ଭଦ୍ରକ

ଯାଜପୁର ରେଳ ଷ୍ଟେଶନରୁ ୧୪ ନାବାଳକ ଉଦ୍ଧାର: କୁଆଡେ ଯାଉଥିଲେ, କିଏ ନେଉଥିଲେ… ତଦନ୍ତ ଆରମ୍ଭ

ଭଦ୍ରକ, ୨୧।୪(ସନାତନ ରାଉତ): ବିହାର ରାଜ୍ୟରୁ ଯାଜପୁରରୋଡ଼ ଷ୍ଟେଶନ ଅଭିମୁଖେ ଯାଉଥିବା ୧୪ ନାବାଳକଙ୍କୁ ଉଦ୍ଧାର କରିଛି ଭଦ୍ରକ ଚାଇଲଡ ଲାଇନ ଓ ରେଳବାଇ ପୋଲିସ l ଜନ ଶତାବ୍ଦୀ ଏକ୍ସପ୍ରେସରେ ସନ୍ଦେହଜନକ ଭାବେ ସଂଖ୍ୟା ଲଘୁ ସମ୍ପ୍ରଦାୟର ଶିଶୁମାନଙ୍କୁ ଟ୍ରେନ…

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ କରି କାଠ ଓ ଯନ୍ତ୍ରାଂଶ ଜବତ କରିଛି । ଭଦ୍ରକ ଜିଲା ଧାମନଗର…

ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ

ଭୁବନେଶ୍ୱର,୧୯।୪: ଟାଇମ୍‌ପାସ୍‌ ପ୍ରକାଶନ ସଂସ୍ଥା ଦ୍ୱାରା ଭୁବନେଶ୍ୱର ବୁଦ୍ଧ ମନ୍ଦିର ଠାରେ ଆୟୋଜିତ ବହି ବିଷୁବ କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ ହୋଇଯାଇଛି । ମୁଖ୍ୟ ଅତିଥି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଓଡ଼ିଆ…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ ଓ ଧଳା ରଙ୍ଗର ଏହି ସାପଟିକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ…

ମାଙ୍କଡ଼ ଆତଙ୍କ: ସିଧା ଆସି ଧରିଲା ଅଣ୍ଟାକୁ …

ବନ୍ତ,୧୮।୦୪(କିଶୋର କୁମାର ସେଠୀ): ମାଙ୍କଡ଼ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଜଣକ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ତାଳପଦା ଗ୍ରାମର ଦାମୋଦର ବାରିକ (୫୮) । ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଦିନ ଦାମୋଦର ନିଜ ଗ୍ରାମର…

ଦ୍ରୁତଗତିରେ ଆସି ହାଇୱାକୁ ପଛପଟୁ ଧକ୍କା ଦେଲା ମୋଟର ସାଇକେଲ୍, ତା’ପରେ…

ବନ୍ତ,୧୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଜାମିତୀରା ଛକ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ୫୩ ନମ୍ବର ରାଜ୍ୟ ରାଜପଥରେ ନୋ-ଏଣ୍ଟ୍ରି ଥିବାରୁ ଏକ ବାଲି ବୋଝେଇ ହାଇୱା ରାସ୍ତା…

ସତ କୋକେଇରେ ମିଛ ଶବ: କାନ୍ଦ ବୋବାଳିରେ ଗାଁ ଦାଣ୍ଡ ଫାଟିଲା: ପୂରା ଘଟଣା ଜାଣିଲେ…

ଧାମନଗର,୧୭।୪(ଦେବେନ୍ଦ୍ର ଆନ୍ଦିଆ):ମଣିଷ ବଞ୍ଚତ୍ଥିବା ଯାଏ ଆଶା ମରେନାହିଁ, କିନ୍ତୁ କିଛି ଆଶା ଯେତେବେଳେ ନିରାଶାରେ ପରିଣତ ହୁଏ, ସେତେବେଳେ ସମୟ ବି ଦୁଃଖର ବୋଝ ଲଦି ଦିଏ। ସତରେ କୋକେଇ ବନ୍ଧା ହେଲା, ସାହି ଭାଇ ପରିବାର ଓ ପ୍ରିୟଜନ ମିଛି…

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ, ୪ ଗିରଫ, ୨ ଯୁବତୀ ଉଦ୍ଧାର

ଭଦ୍ରକ,୧୬।୪: ଭଦ୍ରକ ସହରରୁ ଗୁରୁବାର ଏକ ବଡ଼ ଧରଣର ସେକ୍ସ ରାକେଟ ଠାବ୍‌ ହୋଇଛି। ସେକ୍ସ ରାକେଟରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ୨ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ, ସହରର ରାଜଘାଟ ବ୍ରିଜ ଏବଂ…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା ଓ ତାଙ୍କର ୨ଜଣ ସହଯୋଗୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଉଛନ୍ତି…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ ଭିକ୍ଷା ମଧ୍ୟ କରୁ ଥିଲେ। ଶେଷରେ ଧରା ପଡ଼ି ଟ୍ରାକ୍ଟରରେ ବାଲି ଲୋଡ୍‌…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ ଆପଣ୍ଡା ଛକଠାରେ ଚଢାଉ କରାଯାଇଥିଲା। ଥାନଧିକାରୀ ସୁପ୍ରକାଶ ମହାନ୍ତିଙ୍କ ନେତୃତ୍ୱରେ ଗଠନ ହୋଇଥିବା…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତଳେ ପଡ଼ିଯାଇଥିଲେ। କର୍ମଚାରୀମାନେ ତାଙ୍କୁ ନେଇ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?