ଭଦ୍ରକ

ଧସିଲା ବୈତରଣୀ ନଦୀବନ୍ଧ

ଆରଡ଼ି,୨।୨(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ନିକଟରେ ବୈତରଣୀ ନଦୀ ମଧ୍ୟକୁ ମଙ୍ଗଳବାର ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ଧସି ଯାଇଛି। ଏଥି ସହିତ ୨ଟି ତାଳଗଛ ମଧ୍ୟ ନଦୀଗର୍ଭକୁ ଚାଲିଯାଇଛି। କ୍ରମାଗତ ଭାବେ ପ୍ରତିବର୍ଷ ଏହି…

ଭଦ୍ରକରେ ରାଜନୈତିକ ହିଂସା: ଯୁବକଙ୍କୁ ମାଡ଼ ମାରି ପୋଖରୀରେ ଫିଙ୍ଗିଲେ; ପ୍ରତିବାଦରେ ରାସ୍ତାରୋକୋ

ଭଦ୍ରକ ଅଫିସ,୧।୨: ଭଦ୍ରକ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ହିଂସା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ଭଦ୍ରକ ବ୍ଲକ ବ୍ରହ୍ମପୁର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ହଟାଗଲା ହୋର୍ଡିଂ

ଭଣ୍ଡାରିପୋଖରୀ, ୧।୨ (ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗ୍ରାମାଞ୍ଚଳରେ ତିନି ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଆରମ୍ଭ ହୋଇଯାଇଛି। ସରକାରଙ୍କ ଯୋଜନା ସମ୍ପର୍କରେ ସୂଚନା ଦେଉଥିବା ଏବଂ ଦଳର ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ହୋର୍ଡିଂ ହଟାଇବା ପାଇଁ ନିର୍ବାଚନ କମିଶନ ପ୍ରଶାସନକୁ…

ନିର୍ବାଚନ ରଣାଙ୍ଗନରେ ୭୭ ବର୍ଷୀୟ ସୁବାସ

ଆରଡ଼ି, ୩୧।୧ (ଡି.ଏନ.ଏ.) ଅର୍ଥ ନୁହେଁ ପ୍ରାର୍ଥୀଙ୍କୁ ଦେଖନ୍ତୁ, ବକ୍ତବ୍ୟ ନୁହେଁ ବ୍ୟକ୍ତିଙ୍କୁ ଦେଖନ୍ତୁ, ଚିତ୍ର ନୁହେଁ ଚରିତ୍ର ଦେଖନ୍ତୁ। ଏଭଳି ଲେଖାଥିବା ପୁସିଂ କାର୍ଡ ଧରି ଘରକୁ ଘର ବୁଲୁଛନ୍ତି ସରପଞ୍ଚ ପ୍ରାର୍ଥୀ ୭୭ ବର୍ଷୀୟ ସୁବାସ ଚନ୍ଦ୍ର ନାୟକ।…

ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ହଟାଯାଉନି ହୋର୍ଡିଂ

ଭଣ୍ଡାରିପୋଖରୀ,୩୧।୧(ଡି.ଏନ.ଏ) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗ୍ରାମାଞ୍ଚଳରେ ତିନି ପ୍ରମୁଖ ଦଳ ପକ୍ଷରୁ ଲୋକଙ୍କୁ ଭେଟି ଭୋଟ୍‌ ଭିକ୍ଷା ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳରେ ସରକାରଙ୍କ ଯୋଜନା ସମ୍ପର୍କରେ ସୂଚନା ଦେଉଥିବା ଫଳକ ଓ ଦଳର ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ହୋର୍ଡିଂ ହଟାଇବା ଲାଗି…

କିଚେନ ଗାର୍ଡେନ ନାଁରେ ଅର୍ଥ ଆତ୍ମସାତ୍‌

ଭଦ୍ରକ ଅଫିସ,୩୦ା୧: ଭଦ୍ରକ ଜିଲାରେ କିଚେନ ଗାର୍ଡେନ ପ୍ରତିଷ୍ଠା ନାଁରେ ୭୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହେଉଛି। ଗାର୍ଡେନ ପ୍ରତିଷ୍ଠା ନ କରି କିମ୍ବା ନାଁକୁ ମାତ୍ର ଗାର୍ଡେନ କରି ଅନୁଦାନ ଟଙ୍କା ଆତ୍ମସାତ୍‌ କରାଯାଇଛି। ଜିଲାରେ…

କିରୋସିନ ବଣ୍ଟନରେ ଅନିୟମିତତା

ବାସୁଦେବପୁର, ୨୯।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ରିଟେଲର କିରୋସିନ ବଣ୍ଟନରେ ଅନିୟମିତତା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ହିତାଧିକାରୀମାନେ ଗୁରୁବାର ସନ୍ଧ୍ୟାରେ କଣ୍ଟ୍ରୋଲ ଦୋକାନ ଆଗରେ ହୋହଲ୍ଲା କରିଥିଲେ। ଫଳରେ କିରୋସିନ ବଣ୍ଟନକୁ…

ଭୋଟର ତାଲିକାରୁ ବାଦ୍‌ ୫୪

ଭଦ୍ରକ ଅଫିସ, ୨୫ ।୧ ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ ନଁା ଭୋଟର ତାଲିକାରୁ ବାଦ୍‌ ପଡ଼ିଛି। ଏନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ସାମ୍ବିଧାନିକ…

ଦୁର୍ଘଟଣାରେ ଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ଭଦ୍ରକ ଅଫିସ, ୨୪।୧: ଭଦ୍ରକ ଜିଲା ସଦର ବ୍ଲକ ବାରିକପୁର କାଳିତ୍ରା ମନ୍ଦିର ଛକ ନିକଟରେ ଏକ ହାଇଓ୍ବା ପଛରେ କାର୍‌ ପିଟି ହେବାରୁ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତ ମହିଳା ହେଲେ ସୋର ଅଞ୍ଚଳର…

ଭୋଟର ତାଲିକାରେ ଗୋଟିଏ ଗାଁର ୫୪ଜଣଙ୍କ ନାଁ ନାହିଁ

ଭଦ୍ରକ ଅଫିସ,୨୪।୧: ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ ନାଁ ଭୋଟର ତାଲିକାରୁ ବାଦ୍‌ ପଡ଼ିଛି। ଏନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ସାମ୍ବିଧାନିକ ଅଧିକାର ପାଇଁ…

୪୪୧ ପ୍ରାର୍ଥତ୍ପତ୍ର ନାକଚ

ଭଦ୍ରକ ଅଫିସ, ୨୪।୧: ଭଦ୍ରକ ଜିଲାରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୋଟ ୧୦,୦୧୪ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୪୪୧ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ୯,୫୭୩ ଜଣଙ୍କର କାଏମ୍‌ ରହିଥିବା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସୂଚନା…

ରାଜନୀତିରେ ପାଦ ଦେଲେ ପିଏଚ୍‌ଡି ଛାତ୍ର

ପଦ୍ମପୁର, ୨୪।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲୁଙ୍ଗା ଗ୍ରାମର ପିଏଚ୍‌ଡି ଛାତ୍ର ମାନସ କୁମାର ସାହୁ ୧୮ ନଂ. ଜୋନ୍‌ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପରିସଂଖ୍ୟାନରେ ପିଏଚ୍‌ଡି କରୁଥିବା ମାନସ ଚଳିତ ତ୍ରିସ୍ତରୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri