ଭଦ୍ରକ

ଦୀପ ଜାଳିଲେ, ସ୍ବାମୀଙ୍କ ଦୀର୍ଘାୟୁ ମାଗିଲେ

ଭଦ୍ରକ ଅଫିସ, ୩୧ା୫ ଭଦ୍ରକ ଜିଲା ବନ୍ତ ବ୍ଲକର ତୋଟାସାହିସ୍ଥିତ ସାବିତ୍ରୀପୀଠରେ ସୋମବାର ସାବିତ୍ରୀ ଓଷା ଅବସରରେ ସଧବାଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ୫ ହଜାରରୁ ଊର୍ଦ୍ଧ୍ୱ ସଧବା ନାରୀ ଦୀପ ଜାଳି ସ୍ବାମୀଙ୍କ ଦୀର୍ଘାୟୁ କାମନା କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ…

ସମାଧି ଉପରେ ଖେଳପଡ଼ିଆ

ଧାମନଗର,୩୧ା୫ (ସ୍ବ.ପ୍ର.) ଭଦ୍ରକ ଜିଲା ଧାମନଗର ବ୍ଲକ ରାଧାବଲ୍ଲଭପୁର ପଞ୍ଚାୟତ ଛତ୍ରପଦା ଶ୍ମଶାନରେ ଖେଳପଡ଼ିଆ ତିଆରି ହେଉଛି। ସମାଧି ଉପରେ ଖେଳପଡ଼ିଆର ଉନ୍ନତୀକରଣ ସହ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଖାତା ନଂ. ୩୬୨ (ରକ୍ଷିତ)ରେ ପ୍ଲଟ…

ଭିତ୍ତିପ୍ରସ୍ତରକୁ ୫ ବର୍ଷ ବିତିଲା, ଇଟା ଖଣ୍ଡେ ପଡ଼ିଲାନି

ଧାମନଗର, ୩୦ା୫ (ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଦୋବଲ କାଳୀପଡ଼ିଆଠାରେ କଲ୍ୟାଣ ମଣ୍ଡପ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଗ୍ରାମାଞ୍ଚଳରେ କଲ୍ୟାଣ ମଣ୍ଡପ ନିର୍ମାଣ ହେବ ଶୁଣି ସ୍ଥାନୀୟ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଯାଇଥିଲା। ଏହା…

ସଧବାଙ୍କ ଶୁଭ ମନାସେ ସାବିତ୍ରୀଆଡ଼ି

ଭଦ୍ରକ ଅଫିସ,୩୦ା୫: ପ୍ରତ୍ୟେକ ବର୍ଷ ଜ୍ୟେଷ୍ଠ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ କେଉଁ ଆବହମାନ କାଳରୁ ସଧବାମାନେ ସ୍ବାମୀଙ୍କ ଶୁଭ ମନାସି ସାବିତ୍ରୀ ବ୍ରତ ପାଳନ କରିଥାନ୍ତି। ସ୍ବାମୀଙ୍କ ଦୀର୍ଘାୟୁ କାମନା ତଥା ଶାନ୍ତିପୂର୍ଣ୍ଣ ଦାମ୍ପତ୍ୟ ଜୀବନ ନିର୍ବାହ ପାଇଁ ସଧବାମାନେ…

ଭୋଟର ତାଲିକା ପ୍ରସ୍ତୁତିରେ ଅନିୟମିତତା ଅଭିଯୋଗ

ଭଣ୍ଡାରିପୋଖରୀ, ୨୯।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ନାଆଁମୀ ଓ ନଗୁଆଁ ସମବାୟ ସମିତିରେ ନିର୍ବାଚନ ପାଇଁ ପ୍ରକାଶିତ ଭୋଟର ତାଲିକାରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ନିଜକୁ ସୁହାଉଥିବା ଭୋଟରମାନଙ୍କୁ ଏକାଧିକ ଥର ବିଭିନ୍ନ ଜୋନ୍‌ରେ ଭୋଟର କରାଯାଇଥିବା…

ପୌର ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର

ଭଦ୍ରକ ଅଫିସ, ୨୭।୫-ଭଦ୍ରକ ପୌରପାଳିକା କାଉନସିଲ ବୈଠକ ପରେ ଶୁକ୍ରବାର ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର ନେଇ ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ବୈଠକ ସରିବା ପରେ କୌଣସି କାରଣକୁ ନେଇ ଜଣେ ବ୍ୟକ୍ତି ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ରାଉତଙ୍କୁ…

ମହଙ୍ଗା ପଡ଼ିଲା ଫେସ୍‌ବୁକ ପ୍ରେମ: ଛଦ୍ମବେଶୀ ଯୁବକଙ୍କ ଚୁଟି କାଟିଦେଲେ ଗ୍ରାମବାସୀ

ବାସୁଦେବପୁର, ୨୭।୫(ଡି.ଏନ.ଏ.): ଫେସ୍‌ବୁକରୁ ପ୍ରେମ ଓ ପରେ ବିବାହ। ଜଣେ ଛଦ୍ମବେଶୀ ଯୁବକଙ୍କୁ ମହଙ୍ଗା ପଡ଼ିଛି ପ୍ରେମ କରିବା କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲାରେ। ସୂଚନାଯୋଗ୍ୟ, ଜମ୍ବୁ ରାମନଗର ଗ୍ରାମର ମେଘନା ଓରଫ ମେଘନାଦ ମଣ୍ଡଳ ନିଜକୁ…

ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଠିକାଦାର

ଧାମନଗର,୨୬।୫(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାବାଗ ଅଙ୍ଗନଓ୍ବାଡି କେନ୍ଦ୍ରରେ ଠିକାଦାର କାମସାରି ବିଲ୍‌ ନ ପାଇବାରୁ ତାଲା ପକାଇ ରଖିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଅଙ୍ଗନଓ୍ବାଡି କେନ୍ଦ୍ର ମରାମତି ପାଇଁ ବୁଲବୁଲ ସହାୟତାରେ ଦୁଇଲକ୍ଷ…

ଖତ ଖାଉଛି ଉଦ୍ଧାରକାରୀ ବୋଟ୍‌

ପଦ୍ମପୁର, ୨୪।୫ (ଡି.ଏନ.ଏ.) ଭଦ୍ରକ ଜିଲାର ବନ୍ୟା ଓ ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ଭାବେ ଜଣାଶୁଣା ବାସୁଦେବପୁର ବ୍ଲକରେ ଥିବା ଏକମାତ୍ର ଉଦ୍ଧାରକାରୀ ବୋଟ୍‌ ଏବେ ଖତ ଖାଉଛି। ବନ୍ୟା ସମୟରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଜଗନ୍ନାଥପ୍ରସାଦ…

କଳା ଧୂଆଁରେ ଲୋକେ ଅତିଷ୍ଠ

ଧାମନଗର,୨୪।୫(ଡି.ଏନ.ଏ.) ଭଦ୍ରକ ଜିଲା ଧାମନଗର ବଜାର ଅଞ୍ଚଳରେ ଦିନକୁ ଦିନ କଳା ଧୂଆଁ ଯୋଗୁ ଲୋକେ ଅତିଷ୍ଠ ହୋଇପଡ଼ୁଛନ୍ତି। ଏଥିପ୍ରତି ପ୍ରଶାସନ କିମ୍ବା ପରିବେଶ ବିଭାଗ ଆଦୌ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ଏହି କଳା ଧୂଆଁର କାରଣ…

କଲେଜ କର୍ମଚାରୀଙ୍କ ମଧ୍ୟରେ ଫାଟ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ବରପଦା ସ୍ଥିତ ଇଞ୍ଜିନିୟରିଂ କଲେଜରେ ପରିଚାଳନାଗତ ତ୍ରୁଟି ଓ କର୍ମଚାରୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଥିବା ସ୍ପଷ୍ଟ ହୋଇଛି। ଗୋଟିଏ ପଟେ କେତେକ କର୍ମଚାରୀ ୧୭ ମାସର ବକେୟା ଦରମା ପାଇଁ ଗତ ଏପ୍ରିଲ ମାସ ୨୫…

ଦନ୍ତା ବୁଲୁଥିବାରୁ ଅଞ୍ଚଳବାସୀ ଭୟଭୀତ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ଜିଲା ଆଗରପଡା ଅଞ୍ଚଳରେ ଏକ ଦନ୍ତା ହାତୀ ବୁଲୁଥିବାରୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ଗତ ୪ ବର୍ଷ ଧରି ଜ୍ୟେଷ୍ଠ ମାସରେ ଆମ୍ବ ପଣସ ସମୟରେ ଦନ୍ତା ହାତୀଟି ଆଗରପଡା ଅଞ୍ଚଳର ପାଟକନା, ରାଉତରାପୁର, ମହାନ୍ତିପଡା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri