କେନାଲବନ୍ଧ ରାସ୍ତା ଶୋଚନୀୟ
ଭଦ୍ରକ ଅଫିସ,୧୮।୬ ଭଦ୍ରକ ଜିଲା ବନ୍ତ ବ୍ଲକର ଆଡ଼ିଆଠାରୁ ଓଡ଼ଙ୍ଗ ପଞ୍ଚାୟତର ଗୋହିରା ପର୍ଯ୍ୟନ୍ତ ଯାଇଥିବା ଗଣିଜାଙ୍ଗ ମାଇନର କେନାଲବନ୍ଧ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହି ୩ କି.ମି. ରାସ୍ତାରେ ବର୍ଷାଦିନେ ଗାଡ଼ି ମୋଟର ଯିବା ତ ଦୂରର କଥା ଚାଲି…
୧୪୪ ଶିକ୍ଷକଙ୍କ ଏମ୍ଏସିପି ମଞ୍ଜୁର
ଭଦ୍ରକ ଅଫିସ, ୧୭।୬-ଭଦ୍ରକ ଜିଲା ଶିକ୍ଷାଧିକାରୀଙ୍କ ପତ୍ରସଂଖ୍ୟା ୫୨୪୨ ତା ୧୦।୦୬।୨୦୨୨ରିଖ ଅନୁସାରେ ସଦର ବ୍ଲକର ୨୦୧୧ ବ୍ୟାଚ୍ର ନିୟମିତ ହୋଇଥିବା ୧୪୪ଜଣ ଏଲିମେଣ୍ଟାରି କ୍ୟାଡର ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିର ୧୦ ବର୍ଷ ସମ୍ପୂର୍ଣ୍ଣ କରିସାରିବା ପରେ ପ୍ରଥମ ଏମ୍ଏସିପି (୧୦…
ସାଳନ୍ଦୀ ସଂସ୍କାର ଯୋଜନା ବାଟବଣା
ଭଦ୍ରକ ଅଫିସ, ୧୩।୬: ଭଦ୍ରକ ଜିଲାର ଜୀବନରେଖା କୁହାଯାଉଥିବା ସାଳନ୍ଦୀ ନଦୀ ଦିନକୁ ଦିନ ଅବହେଳିତ ହେଉଛି। ନଦୀଗର୍ଭ ଏବେ ଦଳ ଭର୍ତ୍ତି ହୋଇଥିବା ବେଳେ ଭଦ୍ରକ ସହରର ଡ୍ରେନ୍ ପାଣି ଛଡ଼ାଯିବା ସହ ଅଳିଆ ଆବର୍ଜନା ପକାଯାଉଥିବାରୁ ନଦୀ ଜଳ ବିଷାକ୍ତ…
ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ୫ ଅସୁସ୍ଥ
ଆରଡ଼ି,୧୦ା୬(ଡି.ଏନ୍.ଏ.): ମୁଣ୍ଡରେ ଉକୁଣୀ ମରା ଔଷଧ ଲଗାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଆରଡି ଫାଣ୍ଡି ଅନ୍ତର୍ଗତ ଡିହସାହି ଗାଁରେ। ଅସୁସ୍ଥମାନେ ହେଲେ ଅନିମା ମଲିକ, ନିରୁପମା ମଲିକ, ନେରିମା ମଲିକ, ଲକି…
ଜିଲାପାଳଙ୍କ ଅଫିସକୁ ଧସେଇ ପଶିଲେ ମହିଳା
ଭଦ୍ରକ ଅଫିସ, ୮।୬ – ସିଏଲଏଫର ସଭାନେତ୍ରୀ ସମ୍ପାଦିକାଙ୍କୁ ମାସିକ ଭତ୍ତା, ପୋଷାକ ବାବଦରେ ବାର୍ଷିକ ଦୁଇହଜାର ଟଙ୍କା, ପରିଚୟ ପତ୍ର ପ୍ରଦାନ ଆଦି ଦାବି ନେଇ ଭଦ୍ରକ ସହରାଞ୍ଚଳର ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା ମାନେ ମଙ୍ଗଳବାର ଜିଲାପାଳଙ୍କ ଅଫିସ…
ଭୁଲିଗଲେ ସମ୍ପର୍କ: ସ୍ତ୍ରୀଙ୍କ ଅଶ୍ଳିଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ସ୍ବାମୀ
ଭୁବନେଶ୍ୱର,୭।୬(ବ୍ୟୁରୋ): ଭୁଲିଗଲେ ସମ୍ପର୍କ। ସ୍ତ୍ରୀଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ କରିବା ଅଭିଯୋଗରେ ବନ୍ଧା ହେଲେ ସ୍ବାମୀ। ଏଭଳି ଏକ ଘଟଣାରେ କମିଶନରେଟ ପୋଲିସର ଭୁବନେଶ୍ୱରସ୍ଥିତ ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ…
ସ୍ତ୍ରୀଙ୍କୁ ଫେରିପାଇଲେ ସ୍ବାମୀ
ଧାମନଗର,୬।୬(ସ୍ବ.ପ୍ର.):ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଞ୍ଚଳର ଜଣେ ମହିଳା ପରୀକ୍ଷା ଦେବାକୁ ଯାଇ ଗତମାସ ୩୦ ତାରିଖରୁ ନିଖୋଜ ଥିଲେ। ଏପଟେ ସ୍ତ୍ରୀଙ୍କୁ ଝୁରି ଝୁରି କାନ୍ଦୁଥିଲେ ସ୍ବାମୀ। ସୋମବାର ବାଲେଶ୍ୱର ଜିଲା ସାହାଡ଼ା ଅଣ୍ଡରାଇ ଅଞ୍ଚଳରୁ ତାଙ୍କ…
ଆଖଣ୍ଡଳମଣି ପୀଠରେ ଦେବଦମ୍ପତିଙ୍କ ବିବାହ
ଆରଡ଼ି, ୫।୬ (ଡି.ଏନ.ଏ.): ପବିତ୍ର ଶୀତଳଷଷ୍ଠୀରେ ଶନିବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଦେବ ଦେବ ମହାଦେବ ଓ ମାତା ପାର୍ବତୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରତିବର୍ଷ ଏହି ପୀଠରେ ଶିବବିବାହ ଅନୁଷ୍ଠିତ ହୋଇଆସୁଛି। ବାବା ଆଖଣ୍ଡଳମଣି ବର ଓ…
ବରକନ୍ୟାଙ୍କ ଗାଡ଼ିକୁ ଅଟକାଇଲେ ପ୍ରେମିକ
ପଦ୍ମପୁର, ୫।୬ (ଡି.ଏନ.ଏ.): ପ୍ରେମିକଙ୍କୁ ପ୍ରତାରଣା କରି ପ୍ରେମିକା ଅନ୍ୟ ଜଣେ ଯୁବକଙ୍କୁ ବାହା ହେବାକୁ ଯାଉଛନ୍ତି। ଏନେଇ ପ୍ରେମିକ ଥାନାର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା। ଏଣୁ ବିବାହ ପରେ ରାସ୍ତାରେ ଯାଉଥିବା…
ଆରଡ଼ିରେ ଶିବ ବିବାହ: ଶୋଭାଯାତ୍ରାରେ ବାହାରିଲା ବରଧରା
ଆରଡ଼ି,୪।୬,(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଶନିବାର ମଧ୍ୟରାତ୍ରରେ ଲୋକାଚାରରେ ଦେବଦେବ ମହାଦେବ ଶୈଳସୁତା ମାତା ପାର୍ବତୀଙ୍କୁ ବିବାହ କରିବେ । ଏହି ଉପଲକ୍ଷେ ପୂର୍ବାହ୍ନ ୧୧ଟାରେ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କନ୍ୟାପିତା ଚନ୍ଦ୍ରମଣି ପାଢୀଙ୍କ ଘରୁ ବରଧରା ବାହାରି…
ପ୍ରତାରଣା କରିଚାଲିଛି ଧାମରା ବନ୍ଦର କମ୍ପାନୀ
ଚାନ୍ଦବାଲି,୪।୬(ଡି.ଏନ.ଏ.) ଭଦ୍ରକ ଜିଲା ଧାମରା ବନ୍ଦର କମ୍ପାନୀ ପକ୍ଷରୁ ନିଯୁକ୍ତି ସୁଯୋଗଠାରୁ ଆରମ୍ଭ କରି ପାରିପାର୍ଶ୍ୱିକ ବିକାଶ ପାଇଁ ଗତ ୧୪ ବର୍ଷ ମଧ୍ୟରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇନାହିଁ। କମ୍ପାନୀ ଅଞ୍ଚଳବାସୀଙ୍କୁ ପ୍ରତାରଣା କରି ଚାଲିଛି ବୋଲି ଚାନ୍ଦବାଲି ନିର୍ବାଚନମଣ୍ଡଳୀ…
ସରିଲା ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ
ଆରଡ଼ି, ୪।୬ (ଡି.ଏନ.ଏ.) ରାତି ପାହିଲେ ଦେବ ଦମ୍ପତିଙ୍କ ବାହାଘର। ଦେବଦେବ ମହାଦେବ ସାଜିବେ ବର ଓ ମାତା ପାର୍ବତୀ ସାଜିବେ କନ୍ୟା। ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଶୁକ୍ରବାର ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ସରିଛି। ଭୋର ୪ ଟାରେ…
Archives


