କାର୍ଯ୍ୟକ୍ଷମ ହେଉନି କ୍ଲଷ୍ଟର ସାଲୋ ପଏଣ୍ଟ
ବନ୍ତ,୨୭।୨(ଡି.ଏନ.ଏ.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ଥିବା କ୍ଲଷ୍ଟର ସାଲୋ ପଏଣ୍ଟ କାର୍ଯ୍ୟକ୍ଷମ ହେଉନାହିଁ। ଫଳରେ ୨୫ ହେକ୍ଟର ଜମିରେ ପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହେବା ଆଶଙ୍କା ପ୍ରକାଶ କରିଛନ୍ତି ଚାଷୀ। ଏନେଇ ବାରମ୍ବାର…
ବିଜେଡିର ସମର୍ଥକଙ୍କ ମୃତ୍ୟୁ: ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଥାନା ଘେରାଉ
ପଦ୍ମପୁର,୨୬।୨(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତର ଉହାଦ ଗ୍ରାମର ଭଗବାନ ନାୟକଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କୁ ଗତ ରବିବାର ଉକ୍ତ ଗ୍ରାମର କେତେକ ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ। ଭଗବାନ ବିଜେଡିର ସମର୍ଥକ…
ଆରମ୍ଭ ହେଲା ଭୋଟ୍ ଗଣତି
ଆରଡି, ୨୬।୨( ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ୧ନଂ ଜିଲା ପରିଷଦ ଜୋନରେ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । ଚାନ୍ଦବାଲି ମହାବିଦ୍ୟାଳୟରେ କଡା ସୁରକ୍ଷା ବଳୟରେ ଗଣତି ଚାଲିଛି । ଆରଡି, ନାନ୍ଦପୁର, ସୁନ୍ଦରପୁର,…
ପୁଣେରେ ଓଡ଼ିଆ ଯୁବକଙ୍କ ଜୀବନ ଗଲା
ଭଦ୍ରକ ଅଫିସ, ୨୪ା୨: ପୁଣେରେ କାର୍ଯ୍ୟରତ ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଅନଳଡିହ ଗ୍ରାମର ବାସୁଦେବ ନାୟକ ନାମକ ଯୁବକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବାସୁଦେବ ପୁନେରେ ଏକ ଘରୋଇ କମ୍ପାନୀରେ ୧୦ବର୍ଷରୁ ଊଦ୍ଧର୍ବ ହେଲା…
ବାଲଟ ପେପର ଛଡ଼ାଇନେଲେ ଏଜେଣ୍ଟ, ନିର୍ବାଚନ ବାତିଲ
ଭଦ୍ରକ ଅଫିସ,୨୪ା୨: ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତ ୧ ନମ୍ବର ଓ୍ବାର୍ଡରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଜଣେ ଏଜେଣ୍ଟ ବୁଥ୍ରୁ ବାଲଟ ପେପର ଛଡ଼ାଇ ନେବା ପରେ ନିର୍ବାଚନକୁ ବାତିଲ କରାଯାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ…
ନାମଲେଖା ବାତିଲ ପ୍ରତିବାଦରେ ଛାତ୍ର ଅଶାନ୍ତି
ଭଦ୍ରକ ଅଫିସ,୨୪।୨: ନକଲି ଦିବ୍ୟାଙ୍ଗ ସାର୍ଟିଫିକେଟ ଦାଖଲ କରି ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ନାମ ଲେଖାଇଥିବା ୨୮ଜଣ ଛାତ୍ରୀଛାତ୍ର ଚିହ୍ନଟ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୨୮ ଛାତ୍ରୀଛାତ୍ରଙ୍କ ନାମଲେଖା ବାତିଲ କରାଯାଇଛି। ଏହାର ପ୍ରତିବାଦରେ…
ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା , ୨୫ ହଜାର
ପଦ୍ମମପୁର,୨୩।୨(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ରାମର ଆଲୋକ ନାମକ ଜଣେ ବ୍ୟକ୍ତିଙ୍କ ଘରେ ନିଆଁ ଲାଗି ତିନି ବଖରା ଘର ସମ୍ପୂର୍ଣ୍ଣ ଜଳି ଯାଇଛି। ନିଆଁରେ ନଗଦ ୨୫ହଜାର…
ବିଜେଡି କର୍ମୀଙ୍କୁ ହତ୍ୟା
ଭଦ୍ରକ ଅଫିସ/ଧାମନଗର, ୨୩ା୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ନେଇ ରାଜନୈତିକ ହିଂସା ଉଗ୍ରରୂପ ଧାରଣ କରିଛି। ସୋମବାର ରାତିରେ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ…
୧୩ ନଂ. ଜୋନ୍ରେ ଅଭିନେତ୍ରୀ ବର୍ଷାଙ୍କ ପ୍ରଚାର
ଧାମନଗର, ୨୨।୨ ଭଦ୍ରକ ଜିଲା ଧାମନଗର ବ୍ଲକରେ ଆସନ୍ତା ୨୪ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଣୁ ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାରରେ ଲାଗିପଡ଼ିଛନ୍ତି। ନିଜ ସପକ୍ଷରେ ଭୋଟ୍ ପାଇଁ ଭୋଟରମାନଙ୍କୁ ମନାଇବା ପାଇଁ ପ୍ରୟାସ ଚଳାଇଛନ୍ତି। ତେବେ ବିଜେଡି ପକ୍ଷରୁ…
ରାଜନୈତିକ ହିଂସା: ଘର, ଗାଡ଼ି ଭଙ୍ଗାରୁଜା
ବାସୁଦେବପୁର,୨୨।୨ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଭାତପଡ଼ା ଗ୍ରାମରେ ରବିବାର ରାତିରେ ରାଜନୈତିକ ହିଂସା ଘଟିଛି। କଂଗ୍ରେସ ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ନେଇ ଉତ୍ତେଜନା ଦେଖାଦେଇଛି। ଆକ୍ରମଣ ଓ ପ୍ରତି ଆକ୍ରମଣରେ ଦୁଇଜଣ…
ଜଗନ୍ନାଥଙ୍କ ଫଟୋ ଛୁଆଁଇ ଶପଥ କରାଇଲେ
ଚାନ୍ଦବାଲି, ୨୨।୨ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ନାଲଗୁଣ୍ଡା ପଞ୍ଚାୟତ ଇଟୁଆ ୧୨ନଂ. ୱାର୍ଡରେ ବୁଥ୍ କ୍ୟାପଚରିଂ ଯୋଗୁ ଆସନ୍ତା ୨୩ ତାରିଖରେ ପୁନଃ ନିର୍ବାଚନ ଅନୁଷ୍ଠିତ ହେବ। ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପ୍ରତିଭା ବିଶ୍ୱାଳ ଓ…
ନିର୍ବାଚନ ପୂର୍ବରୁ ଭାଙ୍ଗିଦେଲେ ୱାର୍ଡସଭ୍ୟ ପ୍ରାର୍ଥୀଙ୍କ ଘର
ବାସୁଦେବପୁର,୨୧।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତ ଭାତପଡ଼ା ଗ୍ରାମରେ ରାଜନୈତିକ ହିଂସା ଘଟିଛି। କଂଗ୍ରେସ ଏବଂ ବିଜେଡି ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଆକ୍ରମଣରେ ଦୁଇଜଣ ଆହତ ହୋଇଛନ୍ତି। ସେମାନେ ହେଲେ…
Archives


