‘ନିଶା ଯୋଗୁ ପରିବାରରେ ଅଶାନ୍ତି ହୋଇ ହିଂସାକାଣ୍ଡ ଘଟୁଛି’
ଭଦ୍ରକ ଅଫିସ,୨୬।୬: ଜିଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତ ବିଭାଗ ପକ୍ଷରୁ ରବିବାର ନିଶା ଅନାଶକ୍ତି ଓ ଅବୈଧ ନିଶା ଦ୍ରବ୍ୟ ଚାଲାଣ ନିରୋଧୀ ଆର୍ନ୍ତଜାତୀୟ ଦିବସ ଭଦ୍ରକ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି…
‘ମୋ ସ୍ବାମୀଙ୍କୁ ବଞ୍ଚାଇ ଦିଅ’
ଧାମନଗର, ୨୬।୬(ସ୍ବ.ପ୍ର.): ସ୍ବାମୀ କାମଳ ରୋଗରେ ଆକ୍ରାନ୍ତ ହୋଇ ଲିଭର ଓ କିଡ୍ନୀ ନଷ୍ଟ ହୋଇଯାଇଛି। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ଡାକ୍ତରଙ୍କ କହିବା ମୁତାବକ ତାଙ୍କୁ ଦିଲ୍ଲୀ ଏମ୍ସକୁ ତୁରନ୍ତ ସ୍ଥାନାନ୍ତର କରିବାକୁ ପଡ଼ିବ। ଏଥିପାଇଁ…
କେବଳ ପୂଜାପର୍ବ ପାଇଁ ଘୂରୁଛି କୁମ୍ଭାର ଚକ
ଆରଡ଼ି,୨୬।୬(ଡି.ଏନ.ଏ.): ଦିନ ଥିଲା ହାଣ୍ଡି ମାଠିଆ ଗଢ଼ି ଚଳୁଥିଲା ପରିବାର। ଗଁାରେ ରହିଥିଲା ଏହାର ଚାହିଦା। ମାଟିରେ ତିଆରି ହାଣ୍ଡି, ମାଠିଆ, ସୁରେଇ, ପଲମ, ମାଢିଆ, ଉଠାଚୁଲି, ପୂଜା କଳସ, ସରା ଆଦି ଦୈନନ୍ଦିନ ଜୀବନରେ ଦରକାରୀ ଥିଲା। ଏସବୁ ଗଢ଼ି…
ମହିଳାଙ୍କୁ ଭୁଜାଲିରେ ହାଣି ଲୁଟ୍
ପଦ୍ମପୁର,୨୬ା୬(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ପଞ୍ଚାୟତର ଗୋକୁଳପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ରେବତୀ ମହାକୁଡ଼ଙ୍କ ବାପଘରୁ ନଗଦ ୨ଲକ୍ଷ ୫୦ହଜାର ଟଙ୍କା, ୫ ଭରି ସୁନା- ରୁପା ଅଳଙ୍କାର ସହ ମୂଲ୍ୟବାନ…
୪ ଦଫା ଦାବିରେ ପ୍ରଶାସନର ଦ୍ୱାରସ୍ଥ ବିକଳାଙ୍ଗ ମଞ୍ଚ
ଭଣ୍ଡାରିପୋଖରୀ, ୨୫।୬: ଭଦ୍ରକ ଜିଲା ଭଣ୍ଡାରିପୋଖରୀ କଲ୍ୟାଣ ମଣ୍ଡପଠାରେ ଓଡ଼ିଶା ବିକଳାଙ୍ଗ ମଞ୍ଚ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଞ୍ଚର ସମ୍ପାଦକ ଅକ୍ଷୟ କୁମାର ସାହୁ ଯୋଗଦେଇ ଦିବ୍ୟାଙ୍ଗ ଭଉଣୀ ଭାଇମାନଙ୍କର ବିଭିନ୍ନ ସମସ୍ୟାକୁ ନେଇ ପ୍ରଶାସନ…
ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍ ଘଟଣା ମୁଖ୍ୟ ଅଭିଯୁକ୍ତ ଗିରଫ, ୯ ଲକ୍ଷ ଜବତ
ଭଦ୍ରକ ଅଫିସ, ୨୪।୬: ଭଦ୍ରକ ସହରର ଅପର୍ତିବିନ୍ଧା ଛକ ନିକଟ ଷ୍ଟେଟବ୍ୟାଙ୍କ ସାମ୍ନାରୁ ଗତ ୯ ତାରିଖରେ ଜଣେ ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍ ହୋଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର ରାତିରେ ଭଦ୍ରକ ଟାଉନ ପୋଲିସ ଗିରଫ କରିଛି।…
ଜବତ ହେଲା କବାଡ଼ିଆ ସାମଗ୍ରୀ
