ସ୍ତ୍ରୀଙ୍କ ପରାଜୟ ପରେ ଥଟ୍ଟା ସହିପାରିଲେନି ସ୍ବାମୀ, ନେଲେ ଏଭଳି ନିଷ୍ପତ୍ତି…
ପଦ୍ମପୁର,୧୪।୩(ଡି.ଏନ୍.ଏ.): ପଞ୍ଚାୟତ ନିର୍ବାଚନରେ ହାରିଯିବା ପରେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତି ନେଇଛନ୍ତି ଦମ୍ପତି। ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଅଛନ୍ତି। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପଦ୍ମପୁର ପଞ୍ଚାୟତରେ।…
ଭିଡିଓ କ୍ଲିପ ପାଇଁ କ୍ୟାମେରା ମ୍ୟାନ୍ଙ୍କୁ ଅପହରଣ ପରେ ହତ୍ୟା
ଚାନ୍ଦବାଲି,୧୪।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅପହରଣ ପରେ ହତ୍ୟା ମାମଲାର ତଦନ୍ତ କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୩ଜଣଙ୍କୁ ଗିରଫ କରିଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟ କିଛି ଅଭିଯୁକ୍ତ ଫେରାର ଅଛନ୍ତି।…
ଜିତିଲେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରଫୁଲ୍ଲ
ଭଦ୍ରକ ଅଫିସ/ ବନ୍ତ,୧୪ା୩ (ଡି.ଏନ୍.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ୧୫ ନଂ. ଜୋନ୍ର ଜିଲା ପରିଷଦ ସଭ୍ୟ ତଥା ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ଜେନା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ…
ଶ୍ୱଶୁର ଘରକୁ ବୁଲିବାକୁ ଆସି ଗଛରେ ଝୁଲିପଡ଼ିଲେ ଜ୍ୱାଇଁ
ବନ୍ତ,୧୨ା୩(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ପଧାନପଡା ଚାଷଜମି ନିକଟ ଏକ ବବୁରୀ ଗଛରୁ ଶନିବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି। ମୃତକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ଗ୍ରାମର କୁନି ମୁଣ୍ଡା(୩୦) ବୋଲି…
ବିରୋଧୀ ସକ୍ରିୟ, ବିଦ୍ରୋହୀ ମାଳ ମାଳ
ଭଦ୍ରକ ଅଫିସ, ୧୨ ।୩ ଭଦ୍ରକ ପୌରାଧ୍ୟକ୍ଷା ପଦ ପାଇଁ ଏବେ ୭ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପୌରପାଳିକାର ୪ ନଂ. ୱାର୍ଡ ନିର୍ବାଚନ କୋର୍ଟରେ ବିଚାରାଧୀନ ଥିବାରୁ ଅନ୍ୟ ୨୯ ୱାର୍ଡରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ…
୯ କାଉନସିଲର ପ୍ରାର୍ଥୀପତ୍ର ନାକଚ
ଧାମନଗର,୧୦ା୩: ନୂଆ କରି ଗଠିତ ଧାମନଗର ଏନ୍ଏସି ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ଅଧ୍ୟକ୍ଷ ପଦ ପାଇଁ କୌଣସି ନାମାଙ୍କନ ନାକଚ ହୋଇ ନ ଥିବା ବେଳେ ୯ ଜଣ କାଉନସିଲର ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ନାକଚ…
ଲୋକାୟୁକ୍ତ ଟିମ୍ର ତଦନ୍ତ
ଚାନ୍ଦବାଲି, ୧୦ା୩(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ଓ ଭାଟପଡ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ଗ୍ରାମବାସୀ ଜିଲାପାଳ, ବିଡିଓ ଓ ପଞ୍ଚାୟତିରାଜ ବିଭାଗ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମବାସୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆ ନ…
ଘରକୁ ଫେରିଲେ ଅର୍ଚ୍ଚନା
ଭଦ୍ରକ ଅଫିସ,୧୦ା୩: ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ସେମାନେ ଅତ୍ୟନ୍ତ ଭୟଭୀତ ଅବସ୍ଥାରେ ଥିଲେ। ତାଙ୍କ ସହ ଓଡ଼ିଶାରୁ ଶତାଧିକ ଛାତ୍ରୀଛାତ୍ର ଫସି ରହିଥିଲେ। ୭ଦିନ ଧରି ବଙ୍କର ଭିତରେ ବହୁ କଷ୍ଟରେ ରହିଥିଲେ। ଏପରିକି…
ଦବୁଛି ରାସ୍ତା, ପ୍ରଶାସନର ନିଘା ନାହିଁ
ଆରଡ଼ି, ୧୦ା୩ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସାଠିବାଙ୍କୁଡ଼ା ଓ ବୋଡ଼କର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନଂ. ଜାତୀୟ ରାଜପଥରେ ମାସକ ତଳେ ପ୍ରାୟ ୫୦ ଫୁଟ୍ର ରାସ୍ତା ଦବିଥିଲା। ଏଥିସହ ୧୦୦ ଫୁଟ୍ର ଫାଟ ସୃଷ୍ଟି ହୋଇଥିଲା। ଏହି ସ୍ଥାନରେ…
୭ ଦିନର ଯାତ୍ରା ପରେ ୟୁକ୍ରେନ୍ରୁ ଆସିଲେ ସିଦ୍ଧାର୍ଥ
ଧାମନଗର, ୯।୩: ରୁଷିଆ ଲଗାତାର ଭାବେ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ସେଠାରେ ରହୁଥିବା ଓଡ଼ିଶାର ଛାତ୍ରୀଛାତ୍ର ଭୟ ଓ ଆଶଙ୍କା ଭିତରେ ଥିବା ବେଳେ ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚେଷ୍ଟା…
ରାଜ୍ୟ ଟେନିସ୍ ବଲ୍ ଦଳରେ ଭଦ୍ରକରୁ ୫
ଭଦ୍ରକ ଅଫିସ, ୯।୩: ଜାତୀୟ ସ୍ତରୀୟ କନିଷ୍ଠ ଟେନିସ୍ ବଲ୍ ପ୍ରତିଯୋଗିତା ନିମନ୍ତେ ରାଜ୍ୟ ପକ୍ଷରୁ ଚୟନ ହୋଇଥିବା ଦଳରେ ଭଦ୍ରକ ଜିଲାରୁ ୫ଜଣ ଖେଳାଳି ସାମିଲ ହୋଇଛନ୍ତି। ଏହି ଖେଳାଳିମାନେ ବିହାର ଅଭିମୁଖେ ଯାତ୍ରା କରିଛନ୍ତି। ଏହି ପ୍ରତିଯୋଗିତା ବିହାରର ଦରଭଙ୍ଗା…
ଧାନର ଅଭାବୀ ବିକ୍ରି ପ୍ରତିବାଦରେ ଚାଷୀଙ୍କ ଧାରଣା
ବନ୍ତ,୭ା୩(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷଣ୍ଢ ସେବା ସମବାୟ ସମିତିରେ ଧାନର ଅଭାବୀ ବିକ୍ରି ଓ ଟୋକନ ଲାପ୍ସ ପ୍ରତିବାଦରେ ସମିତି ଆଗରେ ଧାନ ବସ୍ତା ରଖି ସୋମବାର ଚାଷୀମାନେ ଧାରଣା ଦେଇଛନ୍ତି। ଏହା ପୂର୍ବରୁ ଚାଷୀମାନେ ଜିଲାପାଳଙ୍କୁ ଏ…
Archives


