ଭଦ୍ରକ

ବିନା ନିଲାମରେ ପୋଖରୀରୁ ମାଛଧରା, ଥାନାରେ ଏତଲା ଦେଲେ ସରପଞ୍ଚ

ପଦ୍ମପୁର, ୧୯।୫ (ଡି.ଏନ.ଏ.): ଭଦ୍ରକ ଜିଲା ସଦର ବ୍ଲକ ସାହାଡ଼ା ପଞ୍ଚାୟତର ନିଲାମ ହୋଇ ନ ଥିବା ଦୁଇଟି ପୋଖରୀରୁ ଗ୍ରାମର କେତେଜଣ ବ୍ୟକ୍ତି ଜାଲ ଟାଣି ବୁଧବାର ମାଛ ଧରି ନେଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମବାସୀ ବିଡିଓଙ୍କ…

ଡ୍ରେନେଜ, ପାନୀୟଜଳ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ

ଧାମନଗର, ୧୮।୫ (ସ୍ବ.ପ୍ର./ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ଏନ୍‌ଏସିର ପ୍ରଥମ ସାଧାରଣ ବୈଠକ ମଙ୍ଗଳବାର ଅଧ୍ୟକ୍ଷା ନିବେଦିତା ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ପ୍ରତିନିଧି ଶରତ ଚନ୍ଦ୍ର ମହାନ୍ତି, ଏନ୍‌ଏସି ଉପାଧ୍ୟକ୍ଷ ଓ୍ବାସିମ ଏଜଦାନୀ…

୨୩ ଦିନରେ କର୍ମଚାରୀଙ୍କ ଧାରଣା

ଭଦ୍ରକ ଅଫିସ, ୧୮।୫ – ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଫାଟକ ସମ୍ମୁଖରେ କର୍ମଚାରୀମାନଙ୍କ ଧାରଣା ୨୩ ଦିନରେ ପହଞ୍ଚିଛି। ଗତ ଏପ୍ରିଲ ୨୫ରୁ ଧାରଣା ଆରମ୍ଭ ହୋଇଥିବା ବେଳେ ୨୯ ତାରିଖରେ ଭଦ୍ରକ ଉପଜିଲାପାଳ ମନୋଜ ପାତ୍ର, ଗ୍ରାମାଞ୍ଚଳ ଥାନାଧିକାରୀ…

ଦେବ ଦମ୍ପତିଙ୍କ ଲଗ୍ନ ମହୋତ୍ସବ

ଆରଡ଼ି,୧୭।୫ (ଡି.ଏନ.ଏ.) ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଆସନ୍ତା ଜୁନ୍‌ ୪ରେ ଶୀତଳ ଷଷ୍ଠୀରେ ଦେବଦେବ ମହାଦେବ ଓ ଶୈଳ ନନ୍ଦିନୀ ମାତା ପାର୍ବତୀଙ୍କ ବିବାହ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ସମ୍ପୂର୍ଣ୍ଣ ଲୋକାଚାରରେ ଦେବଦମ୍ପତିଙ୍କ ଲଗ୍ନ ମହୋତ୍ସବ…

ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ

ଆରଡ଼ି,୧୬।୫(ଡି.ଏନ.ଏ.): ସରକାରଙ୍କ ମୋ କୁଡ଼ିଆ, ବିଜୁ ପକ୍କାଘର, ଇନ୍ଦିରା ଆବାସ ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏଠି ପହଞ୍ଚିପାରି ନାହିଁ। ଘରଡିହ ୧ ଡିସିମିଲରୁ କମ୍‌ ହୋଇଥିଲେ ବି ବସୁନ୍ଧରା ଯୋଜନା ଫିକା ପଡ଼ିଛି। ସବୁଦିନ ପର ଘରେ ମୂଲ ଲାଗୁଥିଲେ…

ବିପର୍ଯ୍ୟୟ କ୍ଷତି ରୋକିବାକୁ ପ୍ରସ୍ତୁତି

ପଦ୍ମପୁର, ୧୬।୫ (ଡି.ଏନ.ଏ.): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ବାତ୍ୟା ଓ ବନ୍ୟା ପ୍ରବଣ ଅଞ୍ଚଳ। ପ୍ରତିବର୍ଷ ଲଘୁଚାପ ଜନିତ ବନ୍ୟା ଓ ବାତ୍ୟାରେ କ୍ଷୟକ୍ଷତିକୁ ରୋକିବା ପାଇଁ ଆରମ୍ଭ ହୋଇଛି ପୂର୍ବ ପ୍ରସ୍ତୁତି। ବ୍ଲକର ମନ୍ତେଈ ନଦୀକୂଳବର୍ତ୍ତୀ ବାଲିମେଦ ଓ…

ପ୍ରଧାନମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍‌ ପାଇବେ ସମୀର

ପଦ୍ମପୁର, ୧୬।୫ (ଡି.ଏନ.ଏ.)-ପିଲାଟି ଦିନରୁ ଜଣେ ମେଧାବୀ ଛାତ୍ର ଥିଲେ। ନିଜେ ଭଲ ପାଠ ପଢ଼ିବା ସହ ଅନ୍ୟ ପିଲାମାନଙ୍କୁ ପଢ଼ାଉଥିଲେ। ବିଜ୍ଞାନ ପ୍ରତି ଥିଲା ତାଙ୍କର ଅହେତୁକ ଦୁର୍ବଳତା। ସେ ହେଲେ ବାସୁଦେବପୁର ବ୍ଲକ ଲୁଙ୍ଗା ଗ୍ରାମର ସତ୍ୟସୁନ୍ଦର ନାୟକଙ୍କ…

ମହିଳାଙ୍କୁ ଅସଦାଚରଣ କରି ଗିରଫ ହେଲେ ଗୁଣିଆ

ଚାନ୍ଦବାଲି,୧୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅଞ୍ଚଳରେ ତନ୍ତ୍ରମନ୍ତ୍ର ବାହାନାରେ ଜଣେ ମହିଳାଙ୍କୁ ଅସଦାଚରଣ କରି ଗୁଣିଆ ଗିରଫ ହୋଇଛନ୍ତି। ସେ ହେଲେ ବାରାକୋଲ୍ଲା ଗାଁର ସାଧୁଆ ଜେନା। ଏନେଇ ମହିଳାଙ୍କ ଏତଲା କ୍ରମେ ବାଂଶଡ଼ା ଥାନାରେ ଏକ…

ରାସ୍ତାରୁ ମାଟି ଖୋଳି ରାସ୍ତାରେ ପକାଯାଉଛି

ପଦ୍ମପୁର,୧୫।୫(ଡି.ଏନ.ଏ.): ଭଦ୍ରକ-ପଦ୍ମପୁର ଭାୟା ଇଚ୍ଛାପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ରାସ୍ତା ମରାମତି ନଁାରେ ପ୍ରତିବର୍ଷ ପିଚୁ ଢଳେଇ ପଡୁଛି। ମାତ୍ର ୬ମାସ ନ ପୂରୁଣୁ ରାସ୍ତାରେ ଖାଲଖମା ଭର୍ତ୍ତି। ଠିକାଦାର ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ଯୋଗୁ ଏଭଳି…

ସପ୍ତମ ବେତନ ପ୍ରଦାନ ନେଇ ସରକାରଙ୍କ ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭଦ୍ରକ ଅଫିସ, ୧୫।୫: ସପ୍ତମ ବେତନ ପ୍ରଦାନ ନେଇ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଆନ୍ଦୋଳନ କରାଯିବ ବୋଲି ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ପକ୍ଷରୁ ଶନିବାର ଅପରାହ୍ନରେ ଭଦ୍ରକ ସହର ଅପର୍ତିବିନ୍ଧାସ୍ଥିତ ଅଫିସଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କୁହାଯାଇଛି। ଓଷ୍ଟାର ରାଜ୍ୟ…

ଚାନ୍ଦବାଲି ଏନ୍‌ଏସିର ପ୍ରଥମ ସାଧାରଣ ବୈଠକ: ୪୨.୯୪ କୋଟି ବଜେଟ ଉପସ୍ଥାପନ

ଚାନ୍ଦବାଲି, ୧୫।୫ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ)ର ପ୍ରଥମ ସାଧାରଣ ବୈଠକ ଅଧ୍ୟକ୍ଷା ଶାନ୍ତିଲତା ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ଡ. ବ୍ୟୋମକେଶ ରାୟ, ଏମ୍‌ପିଙ୍କ ପ୍ରତିନିଧି…

ପୋଲ ନିର୍ମାଣରେ ଅନିୟମିତତା

ବନ୍ତ,୧୫।୫(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ବରହମପୁର-ଶିଆଳିଆ ଭାୟା ଦୋଳପଦୀ ପୂର୍ତ୍ତ ବିଭାଗ ରାସ୍ତାର ଦୋଳପଦୀଠାରେ ପୋଲ ଓ କଲଭର୍ଟ ନିର୍ମାଣରେ ଅନିୟମିତତା କରାଯାଇଛି। ଫଳରେ ବର୍ଷାଦିନେ ଘରପଦା ଓ ଦୋଳପଦୀ ଗ୍ରାମର ପ୍ରାୟ ୪୦ରୁ ୫୦ ଏକର ଚାଷଜମିରେ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?