ଭଦ୍ରକ

ପୋଲରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ, ରାସ୍ତାରୋକୋ କଲେ ସ୍ଥାନୀୟ ଲୋକେ

ପଦ୍ମପୁର,୨୮ା୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜାମଝାଡ଼ି ଧାମରା ରାସ୍ତାର ପଟାପୋଲଠାରେ ନିର୍ମାଣାଧୀନ ପୋଲରେ ପିଟି ହୋଇ ଷାଠିଏବାଟି ଗ୍ରାମର ଯୁବକ ବିପିନ ବେହେରାଙ୍କ ମୃତ୍ୟୁ ଘଟିଛି। ସେ ବୁଲେଟ୍‌ ଯୋଗେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ପୋଲରେ…

ଅଳିଆରେ ନିଆଁ ଲଗାଉଥିଲେ ଜଳିଗଲା ଘର

ଧାମନଗର,୨୭।୩(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ଖାରିଜକୋରୁଆ ଗ୍ରାମର ସୂର୍ଯ୍ୟମଣି ମିଶ୍ରଙ୍କ ଘରେ ରବିବାର ନିଆଁ ଲାଗି ଯାଇଥିଲା। ଏଥିରେ ୫ ବଖରା ଘର ଜଳିଯାଇଛି। ଗ୍ରାମବାସୀ ଓ ଧାମନଗର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ…

ଚାନ୍ଦବାଲି ଏନ୍‌ଏସି ହାତେଇଲା ବିଜେଡି

ଚାନ୍ଦବାଲି,୨୬ା୩(ଡି.ଏନ୍‌.ଏ.): ଚାନ୍ଦବାଲି ଏନ୍‌ଏସିରେ ମୋଟ୍‌ ୧୫ଟି କାଉନସିଲର ପଦବୀରୁ ୧୧ଟି ବିଜେଡି ହାତେଇ ଥିବା ବେଳେ ଭାଜପା ୩ଟି ଓ କଂଗ୍ରେସ ଗୋଟିଏ କାଉନସିଲର ହାତେଇଛି। ଚାନ୍ଦବାଲି ଏନ୍‌ଏସି ବିଜେଡିର ଚେୟାରପର୍ସନ ଶାନ୍ତିଲତା ସେଠୀ ୭,୮୫୬ ଖଣ୍ଡ ଭୋଟ୍‌ ହାତେଇ ଥିବା…

୩ ବୁଥ୍‌ରେ ସାନି ମତଦାନ

ଭଦ୍ରକ ଅଫିସ,୨୬।୩: ଭଦ୍ରକ ପୌରପାଳିକାର ୨୪ ନଂ ୱାର୍ଡର ୬୫, ୬୬ ଏବଂ ୬୭ ନମ୍ବର ବୁଥ୍‌ରେ ଶୁକ୍ରବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ୩ ବୁଥ୍‌ରେ ଭୋଟଗ୍ରହଣ ଚାଲିଥିଲା।…

ମିଳିଲା ମାନସଙ୍କ ହାତ ଲେଖା ଚିଠି

ଚାନ୍ଦବାଲି,୨୫।୩(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ମୃତ୍ୟୁ ପୂର୍ବରୁ ମାନସ ଲେଖିଯାଇଥିବା ଚିଠି ମିଳିଛି। ତେବେ ମାନସଙ୍କ ଏହି ଚିଠି ପାଇଥିବା ନେଇ ଦୟାଲ ଆଶ୍ରମର କେୟାରଟେକର ସୂଚନା…

କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ଘଟଣା: ପଳାସପୁର ଗାଁରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍‌

ଚାନ୍ଦବାଲି,୨୫ା୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ଡିଏସ୍‌ପି କଳ୍ପନା ସାହୁଙ୍କ ନେତୃତ୍ୱରେ କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌ ଶୁକ୍ରବାର ଚାନ୍ଦବାଲି ଥାନା ଅଧୀନସ୍ଥ ପଳାସପୁର ଗାଁକୁ ଯାଇ ପଚରାଉଚରା କରିଛନ୍ତି। ସେମାନଙ୍କ ସହିତ ଚାନ୍ଦବାଲି ଥାନାଧିକାରୀ କରୁଣାକର…

ମାନସ ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଚାନ୍ଦବାଲି,୨୫।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନାରେ ଗୁରୁବାର କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଥିଲେ। ଦ୍ବିତୀୟ ଦିନରେ ଦୁଇ ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା ଜାରି ରଖିଛି। ଦେବାଶିଷ ଜେନା ଓ ଶରତ ପଣ୍ଡାଙ୍କୁ…

ପୌର ନିର୍ବାଚନରେ ହିଂସା

ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର / କଟକ/ ଭଦ୍ରକ/ ପୁରୀ/ ବଲାଙ୍ଗୀର/ ଚିକିଟି ୨୫।୩ (ଡି.ଏନ୍‌.ଏ.): ଗତ କିଛି ବର୍ଷ ହେବ ନିର୍ବାଚନ ସମୟରେ ହିଂସାତ୍ମକ ଆଚରଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ତଥା ଅବାଧ ଓ ନିରପେକ୍ଷ କରିବା ପାଇଁ…

ମାନସ ହତ୍ୟା ମାମଲା: ଚାନ୍ଦବାଲି ଥାନାରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌

ଚାନ୍ଦବାଲି,୨୪।୩ (ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଛନ୍ତି। ବୁଧବାର କ୍ରାଇମବ୍ରାଞ୍ଚର ତଦନ୍ତ ପାଇଁ ପୋଲିସ ଡିଜି ନିର୍ଦ୍ଦେଶ ଦେଇଥିଲେ । ଏହି ମାମଲାରେ ଜଡ଼ିତ ସମସ୍ତ କାଗଜପତ୍ର…

ମୃତଦେହ ରଖି ଥାନା ଘେରାଉ

ବାସୁଦେବପୁର/ ପଦ୍ମପୁର, ୨୪।୩ (ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନରେ ପରାଜୟ ପାଇଁ ବିଜୟୀ ପ୍ରାର୍ଥୀଙ୍କ ଟାହିଟାପରା ସହି ନ ପାରି ବିଷ ପିଇ ଦେଇଥିଲେ ସମିତିସଭ୍ୟ ପ୍ରାର୍ଥତ୍ନୀ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ପଞ୍ଚାୟତର ସୁମତୀ ପରିଡ଼ା। କଟକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର…

ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଭଦ୍ରକ ଅଫିସ,୨୩।୩ : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଜଗାକାଳିଆ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିବାରୁ ବସ୍‌ରେ ଥିବା ୨୦ରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାରକରାଯାଇ…

ରୋଡ୍‌ ଶୋରେ ସିନେଷ୍ଟାର, ଏମ୍‌ପି

ବାସୁଦେବପୁର, ୨୩ା୩ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ପାଇଁ ବିଜେଡିରୁ ପ୍ରାର୍ଥୀ ହୋଇଥିବା ପୌରାଧ୍ୟକ୍ଷ ପ୍ରାର୍ଥିନୀ ନିବେଦିତା ବେହେରାଙ୍କ ପାଇଁ ମଙ୍ଗଳବାର ସିନେଷ୍ଟାର, ଭଦ୍ରକ ଏମ୍‌ପି, ବାସୁଦେବପୁର ବିଧାୟକ, ନବନିର୍ବାଚିତ ବ୍ଲକ ଅଧ୍ୟକ୍ଷ ପ୍ରମୁଖ ରୋଡ୍‌ ଶୋ କରି ନିର୍ବାଚନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri