ଭଦ୍ରକ

ମଧ୍ୟାହ୍ନଭୋଜନ ଖାଇଲେ ଛାତ୍ରୀଛାତ୍ର

ଆରଡ଼ି, ୭ା୪ (ଡି.ଏନ.ଏ.): କୋଭିଡ୍‌ ଯୋଗୁ ଦୁଇବର୍ଷ ହେଲା ବିଦ୍ୟାଳୟର ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନ ଖାଇବାରୁ ବଞ୍ଚିତ ହୋଇଥିଲେ। ଚଳିତମାସ ୨ ତାରିଖରୁ ଛାତ୍ରୀଛାତ୍ରଙ୍କ ପାଇଁ ପୁନଃ ମଧ୍ୟାହ୍ନଭୋଜନ ପ୍ରସ୍ତୁତ ହେବ ବୋଲି ଗଣଶିକ୍ଷା ବିଭାଗ ସ୍ପଷ୍ଟ କରିବା ସହ ଏ ସମ୍ପର୍କିତ…

ପୁଷ୍ପଶ୍ରୀଙ୍କୁ ହରାଇଲେ ନିବେଦିତା

ଭଦ୍ରକ ଅଫିସ,୬।୪: ଧାମନଗର ଏନଏସି ନିର୍ବାଚନ ଲାଗି ବୁଧବାର ଭୋଟ ଗଣତି ଶେଷ ହୋଇଛି । ଏଥିରେ ବିଜେଡିର ନିବେଦିତା ଜେନା ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଭାଜପାର ପୁଷ୍ପଶ୍ରୀ ମହାନ୍ତିଙ୍କୁ ହରାଇଛନ୍ତି ସେ। ଏନ୍‌ଏସିର ୧୧ଟି ୱାର୍ଡରୁ ୯…

ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ଆଜି ଭୋଟ ଗଣତି

ଭଦ୍ରକ ଅଫିସ, ୬।୪: ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ମଙ୍ଗଳବାର ମତଦାନ ସରିଯାଇଥିବା ବେଳେ ବୁଧବାର  ସକାଳ ୮ରୁ ଭୋଟ ଗଣତି ।ଆରମ୍ଭ ହୋଇଯାଇଛି। ଏହି ବୁଥ୍‌ ଗୁଡ଼ିକରେ ମୋଟ ଭୋଟର ୫୯୭୯ଜଣ ଥିବାବେଳେ ୪୪୦୭ଭୋଟର ସେମାନଙ୍କର ମତଦାନ କରିଛନ୍ତି ।…

ଧାମନଗରରେ ଲାଗିଲା ୧୪୪ ଧାରା, ୭ ତାରିଖ ଯାଏ ବଳବତ୍ତର

ଭଦ୍ରକ ଅଫିସ,୫।୪: ଭଦ୍ରକ ଜିଲା ଧାମନଗରରେ ୧୪୪ ଧାରା ଜାରି ହୋଇଛି। ମଙ୍ଗଳବାର ରାତି ୯ଟାରୁ ୭ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ବୁଧବାର ଏନ୍‌ଏସି ନିର୍ବାଚନ ଲାଗି ଭୋଟ ଗଣତି ଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା…

ଆଜି ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ହେବ ମତଦାନ

ଭଦ୍ରକ ଅଫିସ,୫।୪: ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ୪ଟି ଓ୍ବାର୍ଡର ୬ଟି ବୁଥ୍‌ରେ ମଙ୍ଗଳବାର ସାନି ମତଦାନ ହେବ । ଏହି ମତଦାନ ଅପରାହ୍ନ ୪ଟା ଯାଏ ଚାଲିବ। ୨ ନମ୍ବର ଓ୍ବାର୍ଡର ୩ ନମ୍ବର ବୁଥ୍‌, ୫…

ପ୍ରାଣୀ ଚିକିତ୍ସା ସାଙ୍ଗକୁ ଘାସଚାଷ

ବନ୍ତ,୨ ।୪(ସ୍ବ.ପ୍ର.) ପ୍ରାଣୀ ଚିକିତ୍ସା ସାଙ୍ଗକୁ ଘାସ ଚାଷ କରୁଛନ୍ତି। ସାମାଜିକ ସେବା ସହ ପ୍ରାଣୀ ଚିକିତ୍ସା କ୍ଷେତ୍ରରେ ଅବିରତ ସେବା ଯୋଗାଇ ଆସୁଛନ୍ତି। ଏବେ ନିଜ ବାଡ଼ିରେ ଘାସ ଚାଷ କରି ଉଦାହରଣ ସାଜିଛନ୍ତି ଭଦ୍ରକ ଜିଲା ବନ୍ତ ବ୍ଲକ…