ଧାମନଗର,୨୪।୬(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ଦିନକୁ ଦିନ ନୂଆ ନୂଆ କବାଡ଼ିଆ ଦୋକାନ ଖୋଲାଯାଇ ଚୋରା ସାମଗ୍ରୀ କିଣାବିକା ଚାଲିଛି। ଏନେଇ ବାରମ୍ବାର ଗଣମାଧ୍ୟମରେ ଖବର ପ୍ରକାଶ ପାଉଥିଲେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି ବୋଲି ଅଭିଯୋଗ ହେଉଛି।…
ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ନିମ୍ନମାନର
ଭଣ୍ଡାରିପୋଖରୀ,୨୩ା୬(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥର ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ କାମର ସ୍ଥାୟିତ୍ୱକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେଉଁଠି ୱାଲ ନିର୍ମାଣରେ ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ତ ପୁଣି କେଉଁଠି…
ବଦଳି କରିଦେବାକୁ କହି ଠକି ନେଲେ ୩୪ ଲକ୍ଷ ଟଙ୍କା
ପଦ୍ମପୁର,୨୩ା୬(ଡି.ଏନ୍.ଏ.): ବଦଳି କରି ଦେବାକୁ କହି ଦୁର୍ବୃତ୍ତ ଠକି ନେଇଛନ୍ତି ୩୪ ଲକ୍ଷ ଟଙ୍କା। ତେବେ ଅଭିଯୁକ୍ତଙ୍କ ଠାରୁ ଏକ କାର୍,୫ ଲକ୍ଷ ଟଙ୍କାର ସୁନାଗହଣା ଏବଂ ୪୦ ହଜାର ଟଙ୍କା ଜବତ ହୋଇଛି। ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ…
ଗାଈକୁ ଟାଣିନେଲା କୁମ୍ଭୀର
ଆରଡି,୨୧।୬,(ଡି.ଏନ୍.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନ ଆରଡି ଫାଣ୍ଡି ଅନ୍ତର୍ଗତ ସାଠିବାଙ୍କୁଡା ଗ୍ରାମର ସହଦେବ ପଲାଇଙ୍କ ଗାଈକୁ କୁମ୍ଭୀର ଟାଣିନେଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ବୈତରଣୀ ନଦୀ ପଠାରେ ଗାଈଟି ଚରୁଥିଲା। ସେତିକିବେଳେ ଏକ କୁମ୍ଭୀର ଗାଈକୁ ଝାମ୍ପି…
ଯୋଗଦେଲେ ନୂତନ ଜିଲାପାଳ
ଭଦ୍ରକ ଅଫିସ,୨୦।୬: ଭଦ୍ରକର ନୂତନ ଜିଲାପାଳ ଭାବେ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରଥମ ଦିନରେ ଜିଲାପାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିଦର୍ଶନରେ ଯାଇ ରୋଗୀମାନଙ୍କ ସମସ୍ୟା ବିଷୟରେ ପଚାରି ବୁଝିଛନ୍ତି। ନୂତନ ଜିଲାପାଳଙ୍କୁ ପ୍ରଶାସନିକ ଅଧିକାରୀ…
ଅଗ୍ନିପଥ’କୁ ବିରୋଧ କରି ଜାତୀୟ ରାଜପଥ ଅବରୋଧ
ଭଦ୍ରକ ଅଫିସ,୨୦ା୬: ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରି ସୋମବାର ପୂର୍ବାହ୍ନରେ ଭଦ୍ରକ ବନ୍ତ ଛକଠାରେ ଆଶାୟୀ ଯୁବକମାନେ ୧୬ନଂ. ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ସାମାଜିକ କର୍ମୀ ଭବେନ୍ଦ୍ର ସାହୁ ଓ ଦୀପକ କୁମାର ନାୟକଙ୍କ ନେତୃତ୍ୱରେ ଶତାଧିକ ଆଶାୟୀ ଯୁବକ…
Archives


