ହନିଫ୍ ମାର୍ଗର ପୁନରୁଦ୍ଧାର ଦାବି
ଭଦ୍ରକ ଅଫିସ,୧୨।୫: ଭଦ୍ରକ ପୌରାଞ୍ଚଳ ଅଧୀନ ମୋଚି ଛକଠାରୁ ପୁରୁଣାବଜାର ପର୍ଯ୍ୟନ୍ତ ଯାଇଥିବା ଗୁରୁତ୍ୱପୂର୍ଣ୍ଣ ରାସ୍ତା(ହନିଫ୍ ମାର୍ଗ)ର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତା ଉପରେ ପ୍ରତ୍ୟେହ ପୁରୁଣାବଜାର ଅଞ୍ଚଳର ୧୨ରୁ ଊର୍ଦ୍ଧ୍ୱ ୱାଡର୍ର୍ ଓ ଭଦ୍ରକ ବ୍ଲକର କେତେକ ଅଞ୍ଚଳର ବାସିନ୍ଦା…
ପ୍ରେମ ପାଇଁ ୨ ପ୍ରେମିକ ହଟହଟା: ଜଣେ ବାହାହେଲେ, ଜଣେ ଜରିମାନା ଗଣିଲେ
ଭଦ୍ରକ ଅଫିସ, ୧୨।୫: ପ୍ରେମ ପାଇଁ ଦୁଇଜଣ ପ୍ରେମିକଙ୍କୁ ହଟହଟା ହେବାକୁ ପଡ଼ିଛି। ଜଣଙ୍କୁ ବିବାହ କରିବାକୁ ପଡ଼ିଥିବା ବେଳେ ଅନ୍ୟ ଜଣଙ୍କୁ ଜରିମାନା ଗଣିବାକୁ ପଡିଛି। ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କାଉପୁର ସିରାପୁର ଅଞ୍ଚଳରେ ମଙ୍ଗଳବାର ଏଭଳି…
ଶୀତଳପୁରକୁ ବିପଦ ସାଳନ୍ଦୀ
ଆରଡ଼ି, ୧୧।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁ ଦେଇ ବହି ଯାଇଛି ସାଳନ୍ଦୀ ନଦୀ। ଏହି ଗାଁ ପାର୍ଶ୍ୱ ନଦୀ ନିକଟରେ ବାରମ୍ବାର ଅତଡ଼ା ଧସୁଛି। ଫଳରେ ଏହି ନଦୀ ଏବେ…
ଧାରଣାରେ ବସିଲେ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ
ବନ୍ତ,୧୦।୫(ଡି.ଏନ.ଏ.) କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ହେବା ନେଇ ଭଦ୍ରକ ଜିଲା ବନ୍ତ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ଟୁନାବାଳା ଦାଶ ସୋମବାର ବିଇଓ ଅଫିସ ଆଗରେ ଧାରଣାରେ ବସିଥିଲେ। ସକାଳ ୮ରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ସେ ଧାରଣାରେ ବସିଥିବା ବେଳେ କୌଣସି ଅଧିକାରୀ…
ବାଲି ଚୋରାଚାଲାଣ ରୋକିବାକୁ ନିର୍ଦ୍ଦେଶ
ଧାମନଗର,୧୦।୫ (ଡି.ଏନ.ଏ/ସ୍ବ.ପ୍ର.) ଭଦ୍ରକ ଜିଲା ଧାମନଗର ବିଡିଓଙ୍କ କାର୍ଯ୍ୟାଳୟରେ ସୋମବାର ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝି, ଆରକ୍ଷୀ ଅଧୀକ୍ଷକ ଚରଣ ସିଂ ମୀନା, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଉପଜିଲାପାଳ ମନୋଜ…
ବାତ୍ୟା ‘ଅସାନି’କୁ ନେଇ ଚିନ୍ତାରେ ନଦୀକୂଳିଆ
ଚାନ୍ଦବାଲି,୧୦।୫(ଡି.ଏନ୍.ଏ.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏପରି କି ଧାମରା ସମେତ ବିଭିନ୍ନ ବନ୍ଦରରେ…
ପଥିକଙ୍କୁ ବିଭ୍ରାନ୍ତ କରୁଛି ସୂଚନାଫଳକ
ପଦ୍ମପୁର, ୯।୫ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ପୂର୍ତ୍ତ ବିଭାଗ ଦ୍ୱାରା ନିର୍ମିତ ବିଭିନ୍ନ ରାସ୍ତାରେ ଲାଗିଥିବା ସୂଚନାଫଳକରେ ସ୍ଥାନର ନାମ ସହ ଦୂରତା ଭୁଲ୍ ଲେଖାଥିବା ଦେଖିବାକୁ ମିଳିଛି। ଭୁଲ୍ ସୂଚନା ଓ ସ୍ଥାନର ନାମ ଭୁଲ୍ ନେଇ ସାମାଜିକ…
ବେଆଇନ ମାଟି ଖୋଳା, ବଢ଼ୁଛି ଅସନ୍ତୋଷ
ପଦ୍ମପୁର, ୯।୫ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର କୃଷ୍ଣପୁର, ବିରସ, ବିଦେଇପୁର, ନାୟକାଣିଡିହି, ବାଲିମେଦ, କମାରଗାଁ, ଏଡ଼ତାଳ, ବ୍ରାହ୍ମଣଗାଁ ଓ ସଦର ରାଜସ୍ବ ସର୍କଲରେ ବେଆଇନ ଭାବେ ମାଟି ଖୋଳା ଚାଲିଥିବା ଅଭିଯୋଗ ହେଉଛି। ଜେସିବି ଲଗାଇ ଯିଏ ଯେଉଁଠି ପାରିଲେ…
ଯନ୍ତ୍ରଣା ଦେଉଛି ଅସମ୍ପୂର୍ଣ୍ଣ ରାସ୍ତା, ଡ୍ରେନ
ବାସୁଦେବପୁର,୮।୫(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ଏକ ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳ। ହେଲେ ସହରର ବିଭିନ୍ନ ସମସ୍ୟା ସହରବାସୀ ଏବଂ ବ୍ୟବସାୟୀଙ୍କୁ ଯନ୍ତ୍ରଣା ଦେଉଛି। ଧାମରା-ଜାମୁଝାଡ଼ି ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ଯୋଗୁ ଦୀର୍ଘ ୨ ବର୍ଷରୁ…
ସାପ କାମୁଡ଼ାରେ ଚାଲିଗଲା ନାବାଳିକାଙ୍କ ଜୀବନ
ପଦ୍ମପୁର,୭।୫(ଡି.ଏନ୍.ଏ.): ସାପ କାମୁଡ଼ାରେ ବାସୁଦେବପୁର ବ୍ଲକ ଅଧୀନ ରାଜଘର ପୋଖରୀ ପଞ୍ଚାୟତ ଲକ୍ଷ୍ମୀପ୍ରସାଦ ଗ୍ରାମର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚକ୍ରଧର ଦାସଙ୍କ ଝିଅ ଲିଜାରାଣୀ ଦାସ(୭)। ମିଳିଥିବା ସୂଚନା ମୁତାବକ, ଲିଜା ବାଡ଼ିରେ ବିଲାତି ତୋଳୁଥିବା ବେଳେ…
ଫେରାର ପୂର୍ବତନ ସରପଞ୍ଚ ଗିରଫ
ଧାମନଗର,୭ା୫(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ସମୟରେ ବୁଥ୍ ରିଗିଂ ଅଭିଯୋଗରେ ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ଫେରାର ଥିବା ପଧାନୀ ପଞ୍ଚାୟତର ପୂର୍ବତନ ସରପଞ୍ଚ କ୍ଷୀରୋଦ କୁମାର ଜେନାଙ୍କୁ ଶୁକ୍ରବାର ଗିରଫ କରିଛି। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ସମର୍ଥକମାନେ ପଧାନୀ…
୧୬ ଚୋରି ବାଇକ୍ ଜବତ, ୫ ଗିରଫ
ଭଦ୍ରକ ଅଫିସ, ୫।୫: ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୬ଟି ଚୋରି ବାଇକ୍ ଜବତ କରିଛି। ଏଥିସହ ଲୁଟେରା ଗ୍ୟାଙ୍ଗର ୫ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ତିହିଡ଼ି ଥାନା ଅଞ୍ଚଳର ଚନ୍ଦନ ବେହେରା, ସାବରଙ୍ଗ…
Archives


