ପ୍ରାର୍ଥୀନୀଙ୍କ ରୋଡ୍ ଶୋ’ରେ ଟେଲି କଳାକାର
ଧାମନଗର, ୨୨ ।୩ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ଏନ୍ଏସିରେ ଚଳିତବର୍ଷ ପ୍ରଥମଥର ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଭୋଟରଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳୁଛି। ସୋମବାର ସାରେ ଭାଜପା ଅଧ୍ୟକ୍ଷା ପ୍ରାର୍ଥୀ ପୁଷ୍ପଶ୍ରୀ ମହାନ୍ତି ଧାମନଗରରେ ରୋଡ଼ଶୋ କରିଛନ୍ତି।…
ମେମୋରୀ ଚିପ୍ରେ ରହିଛି ମାନସଙ୍କ ହତ୍ୟା ରହସ୍ୟ
ଚାନ୍ଦବାଲି,୨୧।୩(ଡି.ଏନ୍.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ଓ ତାଙ୍କର ଜଣେ ସହଯୋଗୀ ଏବେ ବି ଫେରାର ଅଛନ୍ତି। ଏକ ଭିଡିଓ କ୍ଲିପ୍ ପାଇଁ ମାନସଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ପୋଲିସ ଜାଣିବାକୁ…
କ୍ୟାମେରାମ୍ୟାନ ମାନସ ହତ୍ୟାମାମଲା: ପୂର୍ବତନ ପ୍ରଶାସନିକ ଅଧିକାରୀ ଗିରଫ
ଚାନ୍ଦବାଲି,୨୧।୩(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ସୋମବାର ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅବସର ପ୍ରାପ୍ତ…
କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା: ଶର୍ମିଷ୍ଠାଙ୍କୁ ଧରିବା ପାଇଁ ୩ ଟିମ୍ ଗଠନ
ଭୁବନେଶ୍ୱର,୧୯ା୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଧରିବା ପାଇଁ ଭଦ୍ରକ ଏସ୍ପି ଚରଣ ସିଂହ ମୀନା ୩ଟି ଟିମ୍ ଗଠନ କରିଛନ୍ତି। ଦୁଇଟି ଟିମ୍ ରାଜ୍ୟ ଭିତରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଥିବା ବେଳେ…
ଗ୍ୟାସ ଟାଙ୍କି ଫାଟି ଜଳିଗଲା ୩ ପରିବାରର ୬ ବଖରା
ଭଦ୍ରକ ଅଫିସ,୧୯ା୩: ଜିଲା ମୁଖ୍ୟ ଡାକ୍ତରଖାନା ଛକ ନିକଟରେ ଥିବା ୩ ପରିବାରରେ ନିଆଁ ଲାଗି ୬ ବଖରା ଜଳିଯାଇଛି । ଗ୍ୟାସ ଟାଙ୍କି ଫାଟିବାରୁ ନିଆଁ ପାଖରେ ଥିବା ଦୋକାନରେ ପଡ଼ି ଲାଗିଯାଇଥିଲା। ଘର ଭିତରେ ୩ ଗ୍ୟାସ ଟାଙ୍କିରୁ…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ,୧୭।୩: ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ତାଙ୍କ ଘର, ଅଫିସ, ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ…
ମୁନ୍ସୀ ମେଳଣ ପାଇଁ ପୀଠ ଦେବତାଙ୍କ ପୂଜାର୍ଚ୍ଚନା
ଭଣ୍ଡାରିପୋଖରୀ,୧୬।୩(ଡି.ଏନ.ଏ) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଐତିହାସିକ ଗଣପର୍ବ ମୁନ୍ସୀ ମେଳଣ ପାଇଁ ଥାନା ପରିସର ଶୀତକଣ୍ଠେଶ୍ୱର ଶିବ ମନ୍ଦିରରେ ମଙ୍ଗଳବାର ଘଟ ସ୍ଥାପନା ପରେ ପୀଠ ଦେବତାଙ୍କ ପୂଜାର୍ଚ୍ଚନା କରାଯାଇଛି। ପ୍ରଥମେ ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା, ଇଷ୍ଟ…
ଆର୍ଡିସି, ଜିଲାପାଳଙ୍କ ତଦନ୍ତ
ଧାମନଗର, ୧୬।୩ – ଭଦ୍ରକ ଜିଲା ଧାମନଗର ତହସିଲରେ ଆର୍ଥିକ ଅନିୟମିତତାକୁ ନେଇ ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ପୂର୍ବାହ୍ନରେ ଧାମନଗର ତହସିଲ କାର୍ଯ୍ୟାଳୟରେ କେନ୍ଦ୍ରାଞ୍ଚଳ ଆର୍ଡିସି ସୁରେଶ ଚନ୍ଦ୍ର ଦଳେଇ, ଜିଲାପାଳ ତ୍ରିଲୋଚନ ମାଝି ଅଚାନକ ପହଞ୍ଚି ତଦନ୍ତ…
ମରାମତି ହେଲା ଦବିଥିବା ରାସ୍ତା
ଆରଡ଼ି, ,୧୫।୩ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସାଠିବାଙ୍କୁଡ଼ା ଓ ବୋଡ଼କ ଗ୍ରାମର ମଧ୍ୟସ୍ଥଳରେ ୨୦ ନଂ. ଜାତୀୟ ରାଜପଥ ଦବି ଯାଇଥିଲା। ଫଳରେ ରାସ୍ତା ବୈତରଣୀ ନଦୀ ଆଡ଼କୁ ଢଳି ପଡ଼ିଥିଲା। ରବିବାର ରାତିରୁୁ ଉକ୍ତ ସ୍ଥାନରେ ମରାମତି…
ସ୍ତ୍ରୀଙ୍କ ପରାଜୟ ପରେ ଥଟ୍ଟା ସହିପାରିଲେନି ସ୍ବାମୀ, ନେଲେ ଏଭଳି ନିଷ୍ପତ୍ତି…
ପଦ୍ମପୁର,୧୪।୩(ଡି.ଏନ୍.ଏ.): ପଞ୍ଚାୟତ ନିର୍ବାଚନରେ ହାରିଯିବା ପରେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତି ନେଇଛନ୍ତି ଦମ୍ପତି। ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଅଛନ୍ତି। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପଦ୍ମପୁର ପଞ୍ଚାୟତରେ।…
ଭିଡିଓ କ୍ଲିପ ପାଇଁ କ୍ୟାମେରା ମ୍ୟାନ୍ଙ୍କୁ ଅପହରଣ ପରେ ହତ୍ୟା
ଚାନ୍ଦବାଲି,୧୪।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅପହରଣ ପରେ ହତ୍ୟା ମାମଲାର ତଦନ୍ତ କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୩ଜଣଙ୍କୁ ଗିରଫ କରିଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟ କିଛି ଅଭିଯୁକ୍ତ ଫେରାର ଅଛନ୍ତି।…
ଜିତିଲେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରଫୁଲ୍ଲ
ଭଦ୍ରକ ଅଫିସ/ ବନ୍ତ,୧୪ା୩ (ଡି.ଏନ୍.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ୧୫ ନଂ. ଜୋନ୍ର ଜିଲା ପରିଷଦ ସଭ୍ୟ ତଥା ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ଜେନା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ…
Archives


