ପ୍ରବେଶିକା ପରୀକ୍ଷାରେ ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏଥିରେ ସଫଳତା…

୮ ଘଣ୍ଟିଆ ଭଦ୍ରକ ବନ୍ଦ

ଭଦ୍ରକ ଅଫିସ,୫ା୧୨: ଭଦ୍ରକ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଓ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ କଂଗ୍ରେସ ପକ୍ଷରୁ ୮ ଘଣ୍ଟିଆ ଭଦ୍ରକ ସହର ବନ୍ଦ କରାଯାଇଛି। ଦୀର୍ଘଦିନ ଧରି ଏହି ଦାବି ପୂରଣ ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି କରାଯାଇଥିଲେ…

ଆଜି ଭଦ୍ରକ ସହର ବନ୍ଦ

ଭଦ୍ରକ ଅଫିସ,୫।୧୨:ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଓ ଜିଲାରେ ମେଡିକାଲ କଲେଜ ଦାବିରେ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ସୋମବାର ଭଦ୍ରକ ସହର ସକାଳ ୬ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟା ବନ୍ଦ ରହିବ। ଦୀର୍ଘଦିନ ଧରି…

ହାର୍‌ ମାନିନାହାନ୍ତି ପଞ୍ଚାନନ

ଭଦ୍ରକ ଅଫିସ,୩।୧୨: ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ଆଗରେ ହାର୍‌ ମାନିଛି ଅକ୍ଷମତା। ମନୋବଳ ଦୃଢ଼ ଥିଲେ ସବୁକିଛି ସମ୍ଭବ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷଣ୍ଢ ଗ୍ରାମର ଦିବ୍ୟାଙ୍ଗ ପଞ୍ଚାନନ ଜେନା(୬୩)। ଟ୍ରାଇସାଇକେଲରେ ଗଁା ଗଁା…

ପିସ୍ତା ଭାବି ଖାଇଦେଲେ ବିଷାକ୍ତ ଫଳ

ଭଣ୍ଡାରିପୋଖରୀ, ୩।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ପାଟୁଳି ପଞ୍ଚାୟତ ଅରେଇକଣା ନୋଡାଲ ସ୍କୁଲରେ ଶୁକ୍ରବାର ବିଷାକ୍ତ ଫଳ ଖାଇ ୨୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ୫ ଛାତ୍ରୀଛାତ୍ର ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?