ଧାମନଗର ସମବାୟ ସମିତିରେ ଅଚଳାବସ୍ଥା
ଭଦ୍ରକ ଅଫିସ, ୧୯ା୪ ଭଦ୍ରକ ଜିଲା ଧାମନଗର ସେବା ସମବାୟ ସମିତିରେ ଅଚଳାବସ୍ଥାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସମିତିରେ ସୃଷ୍ଟି ହୋଇଥିବା ବିବାଦୀୟ ପରିସ୍ଥିତି ଏବଂ ରାଜନୈତିକ ହସ୍ତକ୍ଷେପ ପ୍ରତିବାଦରେ ସୋମବାର ସଦସ୍ୟମାନେ ଜିଲାପାଳଙ୍କୁ ଭେଟି ଫେରାଦ ହୋଇଛନ୍ତି। ଏହି…
ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ
ଆରଡ଼ି, ୧୮।୪ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତ ବୋଡ଼କ ଗଁା ଚଇତି ପୁନେଇ ପର୍ବ ଲାଗି ଉତ୍ସବମୁଖର ହୋଇଛି। କରୋନା ଯୋଗୁ ଦୁଇବର୍ଷ ହେଲା ଏହି ପର୍ବ ଫିକା ପଡ଼ିଥିଲା। ଚଳିତବର୍ଷ କଟକଣା କୋହଳ ହେବାରୁ ପୁଣି…
କାମରେ ଆସୁନି ଜଳ ଯୋଗାଣ ପ୍ରକଳ୍ପ
ଧାମନଗର, ୧୮।୪: ପ୍ରତ୍ୟେକ ଘରକୁ ପାନୀୟଜଳ ଯୋଗାଇ ଦେବା ଲାଗି ଭଦ୍ରକ ଜିଲା ଧାମନଗର ବ୍ଲକରେ ଗ୍ରାମୀଣ ଜଳ ଯୋଗାଣ ବିଭାଗ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଉଛି। କେନ୍ଦ୍ର ସରକାରଙ୍କ ସ୍ବଜଳ ଧାରା ଏବଂ ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ଘରକୁ…
କଳାକୁ ଆପଣାଇଛନ୍ତି ଅନ୍ତର୍ଯ୍ୟାମୀ
ବନ୍ତ,୧୭।୪(ଡି.ଏନ.ଏ.): ପିଲାବେଳୁ କଳା ପ୍ରତି ତାଙ୍କର ଦୁର୍ବଳତା ଥିଲା। ନିଜର ଦୃଢ଼ ଇଚ୍ଛାଶକ୍ତି ଓ ନିଷ୍ଠା ଯୋଗୁ ଏବେ ହାରମୋନିୟମ, ଢୋଲ ବଜାଇବା ସହ ଗୀତ ଗାଇବାରେ ପାରଙ୍ଗମ ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ହାସିନପୁର ଖର୍ଦ୍ଧାସାହିର ଅନ୍ତର୍ଯ୍ୟାମୀ ପରିଡ଼ା(୩୭)।…
ପୁଅଙ୍କୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ଙ୍କ ଜୀବନ
ପଦ୍ମପୁର,୧୬।୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ନାଟିଆପାଳ ଗ୍ରାମରେ ଶୁକ୍ରବାର ରାତିରେ ଏକ ଦୁଖଃଦ ଘଟଣା ଘଟିଛି। ପୁଅକୁ ବଞ୍ଚାଇବାକୁ ଯାଇ ମା’ଏବଂ ପୁଅଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାଗାଁରେ ଶୋକର ଛାୟା ଖେଳିଯାଇଛି। ମୃତକ ମା’ ଲକ୍ଷ୍ମୀମଣୀ ନାୟକ…
ମାନସ ସ୍ବାଇଁ ହତ୍ୟା ମାମଲା: ଅଭିଯୁକ୍ତଙ୍କ ହେବ ଟିଆଇ ପରେଡ୍
ଭଦ୍ରକ ଅଫିସ,୧୫।୪: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍ କରାଯିବ । ଏନେଇ ଚାନ୍ଦବାଲି ଜେଏମ୍ଏଫ୍ସି କୋର୍ଟ ପକ୍ଷରୁ ଅନୁମତି ଦିଆଯାଇଛି । ଅଭିଯୁକ୍ତଙ୍କୁ ଟିଆଇ ପରେଡ୍ ଅନୁମତି ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଗତ…
ତାଲା ପକାଇ ଘରେ ନିଆଁ ଲଗାଇଦେଲେ
ଭଦ୍ରକ ଅଫିସ,୧୪।୪: ଭଦ୍ରକ ସହରାଞ୍ଚଳ ଅନ୍ତର୍ଗତ ଗବସାହିରେ ବୁଧବାର ବିଳମ୍ବିତ ରାତିରେ ପୂର୍ବଶତ୍ରୁତାରୁ ଘରେ ତାଲା ପକାଇ ନିଆଁ ଲଗାଇଦେବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ଏଥିରେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଅଗ୍ନିକାଣ୍ଡରେ ୫ ବଖରା…
ବୈତରଣୀ ବ୍ରିଜ୍ରୁ ଡେଇଁ ଯୁବତୀ ନିଖୋଜ, ପାଓ୍ବାର ବୋଟ୍ ଯୋଗେ ଚାଲିଛି ଖୋଜା
ଚାନ୍ଦବାଲି,୧୪।୪(ଡି.ଏନ୍.ଏ.): ବୈତରଣୀର ସୁଇସାଇଡ୍ ଜୋନ ଭାବେ ପରିଚିତ ଚାନ୍ଦବାଲି ଗେମନ ବ୍ରିଜରେ ପୁଣି ଜଣେ ଯୁବତୀ ଡେଇଁ ନିଖୋଜ ଅଛନ୍ତି । ବ୍ରିଜ ଉପରୁ ୫୦ ଫୁଟ ତଳ ନଦୀ ମଧ୍ୟକୁ ଡେଇଁଥିବାରୁ ଯୁବତୀଜଣଙ୍କ ପ୍ରଖର ସ୍ରୋତରେ ଭାସି ଯାଇଛନ୍ତି। ଏହାକୁ…
କିଣିବା ବାହାନାରେ ଦୋକାନରୁ ଚୋରି
ବନ୍ତ,୧୪।୪(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ଗଣିଜାଙ୍ଗ ପଞ୍ଚାୟତ ତଥା ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର କାଶିପୁର ଛକଠାରେ ଥିବା ପ୍ରିୟବ୍ରତ ନାୟକଙ୍କ ସିମେଣ୍ଟ ଓ ରଡ୍ ଦୋକାନରୁ ବୁଧବାର ଦିନଦ୍ୱିପ୍ରହରରେ ଚୋରି ହୋଇଛି। ତେବେ ଚୋର ଜଣଙ୍କ ଅଭିନବ ଉପାୟରେ ଚୋରି…
ବୃତ୍ତି ଏ ମୋ ପୋଷେ କୁଟୁମ୍ବ
ପଦ୍ମପୁର, ୧୪।୪ (ଡି.ଏନ.ଏ.): ଧୂ ଧୂ ଖରାବେଳେ ଏକ ସାଇକେଲରେ ବନ୍ଧା ହୋଇଛି ମାଟିଘୋଡ଼ା ଓ ଭଳିକି ଭଳି ମାଟିରେ ତିଆରି ଠେକି। ମା’ ଘୋଡ଼ା ନେବ ଘୋଡ଼ା, ମାଟି ତିଆରି ଘୋଡ଼ା, ଠେକି ନେବ ଠେକି ମାଟି ଠେକି, ପିତୃପୁରୁଷଙ୍କୁ…
ଆଖଣ୍ଡଳମଣିଙ୍କ ପୀଠରେ ଶୀତଳ ଉପଚାର ନୀତି, ଗୋପାଳଙ୍କ ଜଳଲାଗି ଆରମ୍ଭ
ଆରଡି, ୧୪ା୪(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପଣା ସଂକ୍ରାନ୍ତିଠାରୁ ଶୀତଳ ଉପଚାର ନୀତି ଆରମ୍ଭ ହୋଇଛି । ଏହା ଏକମାସ ଧରି ଚାଲିବ । ପ୍ରବଳ ଗ୍ରୀଷ୍ମ ପ୍ରବହରେ ବାବାଙ୍କୁ ଶୀତଳ ସ୍ପର୍ଶ ଦେବା…
ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର
ଭଦ୍ରକ ଅଫିସ,୧୩ା୪: ଲାଞ୍ଚ ନେବାବେଳେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ସେକ୍ସନ ଅଫିସରଙ୍କୁ ଧରିଛନ୍ତି। ଏପରିକି ତାଙ୍କଠାରୁ ଲାଞ୍ଚ ଟଙ୍କା ମଧ୍ୟ ଜବତ କରାଯାଇଛି। ଭଦ୍ରକ ଟାଉନରେ ଏପରି ଘଟଣା ଦେଖିବାକୁ ମିଳିଛି। ଧୂଷୁରୀ ସାଆଁଳପୁର ଆଇଜିଏମ…
Archives


