ସରିଲା ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ
ଆରଡ଼ି, ୪।୬ (ଡି.ଏନ.ଏ.) ରାତି ପାହିଲେ ଦେବ ଦମ୍ପତିଙ୍କ ବାହାଘର। ଦେବଦେବ ମହାଦେବ ସାଜିବେ ବର ଓ ମାତା ପାର୍ବତୀ ସାଜିବେ କନ୍ୟା। ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଶୁକ୍ରବାର ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ସରିଛି। ଭୋର ୪ ଟାରେ…
ଆଖଣ୍ଡଳମଣିରେ ଶିବ ବିବାହ: ସରିଲା ମଙ୍ଗଳକୃତ୍ୟ
ଆରଡ଼ି,୩।୬(ଡି.ଏନ.ଏ.): ରାତି ପାହିଲେ ଦେବ ଦମ୍ପତିଙ୍କ ବାହାଘର। ଦେବଦେବ ମହାଦେବ ସାଜିବେ ବର ଓ ମାତା ପାର୍ବତୀ ସାଜିବେ କନ୍ୟା। ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଶୁକ୍ରବାର ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ଶେଷ ହୋଇଛି। ଭୋର ୪ ଟାରେ ମନ୍ଦିର…
କ୍ରୀଡ଼ା ଶିକ୍ଷକ ଚଳାଉଛନ୍ତି ବିଦ୍ୟାଳୟ
ଆରଡ଼ି, ୩।୬(ଡି.ଏନ.ଏ.) ଗଁାରେ ଶିକ୍ଷାରେ ବିକାଶ ହେବ। ଏହି ଲକ୍ଷ୍ୟ ନେଇ ଗ୍ରାମବାସୀ ୧୯୮୧ରେ ଖୋଲିଥିଲେ ଏକ ଉଚ୍ଚ ବିଦ୍ୟାଳୟ। ସ୍ଥାନୀୟ ଅଞ୍ଚଳ ତଥା ଜିଲାର ବାସୁଦେବପୁର ଅଞ୍ଚଳର ଶିକ୍ଷିତ ଯୁବକମାନେ ଏଠାରେ ନିଯୁକ୍ତି ପାଇ ଶିକ୍ଷାଦାନ କରୁଥିଲେ। ବହୁ ମେଧାବୀ…
ଆଉଟ୍ଡୋର ଟିକଟ ପାଇଁ ଧାଡ଼ିରେ ଠିଆ ହୋଇଥିଲେ ଲୋକେ, ମାଡ଼ିଗଲା ମେଡିକାଲ ଗାଡ଼ି
ଭଦ୍ରକ ଅଫିସ,୧ା୬: ଆଉଟ୍ଡୋର ଟିକଟ ପାଇଁ ଧାଡ଼ିରେ ଠିଆ ହୋଇଥିବା ଲୋକଙ୍କ ଉପରେ ଚଢ଼ିଗଲା ମେଡିକାଲ ଗାଡ଼ି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ…
ଦୀପ ଜାଳିଲେ, ସ୍ବାମୀଙ୍କ ଦୀର୍ଘାୟୁ ମାଗିଲେ
ଭଦ୍ରକ ଅଫିସ, ୩୧ା୫ ଭଦ୍ରକ ଜିଲା ବନ୍ତ ବ୍ଲକର ତୋଟାସାହିସ୍ଥିତ ସାବିତ୍ରୀପୀଠରେ ସୋମବାର ସାବିତ୍ରୀ ଓଷା ଅବସରରେ ସଧବାଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ୫ ହଜାରରୁ ଊର୍ଦ୍ଧ୍ୱ ସଧବା ନାରୀ ଦୀପ ଜାଳି ସ୍ବାମୀଙ୍କ ଦୀର୍ଘାୟୁ କାମନା କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ…
ସମାଧି ଉପରେ ଖେଳପଡ଼ିଆ
ଧାମନଗର,୩୧ା୫ (ସ୍ବ.ପ୍ର.) ଭଦ୍ରକ ଜିଲା ଧାମନଗର ବ୍ଲକ ରାଧାବଲ୍ଲଭପୁର ପଞ୍ଚାୟତ ଛତ୍ରପଦା ଶ୍ମଶାନରେ ଖେଳପଡ଼ିଆ ତିଆରି ହେଉଛି। ସମାଧି ଉପରେ ଖେଳପଡ଼ିଆର ଉନ୍ନତୀକରଣ ସହ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଖାତା ନଂ. ୩୬୨ (ରକ୍ଷିତ)ରେ ପ୍ଲଟ…
ଭିତ୍ତିପ୍ରସ୍ତରକୁ ୫ ବର୍ଷ ବିତିଲା, ଇଟା ଖଣ୍ଡେ ପଡ଼ିଲାନି
ଧାମନଗର, ୩୦ା୫ (ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଦୋବଲ କାଳୀପଡ଼ିଆଠାରେ କଲ୍ୟାଣ ମଣ୍ଡପ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଗ୍ରାମାଞ୍ଚଳରେ କଲ୍ୟାଣ ମଣ୍ଡପ ନିର୍ମାଣ ହେବ ଶୁଣି ସ୍ଥାନୀୟ ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖାଯାଇଥିଲା। ଏହା ମଧ୍ୟରେ…
ସଧବାଙ୍କ ଶୁଭ ମନାସେ ସାବିତ୍ରୀଆଡ଼ି
ଭଦ୍ରକ ଅଫିସ,୩୦ା୫: ପ୍ରତ୍ୟେକ ବର୍ଷ ଜ୍ୟେଷ୍ଠ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ କେଉଁ ଆବହମାନ କାଳରୁ ସଧବାମାନେ ସ୍ବାମୀଙ୍କ ଶୁଭ ମନାସି ସାବିତ୍ରୀ ବ୍ରତ ପାଳନ କରିଥାନ୍ତି। ସ୍ବାମୀଙ୍କ ଦୀର୍ଘାୟୁ କାମନା ତଥା ଶାନ୍ତିପୂର୍ଣ୍ଣ ଦାମ୍ପତ୍ୟ ଜୀବନ ନିର୍ବାହ ପାଇଁ ସଧବାମାନେ ସାବିତ୍ରୀଙ୍କୁ…
ଭୋଟର ତାଲିକା ପ୍ରସ୍ତୁତିରେ ଅନିୟମିତତା ଅଭିଯୋଗ
ଭଣ୍ଡାରିପୋଖରୀ, ୨୯।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ନାଆଁମୀ ଓ ନଗୁଆଁ ସମବାୟ ସମିତିରେ ନିର୍ବାଚନ ପାଇଁ ପ୍ରକାଶିତ ଭୋଟର ତାଲିକାରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ନିଜକୁ ସୁହାଉଥିବା ଭୋଟରମାନଙ୍କୁ ଏକାଧିକ ଥର ବିଭିନ୍ନ ଜୋନ୍ରେ ଭୋଟର କରାଯାଇଥିବା ବେଳେ…
ପୌର ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର
ଭଦ୍ରକ ଅଫିସ, ୨୭।୫-ଭଦ୍ରକ ପୌରପାଳିକା କାଉନସିଲ ବୈଠକ ପରେ ଶୁକ୍ରବାର ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର ନେଇ ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ବୈଠକ ସରିବା ପରେ କୌଣସି କାରଣକୁ ନେଇ ଜଣେ ବ୍ୟକ୍ତି ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ରାଉତଙ୍କୁ…
ମହଙ୍ଗା ପଡ଼ିଲା ଫେସ୍ବୁକ ପ୍ରେମ: ଛଦ୍ମବେଶୀ ଯୁବକଙ୍କ ଚୁଟି କାଟିଦେଲେ ଗ୍ରାମବାସୀ
ବାସୁଦେବପୁର, ୨୭।୫(ଡି.ଏନ.ଏ.): ଫେସ୍ବୁକରୁ ପ୍ରେମ ଓ ପରେ ବିବାହ। ଜଣେ ଛଦ୍ମବେଶୀ ଯୁବକଙ୍କୁ ମହଙ୍ଗା ପଡ଼ିଛି ପ୍ରେମ କରିବା କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲାରେ। ସୂଚନାଯୋଗ୍ୟ, ଜମ୍ବୁ ରାମନଗର ଗ୍ରାମର ମେଘନା ଓରଫ ମେଘନାଦ ମଣ୍ଡଳ ନିଜକୁ…
ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଠିକାଦାର
ଧାମନଗର,୨୬।୫(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାବାଗ ଅଙ୍ଗନଓ୍ବାଡି କେନ୍ଦ୍ରରେ ଠିକାଦାର କାମସାରି ବିଲ୍ ନ ପାଇବାରୁ ତାଲା ପକାଇ ରଖିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଅଙ୍ଗନଓ୍ବାଡି କେନ୍ଦ୍ର ମରାମତି ପାଇଁ ବୁଲବୁଲ ସହାୟତାରେ ଦୁଇଲକ୍ଷ ଟଙ୍କା…
Archives


