ପ୍ରିଜାଇଡିଂ ଅଫିସରଙ୍କୁ ମାଡ଼, ଛଡେଇ ନେଲେ ଭୋଟବାକ୍ସ
ଭଦ୍ରକ ଅଫିସ,୨୦।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ରବିବାର ଥିଲା ତୃତୀୟ ପର୍ଯ୍ୟାୟ ମତଦାନ। କୋହ୍ଲ ପଞ୍ଚାୟତର ୪ ନନମ୍ବର ବୁଥ୍ରେ ଉତ୍ତେଜନା ଦେଖାଦେଇଛି। ବାଲଟ ପେପର ଫୋଲ୍ଡିଂରେ ତ୍ରୁଟି ଯୋଗୁ ଚିହ୍ନ ଦେଖାଯାଉ ନ ଥିବାରୁ ଲୋକେ ଉତ୍ତ୍ୟକ୍ତ ହୋଇ…
ପୋଲ ତଳକୁ ଖସି ବାଇକ୍ ଆରୋହୀଙ୍କ ଜୀବନ ଗଲା
ବାସୁଦେବପୁର,୨୦।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତାର ମନ୍ଦାରୀ ପୋଲ ନିକଟରେ ପୋଲ ତଳକୁ ଖସି ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଅଧୀନ ରାମଚନ୍ଦ୍ରପୁର ଗ୍ରାମର ଭାଗୀରଥି ପଣ୍ଡା(୪୫)। ସୁଶାନ୍ତ ବେହେରା ନାମକ…
ମତଦାନ ବେଳେ ଉତ୍ତେଜନା: ୩ ଖବରଦାତାଙ୍କୁ ଆକ୍ରମଣ, କ୍ୟାମେରା ଭଙ୍ଗାରୁଜା
ଚାନ୍ଦବାଲି,୧୮।୨(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତ ହଳଦିଆ ଗ୍ରାମର ୧୨ ଓ ୧୩ ନଂ. ବୁଥ୍ରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଉତ୍ତେଜନା ଦେଖାଦେଇଛି। ଖବର ସଂଗ୍ରହ କରିବାକୁ ଯାଇଥିବା ବୈଦ୍ୟୁତିକ ଗଣମାଧ୍ୟମର…
କେନାଲ କଂକ୍ରିଟ ରାସ୍ତା ନିମ୍ନମାନର ଅଭିଯୋଗ
ଖଇରା, ୧୪ା୨(ଡି.ଏନ.ଏ.) ଭଦ୍ରକ କେନାଲ ଡିଭିଜନ ତଥା ଖଇରା ସବ୍ଡିଭିଜନ ଅନ୍ତର୍ଗତ ଗୋପାଳପୁର ମାଇନରର ଗର୍ସଙ୍ଗ ନିକଟରେ କେନାଲ ପାର୍ଶ୍ୱରେ ଚାଲିଥିବା କଂକ୍ରିଟ ରୋଡ କାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିବା ସହ ସହକାରୀ ଯନ୍ତ୍ରୀଙ୍କଠରେ ଲିଖିତ…
ଭାଜପା ଗଡ଼ ହାତେଇବାକୁ ବିଜେଡିର କସରତ
ଧାମନଗର, ୧୪ା୨ (ଡି.ଏନ.ଏ) ପଞ୍ଚାୟତ ନିର୍ବାଚନ ପାଇଁ ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ୪ ଜିଲା ପରିଷଦ ଜୋନ୍ରେ ଭାଜପା ଓ ବିଜେଡି ମଧ୍ୟରେ ଚାଲିଛି ଜୋର୍ଦାର ଟକ୍କର। ସେଥିମଧ୍ୟରୁ ୧୧ ନଂ. ଦୋବଲ ଜିଲା ପରିଷଦ ଜୋନ୍ ଫୋକ୍ସରେ ରହିଛି। ବିଗତ…
ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ ଅଭିନେତ୍ରୀ ବର୍ଷା
ଭଦ୍ରକ ଅଫିସ, ୧୩।୨: ଭଦ୍ରକ ଜିଲା ସଦର ବ୍ଲକରେ ଆସନ୍ତା ୧୬ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରାର୍ଥୀଙ୍କ ପ୍ରଚାର ଜୋର୍ଦାର ଚାଲିଛି। ରବିବାର ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜେଡି ପ୍ରାର୍ଥୀମାନଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି।…
ସରପଞ୍ଚ, ସମିତିସଭ୍ୟ ପ୍ରାର୍ଥୀଙ୍କୁ ଅଟକ ରଖିଲେ ଗ୍ରାମବାସୀ
ବାସୁଦେବପୁର, ୧୩।୨(ଡି.ଏନ.ଏ.)-ବାସୁଦେବପୁର ବ୍ଲକର ବରଣ୍ଡୁଆ ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ମଳିକ ଓ ସମିତିସଭ୍ୟ ପ୍ରାର୍ଥୀ ପ୍ରଭାସ ଚନ୍ଦ୍ର ମହାନ୍ତି ଶ୍ରୀମଦ୍ ଭଗବଦ୍ ଗୀତା ଉପରେ ସେମାନଙ୍କର ଚିହ୍ନ ଲଗାଇ ଶନିବାର ଲୋକଙ୍କୁ ବାଣ୍ଟୁଥିବା ବେଳେ ରତାଙ୍ଗ ଗ୍ରାମବାସୀ ସେମାନଙ୍କୁ…
ପ୍ରତିଶ୍ରୁତିରେ ଅଟକିଛି ବିକାଶ
ଭଦ୍ରକ ଅଫିସ,୧୨।୨: ପ୍ରତିଶ୍ରୁତିରେ ଅଟକିଛି ଘାଟ ଓ ପୋଲର ବିକାଶ। କେବଳ ନିର୍ବାଚନ ଆସିଲେ ନେତାଙ୍କ ପ୍ରତିଶ୍ରୁତି ହିଁ ସାର। ନିର୍ବାଚନ ସରିଲେ ଘାଟର ଅବସ୍ଥା କଥାକୁ ଗୁରୁତ୍ୱ ଦିଆଯାଉ ନାହିଁ। କେଉଁଠି ଦଉଡ଼ିରେ ବନ୍ଧା ଯାତ୍ରୀଙ୍କ ଜୀବନ ତ ଆଉ…
ଗଡ଼ ବଞ୍ଚାଇବାକୁ ବିଜେଡିର ଉଦ୍ୟମ
ଆରଡ଼ି,୧୧।୨(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅଧୀନ ୧ ନଂ. ଜିଲା ପରିଷଦ ଜୋନ୍ରେ ଏଥର ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଏଥର ସାଧାରଣ ବର୍ଗର ପ୍ରାର୍ଥୀମାନେ ଏଠାରେ ନିର୍ବାଚନ ଲଢୁଛନ୍ତି। ୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ ବି ମୁଖ୍ୟତଃ ବିଜେଡି,…
ଭୋଟରଙ୍କୁ ମନାଇବାରେ ଲାଗିଛନ୍ତି ପ୍ରାର୍ଥୀ
ଭଣ୍ଡାରିପୋଖରୀ,୧୧।୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି, ପ୍ରାର୍ଥୀମାନେ ଭୋଟ୍ ପାଇଁ ଦୁଆର ଦୁଆର ବୁଲି ପ୍ରଚାରକୁ ସେତେ ସରଗରମ କରୁଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଷୋଳମପୁର ପଞ୍ଚାୟତରେ ସରପଞ୍ଚ ଓ ସମିତିସଭ୍ୟ ପାଇଁ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ବିଜେଡିର…
ନିର୍ଦ୍ଧାରିତ ସମୟ ପୂର୍ବରୁ ସାରିବାକୁ ନିର୍ଦ୍ଦେଶ
ଆରଡ଼ି, ୧୦ା୨ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ପଞ୍ଚାୟତ ମଠଡିହ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫-ଟି ଅନ୍ତର୍ଭୁକ୍ତ କରାଯାଇଛି। ଏଥିନିମନ୍ତେ ଇ ସ୍ମାର୍ଟ କ୍ଲାସରୁମ୍, ଇ ଲାଇବ୍ରେରୀ, ସାଇନ୍ସ ଲ୍ୟାବ୍, ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ପ୍ରାୟ ଦୁଇମାସ…
ପ୍ରାର୍ଥୀଙ୍କ ପାଇଁ ବିଧାୟକଙ୍କ ପ୍ରଚାର
ପଦ୍ମପୁର, ୧୦ା୨ (ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି। ବିଭିନ୍ନ ପଞ୍ଚାୟତର ସାହି ଏବଂ ୱାର୍ଡ ବୁଲି ଲୋକଙ୍କ ମୌଳିକ ସମସ୍ୟାକୁ ବୁଝି ତାହାର ସମାଧାନ…
Archives


