ଭଦ୍ରକ

ଜିଲାପାଳଙ୍କ କାର୍ଯ୍ୟାଳୟରେ ଭାଜପା କର୍ମୀଙ୍କ ଭଙ୍ଗାରୁଜା

ଭଦ୍ରକ ଅଫିସ,୬ା୧: ଓବିସିମାନଙ୍କ ପାଇଁ ସିଟ୍‌ ସଂରକ୍ଷଣ, ଭୋଟର ତାଲିକାରେ ଜାଲିଆତି ଏବଂ ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସଂରକ୍ଷଣ ତାଲିକାରେ ବ୍ୟାପକ ବେଆଇନ କାର୍ଯ୍ୟ କରାଯାଇଥିବା ଦାବିରେ ଭଦ୍ରକ ଭାଜପା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି।…

ଧାନ ବିକ୍ରି ନେଇ ଦ୍ୱନ୍ଦ୍ୱରେ ଚାଷୀ

ଆରଡ଼ି, ୬।୧(ଡି.ଏନ.ଏ.)  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ଏବଂ ଓଳଗ ପଞ୍ଚାୟତରେ ବୁଧବାର ଧାନ ମଣ୍ଡି ଖୋଲିଛି। ଚାଷୀମାନଙ୍କ ଧାନ ବିକ୍ରୟ ବ୍ୟବସ୍ଥାକୁ ତ୍ୱରାନ୍ବିତ କରାଯାଇଛି। ଧାନ ବିକ୍ରି ପାଇଁ ୩ ମାସ ପୂର୍ବରୁ ଉଭୟ ପଞ୍ଚାୟତରୁ ପ୍ରାୟ ୭୦୦…

ତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ

ପଦ୍ମପୁର,୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଫକୀରପୁର ଗ୍ରାମର ତାରିଣୀ ମନ୍ଦିରରୁ ସୋମବାର ରାତିରେ ଚୋରି ହୋଇଛି। ତାଲା ଭାଙ୍ଗି ଦୁର୍ବୃତ୍ତମାନେ ସୁନା ମୁକୁଟ, ଠାକୁରାଣୀଙ୍କ ସୁନା ଚିତା, ରୂପା ଅଳଙ୍କାର ସମେତ ହୁଣ୍ଡିରେ ଥିବା ସମସ୍ତ ଦାନ ଟଙ୍କା…

ବାସୁଦେବପୁର ମାଟିରେ ଥାଇ ଆପଲ ବେର୍‌

ପଦ୍ମପୁର,୩।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ପଞ୍ଚାୟତର ତୁଳମତୁଳା ଗ୍ରାମର କେନାଲ କୂଳରେ ଅଧଏକର ଜମିରେ ହୋଇଛି ବଗିଚା। ଚାରିପଟେ ନିବୁଜ ବାଡ଼ ସାଙ୍ଗକୁ ପକ୍ଷୀ କବଳରୁ ଫସଲକୁ ରକ୍ଷା କରିବା ପାଇଁ ଜାଲ ଘେରାଯାଇଛି। ଲାଲ ଟହ…

ନୂଆବର୍ଷରେ ଆଖଣ୍ଡଳମଣି ପୀଠ ଖାଁ ଖାଁ

ଆରଡ଼ି, ୨।୧ (ଡି.ଏନ.ଏ.) ଭଦ୍ରକ ଜିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ ଶନିବାର ଖଁା ଖଁା ଲାଗିଥିଲା। ମନ୍ଦିର ବାହାରେ ଜିଲା ପ୍ରଶାସନ ପକ୍ଷରୁ ୩ଦିନ ପାଇଁ ୧୪୪ ଧାରା ଲାଗୁ କରାଯାଇଛି। ପୀଠକୁ ଅଳ୍ପ କେତେଜଣ ଶ୍ରଦ୍ଧାଳୁ ଆସିଥିଲେ। ସେମାନେ ଦିଅଁ…

