ଭଦ୍ରକ

ଆଦର୍ଶ ଆଚରଣ ବିଧି, ଖର୍ଚ୍ଚ ହିସାବ ଉପରେ ଗୁରୁତ୍ୱ

ଭଦ୍ରକ ଅଫିସ, ୧୯।୧୦: ଧାମନଗର ଉପନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ପରେ ପ୍ରାର୍ଥୀ, ତାଙ୍କ ପ୍ରତିନିଧି ଓ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନିର୍ବାଚନ କାର୍ଯ୍ୟ ପରିଚାଳନା, ପ୍ରଚାର ସମ୍ବନ୍ଧୀୟ ଖର୍ଚ୍ଚ, ଆଦର୍ଶ ଆଚରଣ ବିଧି ସମ୍ପର୍କରେ ଅବଗତ…

ଅବନ୍ତୀଙ୍କ ପ୍ରଚାରରେ ନେତା, ମନ୍ତ୍ରୀ

ଧାମନଗର,୧୯।୧୦(ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ କେଉଁଠି ନିର୍ବାଚନୀ ସଭା କରାଯାଉଛି ତ ଆଉ କେଉଁଠି ଦଳର ନେତା ବିଭିନ୍ନ ୱାର୍ଡରେ ବୁଲି ଲୋକଙ୍କୁ ବୁଝାଇ ଭୋଟ ଭିକ୍ଷା କରୁଛନ୍ତି। ପ୍ରଚାରକୁ ଜୋରଦାର କରାଯାଇ ପ୍ରାର୍ଥୀଙ୍କୁ ଜିତାଇବା…

ପ୍ରଚାର ଆରମ୍ଭ କଲେ ରାଜେନ୍ଦ୍ର

ଭଦ୍ରକ ଅଫିସ,୧୯ା୧୦: ଉପନିର୍ବାଚନ ପାଇଁ ଧାମନଗରରେ ୩ ପ୍ରମୁଖ ଦଳର ପ୍ରଚାର ଜମୁଥିବା ବେଳେ ମଙ୍ଗଳବାର ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ। ତିହିଡ଼ି ବ୍ଲକ ଦୋଳସାହି ଛକରେ ହନୁମାନଙ୍କୁ ପୂଜାର୍ଚ୍ଚନା କରି ସମର୍ଥକଙ୍କ ସହ ରାଜେନ୍ଦ୍ର…

ଧାମନଗର ଉପନିର୍ବାଚନ: ଆଜିଠୁ ପ୍ରଚାର ଜୋରଦାର

ଭଦ୍ରକ ଅଫିସ,୧୮।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ଆଜିଠୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ୫ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ବିଜେଡି,କଂଗ୍ରେସ,…

ଭୋଟରଙ୍କୁ ଆକୃଷ୍ଟ କରିବାକୁ କଂଗ୍ରେସର ରଣକୌଶଳ

ଧାମନଗର,୧୮।୧୦(ସ୍ବ.ପ୍ର.): ଉପନିର୍ବାଚନ ପାଇଁ ଧାମନଗର ରାଜନୀତି ସରଗରମ ହୋଇଛି। ନିଜ ସପକ୍ଷରେ ଜନମତ ହାତେଇବା ଲାଗି ଭାଜପା, ବିଜେଡି ଓ କଂଗ୍ରେସ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି। ଘନ ଘନ ବୈଠକ, ସମ୍ମିଳନୀ ଆଦି କରାଯାଇ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା…

ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର

ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ ଦୃଢ଼ ରହିବେ ନା ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଥିଲା।…

ସୂର୍ଯ୍ୟବଂଶୀଙ୍କ ଜୋରଦାର ପ୍ରଚାର

ଧାମନଗର,୧୭।୧୦(ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ସୋମବାର ପୂର୍ବାହ୍ନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ବମକୁରା ପଞ୍ଚାୟତର ବିଭିନ୍ନ ୱାର୍ଡରେ ଘର ଘର ବୁଲି ଭୋଟ୍‌ ଭିକ୍ଷା କରିଛନ୍ତି। ତାଙ୍କ ପିତା…

ଧାମନଗର ଉପନିର୍ବାଚନ: ପ୍ରତିଦ୍ୱନ୍ଦିତା କରିବେ ୫ ପ୍ରାର୍ଥୀ

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନକୁ ନେଇ ରାଜନୀତି ଏବେ ସରଗରମ। ୬ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଯାଞ୍ଚ ବେଳେ ଜଣଙ୍କର ନାମାଙ୍କନ ବାତିଲ ହୋଇଥିବା ଜଣାପଡିଛି। ତେବେ ସୋମବାର ନାମାଙ୍କନ ପ୍ରତ୍ୟାହର ଥିବାବେଳେ କେହି ପ୍ରତ୍ୟାହର…

ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଘୋଷଣା କଲେ ଷ୍ଟାର ପ୍ରଚାରକ ତାଲିକା

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିସାରିଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ସୋମବାର…

ଧାମନଗର ଉପନିର୍ବାଚନ: ଆଜି ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ

ଭଦ୍ରକ ଅଫିସ,୧୭ା୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ। ତେବେ ଆଜି ସାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଏହାପରେ କେଉଁ ପ୍ରାର୍ଥୀ ରହିବେ, କାହା କାହା ମଧ୍ୟରେ ନିର୍ବାଚନ ମଇଦାନରେ କଡ଼ା ମୁକାବିଲା…

ଗଡ଼ ଜିଣିବାକୁ କସରତ

ଭଦ୍ରକ ଅଫିସ, ୧୬।୧୦: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ସରିବା ପରେ ଗଡ଼ ଜିଣିବାକୁ ୩ ପ୍ରମୁଖ ଦଳ ଭାଜପା, ବିଜେଡି, କଂଗ୍ରେସ ସମେତ ସ୍ବାଧୀନ ପ୍ରାର୍ଥୀ କସରତ ଆରମ୍ଭ କରିଦେଇଛନ୍ତି। ଭାଜପା ଘର ଘର ବୁଲି ଲୋକଙ୍କୁ ଭେଟୁଥିବା…

ପ୍ରାର୍ଥନା ବେଳେ ଚାଲିଗଲା ଛାତ୍ରୀଙ୍କ ଜୀବନ

ଧାମନଗର,୧୫।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ରାଧାବଲ୍ଲଭପୁର ପଞ୍ଚାୟତ ବନସର୍‌ ଗ୍ରାମସ୍ଥିତ ଲକ୍ଷ୍ମୀ ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ସକାଳ ପ୍ରାୟ ୬ଟା ୨୦ ମିନିଟ ସମୟରେ ପ୍ରାର୍ଥନା ଚାଳୁଥିବା ବେଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?