ଭଦ୍ରକ

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ସୋମବାର ଅପରାହ୍ନରେ ଗିରଫ କରିଥିଲା। ଉଭୟ ଅଭିଯୁକ୍ତଙ୍କୁ ପୋଲିସ ମନ୍ଦିରକୁ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ ଉତ୍ତେଇପୂର୍ ଠାରେ କିଛି ଦିନ ଧରି ବେଆଇନ ଭାବେ ଚାଲିଥିବା କରତକଳ ଉପରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି । ଏଥିରେ ସଂପୃକ୍ତ ବ୍ୟକ୍ତିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି ଜାତୀୟ ଫସଲ ନଷ୍ଟ ହୋଇଯାଇଛି । ବର୍ଷା, ପବନ ସାଙ୍ଗକୁ କୁଆପଥର ମାଡ଼ରେ…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏକ ବୈଠକରେ ଏମ୍‌ପି ଅଭିମନ୍ୟୁ ସେଠୀ, ଜିଲା ସଭାପତି…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର ପୁରୁଣାବଜ଼ାରରେ ୫ଟି ଓ ଗୁଜିଦାରଡ଼ାରେ ୩ଟି ମୋଟ ୮ଟି ସ୍ଥାନରେ ମଙ୍ଗଳବାର ଭୋର…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ହାତାହାତି ଭଳି ପରିସ୍ଥିତି ଉପୁଜିଛି । ପ୍ରଥମେ ଯୁକ୍ତିତର୍କ ଏବଂ ପରେ…

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା କରିବାକୁ ଆସିଥିବା ସମୟରେ ମନ୍ଦିର ଭିତରେ ହୁଣ୍ଡି ବାକ୍ସ ଭଙ୍ଗା ହେବାର ଦେଖିବା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ ଯାତ୍ରା ପାର୍ଟିର ଜିନିଷ ପତ୍ର ବୋଝେଇ ଏକ ଟ୍ରକ ଓଲୋଟି ଦୁର୍ଘଟଣା ଘଟିଛି।…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ୨ ଜଣ ବାଇକ୍‌ରେ ଭଦ୍ରକରୁ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ ଜଳିଯାଇଛି । ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର । ତେବେ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?