ଆଇଟିଆଇ ୩ ବର୍ଷର ପରୀକ୍ଷାଫଳ ପ୍ରକାଶିତ

ଭଦ୍ରକ ଅଫିସ,୧।୧-ଏନ୍‌ସିଭିଟି ନୂଆଦିଲ୍ଲୀ ଅଧୀନରେ ଥିବା ଆଇଟିଆଇ ୨୦୧୮-୨୦, ୨୦୧୯-୨୧ ଓ ୨୦୨୦-୨୨ ବ୍ୟାଚ୍‌ର ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ୩ ବର୍ଷ କୋଭିଡ଼ କାରଣରୁ ଅନ୍‌ଲାଇନ ପରୀକ୍ଷା ହୋଇପାରି ନ ଥିଲା। ଛାତ୍ରୀଛାତ୍ର ଦୀର୍ଘଦିନ ଧରି ଦେଇଥିବା ଅଫ୍‌ଲାଇନ…

ଟ୍ରଲର ଧକ୍କାରେ ତଳକୁ ଖସିଲା ପୋଲବାଡ଼

୩୦। ୧୨,(ଡି.ଏନ୍‌.ଏ.): ଭଦ୍ରକ ଜିଲା ୬୦ ନଂ. ଜାତୀୟ ରାଜପଥର କୁଡ଼ିଆ ପୋଲ ଉପରେ ଗୁରୁବାର ସକାଳେ ଦୁର୍ଘଟଣା ଘଟିଛି। ଜଳେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ଏକ ଟ୍ରଲର ଭାରସାମ୍ୟ ହରାଇ ପୋଲର ବାଡକୁ ଧକ୍କା ଦେବାରୁ ପୋଲର ବାଡ଼ ଭାଙ୍ଗି…

୩ ଦିନ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ବନ୍ଦ

ଭଦ୍ରକ ଅଫିସ,୨୯।୧୨: ଶ୍ରଦ୍ଧାଳୁଙ୍କ ପାଇଁ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ୩ ଦିନ ବନ୍ଦ ରହିବ। ଏ ନେଇ ମନ୍ଦିର ଓ ପୀଠ ପରିସରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଡିସେମ୍ବର ୩୧ ସକାଳ ୬ରୁ ଜାନୁୟାରୀ ୨ ରାତି…

୩ ଦିନ ଦର୍ଶନ ବନ୍ଦ

ଆରଡ଼ି,୨୮।୧୨(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୩ ଦିନ ପାଇଁ ବନ୍ଦ ରହିବ। ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏହି ଘୋଷଣା କରାଯାଇଛି। କରୋନା ସଂକ୍ରମଣ ଏବଂ ଭିଡ଼କୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ସକାଳ…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ବାସୁଦେବପୁର,୨୮ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସୁଗୋ ଓ ପଦ୍ମପୁର ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସୋମବାର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ସମୀକ୍ଷା କରିଛନ୍ତି। ବିଧାୟକ ରାଉତରାୟ ସୁଗୋ ହାଇସ୍କୁଲ, ସୁଗୋ, ପାଟଣା ଉନ୍ନୀତ ଗ୍ରନ୍ଥି ବିଦ୍ୟାଳୟର ଭିତ୍ତିଭୂମିର ବିକାଶ…

ଯୌତୁକ ଲାଗି ଝିଅକୁ ମାରିଦେଲେ

ବାସୁଦେବପୁର,୨୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳରେ ଯୌତୁକ ଲାଗି ଜଣେ ବନବିବାହିତାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଗୀତା ମଲିକ। ଶ୍ୱଶୁରଘର ଲୋକେ ଝିଅଙ୍କୁ ହତ୍ୟା କରିଥିବା ନେଇ ବାପଘର ଲୋକେ ବାସୁଦେବପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି…

ଭଦ୍ରକ ପୌରପାଳିକାରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

ଭଦ୍ରକ ଅଫିସ, ୨୭।୧୨: ଭଦ୍ରକ ପୌରପାଳିକାରେ ଫେରିଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ବ୍ୟବସ୍ଥା। ଗତ ୧୮ ତାରିଖରେ ସାଉଦି ଆରବରୁ ଫେରିଥିବା ଜଣେ ଯୁବକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟର କୋଭିଡ୍‌ ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ଓମିକ୍ରନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri