ଭଦ୍ରକ

ପ୍ରଚାର ମଇଦାନକୁ ଓହ୍ଲାଇଲେ ପିସିସି ସଭାପତି

ଭଦ୍ରକ ଅଫିସ,୨୭।୧୦: ଧାମନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନୀ ମାହୋଲ ସେତେ ସରଗରମ୍‌ ହେବାରେ ଲାଗିଛି। କଂଗ୍ରେସ ଗତ ଦୁଇଦିନ ହେଲା ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ଦଳୀୟ ପ୍ରାର୍ଥୀ ହରେକୃଷ୍ଣ ସେଠୀ ଘରକୁ ଘର ବୁଲି ପ୍ରଚାର କରୁଥିବା…

ମଧ୍ୟରାତ୍ରିରେ ଶୁଭେ ମା’ଙ୍କ ଶଙ୍ଖା ଝମ୍‌ଝମ୍‌ ଶବ୍ଦ

ଆରଡ଼ି,୨୭ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଳକ ବ୍ରାହ୍ମଣପାଳରେ ମା’ କାଳୀଙ୍କ ପୂଜାର୍ଚ୍ଚନା କରାଯାଉଛି। ସୋମବାରଠାରୁ ଆରମ୍ଭ ହୋଇଥିବା ପୂଜା ମଙ୍ଗଳବାର ସୂର୍ଯ୍ୟୋପରାଗ ଥିବାରୁ ବନ୍ଦ ରହିଥିଲା। ବୁଧବାର ବିଧି ମୁତାବକ ପୂଜା ହୋଇଥିବା କମିଟି ପକ୍ଷରୁ ସୂଚନା ମିଳିଛି। ଭକ୍ତମାନେ ମା’ଙ୍କ…

ବଢ଼ି ଚାଲିଛି ବିଜେଡିି- ଭାଜପା ଆରୋପ ପ୍ରତ୍ୟାରୋପ

ଭଦ୍ରକ ଅଫିସ,୨୭ା୧୦: ଧାମନଗର ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ଭାଜପା-ବିଜେଡ଼ି ମଧ୍ୟରେ ଆରୋପ ପ୍ରତ୍ୟାରୋପ ବଢ଼ି ଚାଲିଛି। ଟଙ୍କା ବାଣ୍ଟି ଭୋଟରଙ୍କୁ ପ୍ରଲୋଭିତ କରୁଥିବା ନେଇ ଉଭୟ ଦଳ ପରସ୍ପର ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛନ୍ତି। ମିଶନ…

ନିର୍ଣ୍ଣାୟକ ହେବ ୧୩ ପଞ୍ଚାୟତର ଭୋଟ

ଭଦ୍ରକ ଅଫିସ,୨୬।୧୦: ଧାମନଗର ଉପନିର୍ବାଚନ ଯେତେ ପାଖେଇ ଆସୁଛି ହାର୍‌ଜିତ୍‌କୁ ନେଇ ରାଜନୈତିକ ମହଲରେ ଉତ୍କଣ୍ଠା ସେତେ ବଢ଼ିଚାଲିଛି। ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକର ୧୩ ପଞ୍ଚାୟତର ଭୋଟ୍‌ ଏହି ଉପନିର୍ବାଚନ ଫଳାଫଳର ନିର୍ଣ୍ଣାୟକ ହେବ ବୋଲି ଚର୍ଚ୍ଚା ହେଉଛି।…

ବିଜେଡି ମିଶ୍ରଣ ନାଁରେ ବିଭ୍ରାନ୍ତ କରୁଛି: ଭାଜପା

ଧାମନଗର,୨୬।୧୦ (ସ୍ବ.ପ୍ର./ଡି.ଏନ.ଏ.): ଧାମନଗର ନିର୍ବାଚନମଣ୍ଡଳୀ ଭାଜପା କର୍ମୀଙ୍କ ଦଳ ଛାଡ଼ିବା ପ୍ରସଙ୍ଗ ତଥା ବିଜେଡିରେ ଭାଜପାର କର୍ମୀ, ସମର୍ଥକଙ୍କ ଯୋଗଦାନ ଘଟଣାକୁ ଖଣ୍ଡନ କରିଛି ଭାଜପା। ଭାଜପା ଧାମନଗର ବ୍ଲକ ଶହୀଦନଗରଠାରେ ସୋମବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏଭଳି…

ମହାକାଳୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୫।୧୦-ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶର ଦ୍ୱିତୀୟ ଦିନରେ ମଙ୍ଗଳବାର ମହାକାଳୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି। ସୂର୍ଯ୍ୟପରାଗ ଥିବାରୁ ଭୋର ୪ଟା ୪୫ ପୂର୍ବରୁ ମା’ଙ୍କୁ ମହାକାଳୀ ବେଶରେ ସଜ୍ଜିତ କରାଯାଇଥିଲା। ଏହି ବେଶରେ ମା’…

ବେଦମାତା ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୪।୧୦: କାଳୀପୂଜା ପାଇଁ ପ୍ରସିଦ୍ଧି ଲାଭ କରିଥିବା ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ସୋମବାର ଚଳଚଞ୍ଚଳ ହୋଇଉଠିଛି । ପବିତ୍ର ଦୀପାବଳିଠାରୁ ୭ ଦିନ ମା’ଙ୍କ ସପ୍ତମାତୃକା ବେଶ ହୋଇଥାଏ । ସୋମବାର ପ୍ରଥମ ଦିନରେ ସେବାୟମାନେ…

ଆଜି ଉଠିବ ମହାଦୀପ

ଆରଡ଼ି, ୨୪।୧୦ (ଡି.ଏନ.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଦୀପାବଳିରେ ମହାଦୀପ ଉଠିବା ପରମ୍ପରା ରହିଛି। ଚଳିତବର୍ଷ ସୋମବାର ମହାଦୀପ ମନ୍ଦିର ଚୂଡ଼ାକୁ ଉଠିବ। ଆସନ୍ତା ୨୫ ତାରିଖ ମଙ୍ଗଳବାର ସୂର୍ଯ୍ୟୋପରାଗ ଯୋଗୁ ମନ୍ଦିର ବନ୍ଦ ରହିବ ବୋଲି…

ଦୀପାବଳିରେ ମନେପଡ଼େ ଓଗାଳପୁର

ଭଦ୍ରକ ଅଫିସ,୨୪।୧୦:ଦୀପାବଳି ଆସିଲେ ମନେପଡ଼େ ଭଦ୍ରକ ଜିଲା ସଦର ବ୍ଲକର କୁମ୍ଭକାରଙ୍କ ଗଁା ଓଗାଳପୁର। ଗଁାରେ ବସବାସ କରୁଥିବା ସମସ୍ତେ କୁମ୍ଭକାର ପରିବାର। ମାଟିରେ ହାଣ୍ଡି, କଳସୀ ଦୀପ ସମେତ ବିଭିନ୍ନ କୁମ୍ଭ ପାତ୍ର ତିଆରି କରିବାରେ ଲାଗି ପଡ଼ିଥାନ୍ତି ପିଲାଛୁଆଙ୍କ…

ସପ୍ତମାତୃକା ଭଦ୍ରକାଳୀ

ଭଦ୍ରକ ଅଫିସ,୨୪।୧୦:ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ। ଭଦ୍ରକ ସହରଠାରୁ ୮ କି.ମି. ଦୂର ତଥା ସଦର ବ୍ଲକର ଖଣ୍ଡତରା ପଞ୍ଚାୟତ ଆହାରପଦାଠାରେ ରହିଛି ମା’ ଭଦ୍ରକାଳୀଙ୍କ ପୀଠ। ଏଠାରେ ଥିବା ମନ୍ଦିରରେ ମା’ଙ୍କ ମୂର୍ତ୍ତି କଳା ଗ୍ରାନାଇଟ୍‌। ବିଶ୍ୱମାତା ରୂପେ…

ଧାମନଗର ନିର୍ବାଚନମଣ୍ଡଳୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆ ନ ଯାଉ: ଭାଜପା

ଧାମନଗର,୨୨ା୧୦(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ଓ ତିହିଡ଼ି ବ୍ଲକରେ କାର୍ଯ୍ୟରତ ସରକାରୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା କାର୍ଯ୍ୟରୁ ବିରତ ରଖିବା ପାଇଁ ଶୁକ୍ରବାର ଭାଜପାର ଏକ ପ୍ରତିନିଧି ଦଳ ଜିଲାପାଳଙ୍କୁ ଭେଟି ଦାବି କରିଛି। ଏନେଇ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କୁ…

ପ୍ରଚାରର ମାଧ୍ୟମ ପାଲଟିଛି ରାସ୍ତାକଡ଼ ଗଛ

ଚମ୍ପୁଆ,୨୧।୧୦(ଡି.ଏନ୍‌.ଏ): ଅନୁଷ୍ଠାନ ହେଉ କି ନୂତନ ଦୋକାନ ଶୁଭାରମ୍ଭ ପୂର୍ବରୁ ପ୍ରଚାରକୁ ଗୁରୁତ୍ୱ ଦିଅନ୍ତି। ଏଥିପାଇଁ ବଡ଼ବଡ଼ ହୋର୍ଡିଂଠାରୁ ଆରମ୍ଭ କରି ଲିଫ୍ଲେଟ୍‌ ମାଧ୍ୟମରେ ପ୍ରଚାର କରାଯାଉଛି। କିଛି ବ୍ୟବସାୟୀ, ଶିକ୍ଷା ପ୍ରତିଷ୍ଠାନ ରାସ୍ତାକଡ଼ରେ ଥିବା ବଡ଼ ବଡ଼ ଗଛକୁ ପ୍ରଚାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?