ଭଦ୍ରକ

ମାନସ ସ୍ବାଇଁ ହତ୍ୟା ମାମଲା: ନିରଞ୍ଜନ ସେଠୀଙ୍କ ଜାମିନ୍‌ ଆବେଦନ ଖାରଜ

ଭଦ୍ରକ ଅଫିସ, ୨୬।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇଥିବା ପୂର୍ବତନ ସୂଚନା ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କ ଜାମିନ୍‌ ଆବେଦନକୁ ଭଦ୍ରକ ଜିଲା ଜଜ୍‌ ଖାରଜ କରି ଦେଇଛନ୍ତି। ସୂଚନାଯୋଗ୍ୟ, ନୟାଗଡ଼ ଜିଲା ରଣପୁର ଥାନା ଗୋଡ଼ିପୋଖରୀ…

୩ ପରିବାର ବାସହରା

ଭଦ୍ରକ ଅଫିସ, ୨୬।୪ ଭଦ୍ରକ ଜିଲା ରାହାଞ୍ଜସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳିଯାଇଛି। ୩ ପରିବାର ବାସହରା ହୋଇପଡ଼ିଛନ୍ତି। ଉକ୍ତ ସାହିର ୩ ଭାଇ ପ୍ରହ୍ଲାଦ ସାହୁ, ଭରତ ସାହୁ ଓ ଶରତ ସାହୁଙ୍କ…

ପୁରୁଷୋତ୍ତମ ଏକ୍ସପ୍ରେସରୁ ୪୩ କେଜି ଗଞ୍ଜେଇ ଜବତ

ଭଦ୍ରକ ଅଫିସ, ୨୫।୪: ରେଲୱେ ବିଭାଗର ଅପରେଶନ ସତର୍କ ନାର୍କୋସ୍‌ ଅଧୀନରେ ଆର୍‌ପିଏଫ୍‌ ଏସ୍‌ କର୍ଟିଂ ପାର୍ଟି ଚେକିଂ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ପୁରୁଷୋତ୍ତମ ଏକ୍ସପ୍ରେସରୁ ଜଣେ ମହିଳାଙ୍କଠାରୁ ୪୩ କେଜି ଗଞ୍ଜେଇ ଜବତ କରାଯାଇଛି। ଏଥିସହ ଉକ୍ତ ମହିଳାଙ୍କୁ…

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା

ଭଣ୍ଡାରିପୋଖରୀ, ୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଝୁଟୁଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଶନିବାର ଅଭିଭାବକମାନେ ମୁଖ୍ୟ ଫାଟକରେ ତାଲା ପକାଇବା ସହ ଧାରଣା ଦେଇଥିଲେ। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ…

ଲୁଟେରା ଗ୍ୟାଙ୍ଗ ଠାବ: ୪ ଗିରଫ

ଭଦ୍ରକ ଅଫିସ, ୨୪।୪: ଭଦ୍ରକ ଆରଡ଼ି ଛକରେ ଘର ଭଡ଼ା ନେଇ ରହୁଥିବା ଏକ ଲୁଟେରା ଗ୍ୟାଙ୍ଗକୁ ଶନିବାର ଗ୍ରାମାଞ୍ଚଳ ପୋଲିସ ଠାବ କରିଛି। ଗ୍ୟାଙ୍ଗର ୩ ଲୁଟେରାଙ୍କ ସମେତ ୪ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…

ପ୍ରଶାସନ ଦେଉଛି ମିଛ ପ୍ରତିଶ୍ରୁତି

ଭଦ୍ରକ ଅଫିସ,୨୪।୪: ୨୦୧୪ରୁ ୨୦୨୨ ପର୍ଯ୍ୟନ୍ତ ଭଦ୍ରକ ଜିଲା ପ୍ରଶାସନ ଭୂମିହୀନ ଓ ଘରଡିହ ନ ଥିବା ପରିବାରକୁ ମିଥ୍ୟା ପ୍ରତିଶ୍ରୁତି ଦେଇ ଆସିଛି। ଚାଷୀ-ମୂଲିଆ ସଂଘର ଭଦ୍ରକ ଜିଲା କମିଟି ପକ୍ଷରୁ ଭୂମିହୀନମାନଙ୍କ ସମସ୍ୟାକୁ ନେଇ ଶୁକ୍ରବାର ଏକ ହୋଟେଲ ସମ୍ମିଳନୀ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

ବାସୁଦେବପୁର,୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କିସ୍ମତକୃଷ୍ଣପୁର ଗ୍ରାମର ତପସ୍ବିନୀ ସାହୁ ନାମ୍ନୀ ମହିଳାଙ୍କର ଗତ ବୁଧବାର ରାତିରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ସ୍ବାମୀ ସଞ୍ଜୀବ ରାଉତ ତପସ୍ବିନୀଙ୍କ ମୃତଦେହକୁ ଡାକ୍ତରଖାନାରେ ଛାଡ଼ି ଫେରାର ହୋଇଯାଇଥିଲେ। ୩ ଦିନ ପରେ…

ମାନସ ସ୍ବାଇଁ ହତ୍ୟା ମାମଲା: ଚାନ୍ଦବାଲି କୋର୍ଟରେ ହାଜର ହେଲେ ୮ ଅଭିଯୁକ୍ତ

ଭଦ୍ରକ ଅଫିସ,୨୨।୪: ମାନସ ସ୍ବାଇଁ ହତ୍ୟା ମାମଲାରେ ଶୁକ୍ରବାର ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀଙ୍କ ସମେତ ୮ଜଣଙ୍କୁ ଚାନ୍ଦବାଲି କୋର୍ଟରେ ହାଜର କରାଯାଇଛି। ଭଦ୍ରକ ଉପକାରାଗାରରୁ ୮ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଚାନ୍ଦବାଲି କୋର୍ଟରେ ହାଜର କରାଯାଇଥିବା…

ଦିବ୍ୟାଙ୍ଗଙ୍କ ସେବାରେ ମୋହିତ

ଭଦ୍ରକ ଅଫିସ, ୨୨।୪ ବର୍ତ୍ତମାନର ବ୍ୟସ୍ତବହୁଳ ଦୁନିଆରେ ସମସ୍ତେ ନିଜ କାମରେ ବ୍ୟସ୍ତ ଥିବାବେଳେ ଦୁଃଖୀ ଦରିଦ୍ରଙ୍କ କଥା ବୁଝିବାକୁ କାହା ପାଖରେ ସମୟ ନାହିଁ। ଏଭଳି ସ୍ଥିତିରେ ଅସହାୟ, ଗରିବ ଦିବ୍ୟାଙ୍ଗମାନଙ୍କ ପାଇଁ ସାହାରା ପାଲଟିଛନ୍ତି ଭଦ୍ରକ ସହର କୁଅଁାସ…

ବେଆଇନ ଇଟାଭାଟି, ଲୋକେ ଅତିଷ୍ଠ

ପଦ୍ମପୁର,୨୧।୪ (ଡି.ଏନ.ଏ.):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ବେଧଡ଼କ ଭାବେ ଚାଲିଛି ବେଆଇନ ଇଟାଭାଟି। ନାୟକାଣିଡିହୀ, କରଞ୍ଜଆଡ଼ିଆ, ଗୋବିନ୍ଦପୁର, ବିଦେଇପୁର, ବିରସ, ବାଲିମେଦ, ଲକ୍ଷ୍ମୀଦାସପୁର, ଜଗନ୍ନାଥପ୍ରସାଦ, ରାଜଘରପୋଖରୀ ଓ ଆନ୍ଦୋଳା ପଞ୍ଚାୟତରେ ଶତାଧିକ ଇଟାଭାଟି ଗଢ଼ି ଉଠିଛି।…

ନିର୍ଦ୍ୱନ୍ଦ୍ୱରେ ଜିତିଲେ ଓସିମ ଏଜଦାନୀ କାଦ୍ରୀ

ଧାମନଗର, ୨୧।୪(ସ୍ବ.ପ୍ର./ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ)ର ଉପାଧ୍ୟକ୍ଷ ନିର୍ବାଚନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ୬ନଂ. ୱାର୍ଡର କାଉନ୍‌ସିଲର ଓସିମ ଏଜଦାନୀ କାଦ୍ରୀ(ନୁରାନି) ନିର୍ଦ୍ୱନ୍ଦ୍ୱରେ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରକାଶ ଯେ, ଗତ ମାର୍ଚ୍ଚ ୨୪ରେ…

ନିଜ ପେନ୍‌ସନ ଟଙ୍କାରେ ନିର୍ମାଣ କଲେ ନଦୀଘାଟ ପାହାଚ

ଦେବେନ୍ଦ୍ର ଆନ୍ଦିଆ ଭଣ୍ଡାରିପୋଖରୀ ,୨୦।୪: ନିଜର ପେନ୍‌ସନ ଟଙ୍କା ଖର୍ଚ୍ଚ କରି ଅଞ୍ଚଳବାସୀଙ୍କ ଯାତାୟାତ ସୁବିଧା ପାଇଁ ନଦୀଘାଟ ମରାମତି ସହ ପାହାଚ ନିର୍ମାଣ କରି ଜଣେ ବ୍ୟକ୍ତି ଆଖପାଖ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଏଭଳି ମହାନ ବ୍ୟକ୍ତି ଜଣକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri