ଭଦ୍ରକ

ମାନସ ସ୍ବାଇଁ ହତ୍ୟା ମାମଲା: ଅଭିଯୁକ୍ତଙ୍କ ହେବ ଟିଆଇ ପରେଡ୍‌

ଭଦ୍ରକ ଅଫିସ,୧୫।୪: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍‌ କରାଯିବ । ଏନେଇ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ପକ୍ଷରୁ ଅନୁମତି ଦିଆଯାଇଛି । ଅଭିଯୁକ୍ତଙ୍କୁ ଟିଆଇ ପରେଡ୍‌ ଅନୁମତି ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଗତ…

ତାଲା ପକାଇ ଘରେ ନିଆଁ ଲଗାଇଦେଲେ

ଭଦ୍ରକ ଅଫିସ,୧୪।୪: ଭଦ୍ରକ ସହରାଞ୍ଚଳ ଅନ୍ତର୍ଗତ ଗବସାହିରେ ବୁଧବାର ବିଳମ୍ବିତ ରାତିରେ ପୂର୍ବଶତ୍ରୁତାରୁ ଘରେ ତାଲା ପକାଇ ନିଆଁ ଲଗାଇଦେବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ଏଥିରେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଅଗ୍ନିକାଣ୍ଡରେ ୫ ବଖରା…

ବୈତରଣୀ ବ୍ରିଜ୍‌ରୁ ଡେଇଁ ଯୁବତୀ ନିଖୋଜ, ପାଓ୍ବାର ବୋଟ୍‌ ଯୋଗେ ଚାଲିଛି ଖୋଜା

ଚାନ୍ଦବାଲି,୧୪।୪(ଡି.ଏନ୍‌.ଏ.): ବୈତରଣୀର ସୁଇସାଇଡ୍‌ ଜୋନ ଭାବେ ପରିଚିତ ଚାନ୍ଦବାଲି ଗେମନ ବ୍ରିଜରେ ପୁଣି ଜଣେ ଯୁବତୀ ଡେଇଁ ନିଖୋଜ ଅଛନ୍ତି । ବ୍ରିଜ ଉପରୁ ୫୦ ଫୁଟ ତଳ ନଦୀ ମଧ୍ୟକୁ ଡେଇଁଥିବାରୁ ଯୁବତୀଜଣଙ୍କ ପ୍ରଖର ସ୍ରୋତରେ ଭାସି ଯାଇଛନ୍ତି। ଏହାକୁ…

କିଣିବା ବାହାନାରେ ଦୋକାନରୁ ଚୋରି

ବନ୍ତ,୧୪।୪(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ଗଣିଜାଙ୍ଗ ପଞ୍ଚାୟତ ତଥା ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର କାଶିପୁର ଛକଠାରେ ଥିବା ପ୍ରିୟବ୍ରତ ନାୟକଙ୍କ ସିମେଣ୍ଟ ଓ ରଡ୍‌ ଦୋକାନରୁ ବୁଧବାର ଦିନଦ୍ୱିପ୍ରହରରେ ଚୋରି ହୋଇଛି। ତେବେ ଚୋର ଜଣଙ୍କ ଅଭିନବ ଉପାୟରେ ଚୋରି…

ବୃତ୍ତି ଏ ମୋ ପୋଷେ କୁଟୁମ୍ବ

ପଦ୍ମପୁର, ୧୪।୪ (ଡି.ଏନ.ଏ.): ଧୂ ଧୂ ଖରାବେଳେ ଏକ ସାଇକେଲରେ ବନ୍ଧା ହୋଇଛି ମାଟିଘୋଡ଼ା ଓ ଭଳିକି ଭଳି ମାଟିରେ ତିଆରି ଠେକି। ମା’ ଘୋଡ଼ା ନେବ ଘୋଡ଼ା, ମାଟି ତିଆରି ଘୋଡ଼ା, ଠେକି ନେବ ଠେକି ମାଟି ଠେକି, ପିତୃପୁରୁଷଙ୍କୁ…

ଆଖଣ୍ଡଳମଣିଙ୍କ ପୀଠରେ ଶୀତଳ ଉପଚାର ନୀତି, ଗୋପାଳଙ୍କ ଜଳଲାଗି ଆରମ୍ଭ

ଆରଡି, ୧୪ା୪(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପଣା ସଂକ୍ରାନ୍ତିଠାରୁ ଶୀତଳ ଉପଚାର ନୀତି ଆରମ୍ଭ ହୋଇଛି । ଏହା ଏକମାସ ଧରି ଚାଲିବ । ପ୍ରବଳ ଗ୍ରୀଷ୍ମ ପ୍ରବହରେ ବାବାଙ୍କୁ ଶୀତଳ ସ୍ପର୍ଶ ଦେବା…

ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର

ଭଦ୍ରକ ଅଫିସ,୧୩ା୪: ଲାଞ୍ଚ ନେବାବେଳେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ସେକ୍ସନ ଅଫିସରଙ୍କୁ ଧରିଛନ୍ତି। ଏପରିକି ତାଙ୍କଠାରୁ ଲାଞ୍ଚ ଟଙ୍କା ମଧ୍ୟ ଜବତ କରାଯାଇଛି। ଭଦ୍ରକ ଟାଉନରେ ଏପରି ଘଟଣା ଦେଖିବାକୁ ମିଳିଛି। ଧୂଷୁରୀ ସାଆଁଳପୁର ଆଇଜିଏମ…

୨୦ରେ ଧାମନଗର ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ

ଧାମନଗର, ୧୩ା୪: ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୦ ତାରିଖରେ ଏହି ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଧାମନଗର ଏନ୍‌ଏସିର ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।…

ଭିଡିଓ କନ୍‌ଫରେନ୍ସରେ କୋର୍ଟରେ ହାଜର ହେଲେ ଶର୍ମିଷ୍ଠାଙ୍କ ସମେତ ୮ ଅଭିଯୁକ୍ତ

ଚାନ୍ଦବାଲି, ୧୨।୪(ଡି.ଏନ.ଏ.):ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଭଦ୍ରକ ଜେଲ୍‌ରେ ଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସୋମବାର ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ଭିଡିଓ କନ୍‌ଫରେନ୍ସ…

କୋର୍ଟରେ ହାଜର ହେଲେ ଶର୍ମିଷ୍ଠା: ୨୨କୁ ପୁଣି ଡାକରା

ଭଦ୍ରକ ଅଫିସ,୧୧।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ସୋମବାର ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହୋଇଛନ୍ତି। ସେ ଭିଡିଓ କନ୍‌ଫରେନ୍ସ ଜରିଆରେ ହାଜର ହୋଇଛନ୍ତି। ଅନ୍ୟପକ୍ଷେ ଝୁନା ଭୋଇ, ନିରଞ୍ଜନ ସେଠୀ,…

ଶ୍ରୀରାମ ନବମୀ ମହୋତ୍ସବ: ଶୋଭାଯାତ୍ରାରେ ୬୦ ମେଢ଼

ଭଦ୍ରକ ଅଫିସ,୧୧।୪ ଭଦ୍ରକର ଐତିହାସିକ ଶ୍ରୀରାମ ନବମୀ ମହୋତ୍ସବ ପାଇଁ ରବିବାର ସହର ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହୋଇ ଉଠିଥିଲା। କୋଭିଡ୍‌ କଟକଣା ଯୋଗୁ ଦୁଇବର୍ଷ ଧରି ନିରାଡ଼ମ୍ବରରେ ଏହି ମହୋତ୍ସବ ପାଳନ ହୋଇଥିଲା। ଏଥର ବିନା କଟକଣାରେ ବହୁ…

ନାବାଳିକାଙ୍କୁ ଭେଟିଲେ ଅଧିକାରୀ

ବନ୍ତ,୧୧।୪(ଡି.ଏନ.ଏ.) ଏକ ପରିତ୍ୟକ୍ତ ବ୍ୟାଗ୍‌ରେ ଥିବା ବୋମା ଫୁଟି ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଟିଲୋ ପଞ୍ଚାୟତ ଦେବତାଗଢ଼ିଆ ଗ୍ରାମର ୩ ଆଦିବାସୀ ନାବାଳିକା ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ବାସନ୍ତୀ ହଁାସଦା ନାମ୍ନୀ ନାବାଳିକା ସୁସ୍ଥ ହୋଇ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri