ଭଦ୍ରକ

ସହରତଳି ଗାଁରେ ବିକାଶ ନାହିଁ

ଭଦ୍ରକ ଅଫିସ,୬।୩: ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ଚିଲପଦୀ ରାଉତସାହି ଗାଁକୁ ବିକାଶ ଅପହଞ୍ଚ। ଏନ୍‌ଏସି କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂରରେ ଥିବା ଏହି ଗାଁର ଅବସ୍ଥା ଦୀପ ତଳ ଅନ୍ଧାର ଭଳି। ସହର ତଳି ଏହି ଗାଁ ଲୋକଙ୍କୁ…

ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌ ରାଖାଲଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୬।୩ (ଡି.ଏନ.ଏ.): ଭୁବନେଶ୍ୱର ରେଳବାଇ ଇନ୍‌ଡୋର ଷ୍ଟାଡିୟମରେ ଫେବୃୟାରୀ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ଜାତୀୟ ହ୍ବୁଇଲ ଚେୟାର ଫ୍ୟାନ୍‌ସିଂ ଚାମ୍ପିୟାନଶିପ୍‌ରେ ଭଣ୍ଡାରିପୋଖରୀ ବ୍ଲକ ଅଧୀନ ତେସିଙ୍ଗା ଗ୍ରାମର ଦିବ୍ୟାଙ୍ଗ ରାଖାଲ କୁମାର ସେଠି କୃତିତ୍ୱ ହାସଲ…

ଟାର୍ଗେଟ୍‌ ନାହିଁ, ପଡ଼ିରହିଛି ଧାନ

ଧାମନଗର,୬।୩: ଭଦ୍ରକ ଜିଲା ଧାମନଗର ସେବା ସମବାୟ ସମିତି ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ ପାରି ହତାଶ ହୋଇପଡ଼ିଛନ୍ତି। ଟୋକନ ଅବଧି ଶେଷ ହେବା ସହ ଟାର୍ଗେଟ୍‌ ଅଭାବରୁ ଚାଷୀ ଅମଳ କରିଥିବା ଧାନ ସମିତିକୁ ବିକ୍ରି…

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି

ଭଦ୍ରକ ଅଫିସ, ୫ ।୩ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଅଫ୍‌ଲାଇନ ପରିବର୍ତ୍ତେ ଅନ୍‌ଲାଇନ କରିବା ଦାବିରେ ଶୁକ୍ରବାର ଛାତ୍ର ଅଶାନ୍ତି ଦେଖାଦେଇଛି। ଛାତ୍ରୀଛାତ୍ର କଲେଜ ଫାଟକରେ ତାଲା ପକାଇ ହୋହାଲ୍ଲା କରି ଆନ୍ଦୋଳନ କରିଥିଲେ। ଟାଉନ ଥାନା…

ବାଇକ୍‌ରେ ଗଞ୍ଜେଇ ନେଇ ଖସିଯିବାକୁ ବସିଥିଲେ, ବାନ୍ଧିନେଲା ପୋଲିସ

ବନ୍ତ,୪।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବ୍ଲକ ଛକଠାରେ ଗୁରବାର ବିଳମ୍ବିତ ରାତିରେ ପୋଲିସ ବାଇକ୍‌ ଯାଞ୍ଚ କରିଥିଲା। ଯାଞ୍ଚବେଳେ ୧ କିଗ୍ରା ୮୫୯ ଗ୍ରାମ ଗଞ୍ଜେଇ ଜବତ କରିବା ସହ ୨ ଜଣ ଯୁବକଙ୍କୁ…

ଭାଜପାରୁ ଦୁଇଥର ବିଜୟ ପରେ ଶଙ୍ଖ ଧରିଲେ ପୂର୍ବତନ କାଉନସିଲର

ଭଦ୍ରକ ଅଫିସ,୪।୩: ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନ ପୂର୍ବରୁ ବିଜେଡି ପକ୍ଷରୁ ଆରମ୍ଭ ହୋଇଛି ମହାମିଶ୍ରଣ ପର୍ବ। ଭାଜପା ଛାଡ଼ି ବିଜେଡିରେ ମିଶିଛନ୍ତି ଯୁବନେତା ତଥା ଭଦ୍ରକ ପୌରପାଳିକାର ପୂର୍ବତନ କାଉନସିଲର ଘାଉଲି ଜେନା। ପ୍ରତିକୂଳ ପରିସ୍ଥିତିରେ ସେ ଭଦ୍ରକ…

୩୦ ଓ୍ବାର୍ଡରେ ୮୭,୩୭୭ ଭୋଟର

ଭଦ୍ରକ ଅଫିସ, ୩ା୩: ଭଦ୍ରକ ପୌର ପରିଷଦ ନିର୍ବାଚନ ଲାଗି ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ୩୦ଟି ୱାର୍ଡ ବିଶିଷ୍ଟ ଏହି ପୌର ପରିଷଦର ମୋଟ ଭୋଟର ସଂଖ୍ୟା ୮୭ ହଜାର ୩୭୭। ସେଥି ମଧ୍ୟରେ ୪୪, ୫୭୭ ପୁରୁଷ, ୪୨,…

ଭକ୍ତମୟ ଆଖଣ୍ଡଳମଣି ପୀଠ

ଆରଡି, ୨।୩(ଡି.ଏନ.ଏ.) ଭଦ୍ରକ ଜିଲାର ଆରଡ଼ି ଆଖଣ୍ଡଳମଣି ପୀଠରେ ମହାଶିବରାତ୍ରି ଉପଲକ୍ଷେ ଭକ୍ତଙ୍କ ଭିଡ଼ ହୋଇଥିଲା। ମଙ୍ଗଳବାର ଭୋର ୪ଟାରେ ମନ୍ଦିର ପହଡ ଖୋଲାଯାଇ ମଙ୍ଗଳ ଆଳତୀ କରାଯାଇଥିଲା ା ସାଢେ ୪ଟାରେ ବାବାଙ୍କ ସ୍ନାନକୃତ୍ୟ ସମ୍ପନ୍ନ ପରେ କନିକା ରାଜାଙ୍କ…

ସୁନା ବେଶରେ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଆରଡ଼ି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ମହାଶିବରାତ୍ରିରେ ବାବା ଆଖଣ୍ଡଳମଣିଙ୍କର ଅପୂର୍ବ ସୁନାବେଶକୁ ଶ୍ରଦ୍ଧାଳୁ ଦର୍ଶନ କରିଥିଲେ । ବିଧି ମୁତାବକ ରାତି ୧୨ଟାରେ ଏହା ଆରମ୍ଭ ହୋଇଥିଲା । ରାତି ଗୋଟେରୁ ୩ଟା ପର୍ଯ୍ୟନ୍ତ ଭକ୍ତମାନେ ଏହି ଅପରୂପ…

ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ: ଲମ୍ବା ଧାଡ଼ିରେ ଭକ୍ତ

ଆରଡ଼ି,୧।୩,(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ମହାଶିବରାତ୍ରି ଅବସରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ଆରଡି, ସୁନ୍ଦରପୁର, ନାନ୍ଦପୁର, ଓଳଗ ଆଦି ୪ ପଞ୍ଚାୟତର ଅଧିବାସୀ ଲମ୍ବା ଲାଇନରେ ଆସି ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ । ଭୋର୍‌ ୪…

ବାବା ଆଖଣ୍ଡଳମଣୀଙ୍କ ନୀତିକାନ୍ତି, ଜାଣନ୍ତୁ କେତେବେଳେ ଉଠିବ ମହାଦୀପ

ଆରଡ଼ି,୨୮।୨(ଡି.ଏନ୍‌.ଏ.): ବାବା ଆଖଣ୍ଡଳମଣୀଙ୍କ ପୀଠରେ ମଙ୍ଗଳବାର ଜାଗର ଯାତ୍ରା ଅନୁଷ୍ଠିତ ହେବ। ବାବାଙ୍କ ନୀତିକାନ୍ତି ଓ ମହାଦୀପ ଉଠିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ଚିଠା ପ୍ରକାଶ ପାଇଛି । ମଙ୍ଗଳବାର ଭୋର ୪ଟାରେ ବାବାଙ୍କ ମଙ୍ଗଳବାର ଆଳତି ହେବ…

ଖବରକାଗଜ ବିତରକରୁ ହେଲେ ସରପଞ୍ଚ

ବାସୁଦେବପୁର,୨୭।୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ସହରର ଖବରକାଗଜ ବିକ୍ରେତା ଗୌରାଙ୍ଗ ଚନ୍ଦ୍ର ପଣ୍ଡା ନରସିଂହପୁର ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। କଂଗ୍ରେସ ସମର୍ଥିତ ସରପଞ୍ଚ ପ୍ରାର୍ଥୀ ଭାବେ ଗୌରାଙ୍ଗ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ୨୪୦ ଖଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri