ଭଦ୍ରକ

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ବାସୁଦେବପୁର,୨୮ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସୁଗୋ ଓ ପଦ୍ମପୁର ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସୋମବାର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ସମୀକ୍ଷା କରିଛନ୍ତି। ବିଧାୟକ ରାଉତରାୟ ସୁଗୋ ହାଇସ୍କୁଲ, ସୁଗୋ, ପାଟଣା ଉନ୍ନୀତ ଗ୍ରନ୍ଥି ବିଦ୍ୟାଳୟର ଭିତ୍ତିଭୂମିର ବିକାଶ…

ଯୌତୁକ ଲାଗି ଝିଅକୁ ମାରିଦେଲେ

ବାସୁଦେବପୁର,୨୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳରେ ଯୌତୁକ ଲାଗି ଜଣେ ବନବିବାହିତାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଗୀତା ମଲିକ। ଶ୍ୱଶୁରଘର ଲୋକେ ଝିଅଙ୍କୁ ହତ୍ୟା କରିଥିବା ନେଇ ବାପଘର ଲୋକେ ବାସୁଦେବପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି…

ଭଦ୍ରକ ପୌରପାଳିକାରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

ଭଦ୍ରକ ଅଫିସ, ୨୭।୧୨: ଭଦ୍ରକ ପୌରପାଳିକାରେ ଫେରିଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ବ୍ୟବସ୍ଥା। ଗତ ୧୮ ତାରିଖରେ ସାଉଦି ଆରବରୁ ଫେରିଥିବା ଜଣେ ଯୁବକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟର କୋଭିଡ୍‌ ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ଓମିକ୍ରନ…

ଜମିରୁ ଶୁଖୁନି ପାଣି

ବନ୍ତ,୨୬ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ଶତାଧିକ ଏକର ଜମିରେ ପାଣି ଜମି ରହିଛି। ଫଳରେ ଚାଷୀ ଧାନ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ସରକାରଙ୍କ ପକ୍ଷରୁ ମଣ୍ଡି ଖୋଲିବାରେ ବିଳମ୍ବ ହେବାରୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପ୍ରଥମ…

ଜଳିଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଭଣ୍ଡାରିପୋଖରୀ,୨୪ା୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ଜଗନ୍ନାଥ ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୫ଟି ଦୋକାନ ଗୃହ ଓ ସାମଗ୍ରୀ ପୋଡ଼ି ଲକ୍ଷାଧିକ ଟଙ୍କାର ସମ୍ପତ୍ତି  ଭସ୍ମୀଭୂତ ହୋଇଯାଇଛି। ଅଗ୍ନିକାଣ୍ଡରେ ପୂର୍ଣ୍ଣଚନ୍ଦ୍ର ଦାସଙ୍କ ତେଜରାତି ଦୋକାନ, ନିରାକାର…

କ୍ଷମତାର ଅପବ୍ୟବହାର ମହଙ୍ଗା ପଡ଼ିଲା

ଭଦ୍ରକ ଅଫିସ, ୨୩।୧୨: କ୍ଷମତାର ଅପବ୍ୟବହାର ମହଙ୍ଗା ପଡ଼ିଛି। ସରକାରୀ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ପୂର୍ବରୁ ନିଲମ୍ବିତ ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ମଙ୍ଗଳପୁର ସରପଞ୍ଚ ସାବିତ୍ରୀ ମଳିକଙ୍କୁ ବହିଷ୍କୃତ କରାଯାଇଛି। ବିଡିଓ ବସନ୍ତ କୁମାର ସାହାଣୀଙ୍କଠାରୁ ମିଳିଥିବା ସୂଚନା…

ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ, ୨୦।୧୨: ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୋଟିଏ ପକ୍ଷ ଅପରପକ୍ଷଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ଅଭିଯୋଗ ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଶନିବାର ଅଭିଯୋଗକାରୀଙ୍କ ସମେତ ପରିବାର ଲୋକେ ନ୍ୟାୟ ପାଇଁ ଭଦ୍ରକ ଜିଲା ଏସ୍‌ପିଙ୍କ…

ମୋବାଇଲ ଗେମ୍‌ ପାଇଁ ଘର ଛାଡିଲେ ପୁଅ, ପୋଷ୍ଟର ଧରି ଖୋଜିଛନ୍ତି ମା’ ବାପା

ଭଦ୍ରକ ଅଫିସ,୧୯।୧୨: ମୋବାଇଲରେ ଅନ୍‌ଲାଇନ ଗେମ୍‌ ଖେଳି ଜଣେ ଯୁବକ ତାଙ୍କ ବାପାଙ୍କ ଆକାଉଣ୍ଟ ଖାଲି କରି ଦେଇଛନ୍ତି। ଆଉ ଗାଳି ଭୟରେ ଘର ଛାଡ଼ି ପଳାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ଦେହୁଡ଼ି…

ଆଖଣ୍ଡଳମଣିଙ୍କୁ ଧନୁ ମୁଆଁ ସମର୍ପଣ

ଆରଡି, ୧୭ା୧୨ (ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଗୁରୁବାର ଧନୁ ସଂକ୍ରାନ୍ତି ଅବସରରେ ଭକ୍ତଙ୍କ ସମାଗମ ହୋଇଥିଲା। ଭୋର ୫ଟାରେ ମନ୍ଦିର ପହଡ଼ ଖୋଲାଯାଇଥିଲା। ବିଧି ଅନୁସାରେ ସର୍ବପ୍ରଥମେ ପ୍ରଭୁଙ୍କ ପାଖରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ସେବାୟତମାନଙ୍କ ଦ୍ୱାରା…

୬୫ ହଜାର ହେକ୍ଟର ଜମିରେ ଧାନଚାଷ କ୍ଷତି

ଭଦ୍ରକ ଅଫିସ, ୧୬।୧୨: ଭଦ୍ରକ ଜିଲାରେ ‘ଜଓ୍ବାଦ’ ପ୍ରଭାବରେ ବର୍ଷା ଯୋଗୁ ପ୍ରାୟ ୬୫ ହଜାର ହେକ୍ଟର ଜମିରେ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଥିବା ଜିଲା କୃଷି ବିଭାଗ ପ୍ରାଥମିକ ଆକଳନ କରିଛି। ୭ ବ୍ଲକର ୧୯୬ ପଞ୍ଚାୟତ ଓ ୩…

ସଡ଼କ ଦୁର୍ଘଟଣାରେ ଚାଲିଗଲା ତିନି ଜୀବନ

ପଦ୍ମପୁର,୧୫।୧୨(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧିନ ସାବରଙ୍ଗ ହାଇସ୍କୁଲ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କା ଦେବାରୁ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିମାନେ ହେଲେ ବାସୁଦେବପୁର ଏରତାଳ ଗ୍ରାମର ଦଇଟାରୀ ବେହେରା, ପ୍ରକାଶ…

୫,୨୩୫ ହେକ୍ଟର ଫସଲ କ୍ଷତିଗ୍ରସ୍ତ

ଭଣ୍ଡାରିପୋଖରୀ, ୧୨।୧୨ (ଡି.ଏନ.ଏ)  ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ୨୩ ପଞ୍ଚାୟତରେ ଜୱାଦ ପ୍ରଭାବରେ ବର୍ଷା ଯୋଗୁ ମୋଟ ୫,୨୩୫ ହେକ୍ଟର ଜମିରେ ଧାନ ଓ ଅଣଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି। ରାଜସ୍ବ ଓ କୃଷି ବିଭାଗ ମିଳିତ ଅନୁଧ୍ୟାନରୁ ଜଣାଯାଇଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri