ଭଦ୍ରକ

ଆବର୍ଜନାମୁକ୍ତ ହେବ ଆଖଣ୍ଡଳମଣି ପୀଠ

ଆରଡ଼ି, ୧୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠ ସ୍ବଚ୍ଛ ତଥା ଆବର୍ଜନାମୁକ୍ତ ହେବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ଶ୍ରାବଣ ମାସର ପ୍ରଥମ ସୋମବାର କାଉଡ଼ିଆମାନଙ୍କ ଆଗମନ ପୂର୍ବରୁ ଶନିବାର ଜିଲାପାଳ ସିଦ୍ଧେଶ୍ୱର ବଳିରାମ…

ଉଛୁଳିଲାଣି ବୈତରଣୀ, ଗାଁଦାଣ୍ଡରେ ଲହଡ଼ି ଭାଙ୍ଗୁଛି ଜଳ

ଚାନ୍ଦବାଲି,୧୬।୭(ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଜଳରେ ଉଛୁଳିଲାଣି ବୈତରଣୀ ଓ ସାଳନ୍ଦୀ ନଦୀ। ଆରଡ଼ି ନିକଟସ୍ଥ ଶୀତଳପୁର, ପାଲଟପୁର, ସାନପଙ୍କି, କୁଲିବିନ୍ଧା, ଗରିପୁର ଆଦି ଗାଁରେ ଜୁଆରପାଣି ପଶିଛି। ଏମିତିକି ଗାଁ ଗାଁରେ ଲହଡ଼ି ଭାଙ୍ଗୁଛି। ବିଶେଷକରି ଶୀତଳପୁର ଗାଁ ଦାଣ୍ଡରେ ଜୁଆରପାଣି…

ରାଶନ ପାଇଁ ଯିବାକୁ ପଡୁଛି ୮ କି.ମି.

ଭଦ୍ରକ ଅଫିସ,୧୬।୭ ଭଦ୍ରକ ଜିଲା ବନ୍ତ ବ୍ଲକର ଆଡ଼ିଆ ପଞ୍ଚାୟତ ଅଧୀନ ଜିରିଣା-ଆଡ଼ିଆ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଖରାଦିନେ ଅଣଓସାରିଆ ମାଟି ରାସ୍ତା ଆଉ ବର୍ଷା ଦିନେ କାଦୁଅ ପଚପଚ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଏହି ରାସ୍ତା ଉପରେ…

୧୩୫ ଛାତ୍ରୀଛାତ୍ରଙ୍କୁ ଜଣେ ଶିକ୍ଷକ

ଧାମନଗର, ୧୩।୭ (ଡି.ଏନ.ଏ) – ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତର ଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗିରହିଛି। ଏହି ବିଦ୍ୟାଳୟ ଧାମନଗର ବ୍ଲକରେ ଯେଉଁ ଗୌରବମୟ ଅଧ୍ୟାୟ ସୃଷ୍ଟି କରିଥିଲା ଏବେ ଶିକ୍ଷକ ଅଭାବରୁ ଶ୍ରୀହୀନ…

ଚୋରି ସାମଗ୍ରୀ ବିକ୍ରି ପାଇଁ ଚାଲିଥିଲା ଯୋଜନା, ଧରିଲେ ଲୋକେ.

ଧାମନଗର, ୧୧।୭ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ବେଆଇନ କବାଡ଼ିଆ ଦୋକାନ ବୃଦ୍ଧି ପାଉଛି। କବାଡ଼ିଆ ଦୋକାନ ବୃଦ୍ଧି ଯୋଗୁ ଚୋରି ମଧ୍ୟ ବଢ଼ିବାରେ ଲାଗିଛି। ବିଭିନ୍ନ ସମୟରେ ଚୋରମାନେ ବିଭିନ୍ନ ଛୋଟ ବଡ଼ ଦୋକାନ ଓ ଅଫିସରୁ ଚୋରି…

ପଟ୍ଟା ମିଳିଛି, ଜାଗା ଚିହ୍ନଟ ହେଉନି

ଭଦ୍ରକ ଅଫିସ,୧୦।୭: ଭଦ୍ରକ ଜିଲାରେ ବସୁନ୍ଧରା ଯୋଜନାରେ ଗରିବ ଭୂମିହୀନମାନଙ୍କୁ ରାଜସ୍ବ ବିଭାଗ ପକ୍ଷରୁ ଭୂମି ଅଧିକାର ପତ୍ର ବା ଜମି ପଟ୍ଟା ଯୋଗାଇ ଦିଆଯାଇଛି। ହେଲେ ଜାଗା ଚିହ୍ନଟ ଦେଉନି ରାଜସ୍ବ ବିଭାଗ। ପାଇଥିବା ପଟ୍ଟାକୁ ଧରି ଲୋକେ ରାଜସ୍ବ…

୩ ଟନ୍‌ରୁ ଊର୍ଦ୍ଧ୍ୱ ଚୋରା କୋଇଲା ଜବତ

ପଦ୍ମପୁର, ୧୦।୭ (ଡି.ଏନ.ଏ.): ଭଦ୍ରକ ସଦର ବ୍ଲକର ବ୍ରହ୍ମପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସାମ୍ନାରୁ ଏସ୍‌ଟିଏଫ୍‌ (ସ୍ପେଶାଲ ଟାସ୍କଫୋର୍ସ) ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଶନିବାର ଭୋର ସମୟରେ ଜବତ କରିଛି। ତିହିଡ଼ି ଥାନା ଅଞ୍ଚଳରୁ ଚୋରା କୋଇଲା…

ଓଭରଲୋଡିଂ ପାଇପ୍‌ ଯୋଗୁ ଫାଟୁଛି ରାସ୍ତା

ଆରଡ଼ି,୧୦।୭(ଡି.ଏନ.ଏ.): ଭଦ୍ରକ ଜିଲା ଧୁଷୂରୀ ଥାନା ଅଧୀନ ଦୋହରାପାଟଣା ନିକଟରେ ଭଦ୍ରକ-ଆରଡ଼ି ରାଜ୍ୟ ରାଜପଥ ପାର୍ଶ୍ୱରେ ଏକ କମ୍ପାନୀ ପକ୍ଷରୁ ଏକ ଗ୍ୟାସ୍‌ ଯୋଗାଣ କେନ୍ଦ୍ର ନିର୍ମାଣ ଚାଲିଛି। ୩ବର୍ଷ ହେଲା ଏହି ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଏଠାରୁ ବିଭିନ୍ନ…

ମାନସ ସ୍ବାଇଁ ହତ୍ୟା ଘଟଣା: ୮ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ ଦାଖଲ

ଚାନ୍ଦବାଲି ୯।୭(ଡି.ଏନ୍‌.ଏ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ୮ ଜଣ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ ଦାଖଲ ହୋଇଛି । ସେଥିରେ ୩୪ ଜଣ ସାକ୍ଷୀ ରହିଛନ୍ତି । ଏହି ସାକ୍ଷୀଙ୍କ…

ନିଷ୍କାସନ ହୋଇପାରୁନି ବର୍ଷାପାଣି

ଧାମନଗର, ୮।୭ (ଡି.ଏନ.ଏ.) ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଦିନକୁ ଦିନ ଟ୍ରାଫିକ ଓ ଡ୍ରେନେଜ ସମସ୍ୟା ଗୁରୁତର ହେବାରେ ଲାଗିଛି। ଦୋବଲ ବସ୍‌ଷ୍ଟାଣ୍ଡଠାରୁ କାଳୀବଜାର ରାସ୍ତାର ଉଭୟ ପାର୍ଶ୍ୱରେ ବିଭିନ୍ନ ଗାଡ଼ି ଦୀର୍ଘ ସମୟ ଧରି ଛିଡ଼ା…

ଟ୍ରାଫିକ୍‌ ସମସ୍ୟାରେ ନାକେଦମ୍‌

ବାସୁଦେବପୁର, ୭ା୭(ଡି.ଏନ.ଏ.): ଭଦ୍ରକ ଜିଲାର ବାସୁଦେବପୁର ସହର ଏକ ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳ। ଧାମରା ବନ୍ଦରକୁ ଏହି ବଜାର ଦେଇ ଜାମୁଝାଡ଼ି-ଧାମରା ରାସ୍ତା ଯାଇଛି। ଦିନକୁ ଦିନ ଧାମରା-ଜାମୁଝାଡ଼ି ରାସ୍ତା ଦେଇ ବନ୍ଦରକୁ ଶତାଧିକ ଟ୍ରକ୍‌ ଓ ଅନ୍ୟ ଯାନବାହନ ଚଳାଚଳ…

ବସ ଷ୍ଟାଣ୍ଡରେ ବୁଲଥିଲା ବେଳେ ପୋଲିସର ହେଲା ସନ୍ଦେହ, ୨ ଯୁବକ ଗିରଫ

ଭଦ୍ରକ ଅଫିସ,୬।୭: ଭଦ୍ରକ ଟାଉନ ପୋଲିସ ମଙ୍ଗଳବାର ସନ୍ଧ୍ୟାରେ ୧୧ କେଜି ଗଞ୍ଜେଇ ସହ ୨ ଜଣ ଅବିଯୁକ୍ତଙ୍କୁ ଗିରଫ କରିଛି । ପାଟ୍ରୋଲିଂ ସମୟରେ ଏପରି ଘଟିଥିବା ଜଣାପଡ଼ିଛି। ଏ ନେଇ ଟାଉନ ଥାନାରେ (୨୬୩/୨୨) ମାମଲା ରୁଜୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?