କ୍ୟାମେରାମ୍ୟାନ ହତ୍ୟା ମାମଲା: ସ୍କ୍ରିନ ରିକ୍ରିଏଶନ କଲା କ୍ରାଇମବ୍ରାଞ୍ଚ

ଚାନ୍ଦବାଲି,୧।୪(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ସ୍କ୍ରିନ ରିକ୍ରିଏଶନ କରାଯାଇଛି। ଚାନ୍ଦବାଲି ପଳାସପୁର ଗ୍ରାମରେ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ସ୍କ୍ରିନ ରିକ୍ରିଏଶନ କରିଛି। ଶୁକ୍ରବାର କଟକରୁ ଚାନ୍ଦବାଲି ପଳାସପୁର ବଧିମୁହ ଛକ ନିକଟରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ…

ତୁରନ୍ତ ପ୍ରକଳ୍ପ କାମ ଆରମ୍ଭ ଲାଗି ନିର୍ଦ୍ଦେଶ

ବନ୍ତ, ୧।୪ (ଡି.ଏନ୍‌.ଏ./ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ମହାନ୍ତିପଡ଼ା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗୁରୁବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ସାହୁ ପଞ୍ଚାୟତ ପରିଦର୍ଶନ କରିଛନ୍ତି। ଉକ୍ତ ପଞ୍ଚାୟତରେ ରୁରାଲ୍‌ ପାର୍କ, ଖେଳପଡ଼ିଆ, କଲ୍ୟାଣ…

ଉତ୍ତରଓଡ଼ିଶାରେ ଭାରତ ବନ୍ଦର ଆଂଶିକ ପ୍ରଭାବ

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୯।୩ (ଡି.ଏନ.ଏ.) ଭଦ୍ରକ ଜିଲାରେ ସୋମବାର ଭାରତ ବନ୍ଦ ପାଳନ କରାଯାଇଥିବା ବେଳେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ସକାଳ ୬ଟାରେ ଏଆଇସିସିଟିୟୁ ପକ୍ଷରୁ ସଭାପତି ସମର ବଳ, ଜୟନ୍ତୀ ବିଶ୍ୱାଳ, କିଶୋର ଜେନାଙ୍କ ନେତୃତ୍ୱରେ ବହୁ…

ଯୁବ ବ୍ୟବସାୟୀଙ୍କ ମୃତ୍ୟୁ, ଜଣେ ଗୁରୁତର

ବାସୁଦେବପୁର, ୨୯।୩ (ଡି.ଏନ୍‌.ଏ.) ଭଦ୍ରକ ଜିଲା ବାସୁଦେବପୁର-ଜାମୁଝାଡ଼ି ରାସ୍ତାର ଗୁଆଗଁା ଛକଠାରେ ସୋମବାର ଏକ ନିର୍ମାଣାଧୀନ ପୋଲ ତଳକୁ ଖସିପଡ଼ି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବପୁର ବ୍ଲକ ବାଷଠୀ ଗ୍ରାମର ବିପିନ କୁମାର ବେହେରା(୩୦)। ଏହି…

ଖେଳିବାକୁ ଯାଇଥିବା ବେଳେ ଫୁଟିଲା ବୋମା:୩ ନାବାଳିକା ଗୁରୁତର

ଭଦ୍ରକ ଅଫିସ/ବନ୍ତ,୨୮।୩(ଡି.ଏନ.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଟିଲୋ ତ୍ରିକୋଣା ଛକସ୍ଥିତ ଇଟା ଫ୍ୟାକ୍ଟ୍ରି ନିକଟରେ ଥିବା ଏକ ପରିତ୍ୟକ୍ତ ସ୍ଥାନରେ ସୋମବାର ଅପରାହ୍ନରେ ବୋମା ଫୁଟି ୩ ନାବାଳିକା ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଗିରଫ

ଭଦ୍ରକ ଅଫିସ/ ଭୁବନେଶ୍ୱର ୨୮ା୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଭଦ୍ରକ ଜିଲା ନଳାଙ୍ଗରୁ ସୋମବାର ଗିରଫ ହୋଇଛନ୍ତି। ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚର ମିଳିତ ସହଯୋଗରେ ତାଙ୍କୁ ଗିରଫ କରାଯାଇଛି। ଶର୍ମିଷ୍ଠାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri