ଗୁଳିମାଡ଼ କରି ଦୋକାନରୁ ଲୁଟ୍
ଭଦ୍ରକ ଅଫିସ,୧୧ା୧୧: ଗୁଳିମାଡ଼ କରି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲପୁର ପଞ୍ଚାୟତ ଆରଡ଼ି ଛକ ନିକଟରେ ଥିବା ଏକ ଔଷଧ ଦୋକାନରୁ ଲୁଟ୍ ହୋଇଛି। ବୁଧବାର ରାତି ପ୍ରାୟ ୧୦ଟାରେ ୬ ଜଣ ଦୁର୍ବୃତ୍ତ ୨ଟି ବାଇକ୍ରେ ଆସିଥିଲେ। ସେମାନଙ୍କ…
ଆଖଣ୍ଡଳମଣି ପୀଠରେ ଅସମ୍ଭାଳ ଭିଡ଼, ନିୟନ୍ତ୍ରଣ କରିପାରିଲାନି ପୋଲିସ
ଆରଡ଼ି,୮।୧୧(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ପୀଠରେ କାର୍ତ୍ତିକ ମାସର ୪ର୍ଥ ସୋମବାର ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। ଭୋର ୫ଟାରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ଯଥା ସମୟରେ ଦୈନିକ ନୀତିକାନ୍ତି ଶେଷ ହୋଇଥିଲା। କୋଭିଡ୍ ନିୟମ…
ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ହେବ ବୌଦ୍ଧବିହାର
ଭଣ୍ଡାରିପୋଖରୀ, ୮।୧୧(ଡି.ଏନ.ଏ) ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁରଠାରେ ରହିଛି ପ୍ରାଚୀନ ବୌଦ୍ଧବିହାର। ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହି ବୌଦ୍ଧବିହାରକୁ ଭଦ୍ରକ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ପାଇଁ ବିଭାଗ ପକ୍ଷରୁ ଶନିବାର ସର୍ବେକ୍ଷଣ…
ସରିଲା ଭଦ୍ରକ ପ୍ରସିଦ୍ଧ କାଳୀପୂଜା: ବିଦାୟ ନେଲେ ମା’
ଭଦ୍ରକ ଅଫିସ,୭।୧୧ : ଭଦ୍ରକ ପ୍ରସିଦ୍ଧ କାଳୀପୂଜା ଆଜି ସରୁଛି । ପୂର୍ବରୁ ଦଶ ଦିନ ଧରି ପାଳିତ ହେଉଥିବା କାଳୀପୂଜା କରୋନା କଟକଣା ପାଇଁ ଏଥର ତିନି ଦିନରେ ଶେଷ କରାଯାଇଛି। ଭଦ୍ରକ ସହରରେ ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା…
ଚାକିରି ଦେବାକୁ କହି ଠକିନେଲେ ଲକ୍ଷାଧିକ ଟଙ୍କା
ବନ୍ତ,୭।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ସିଆର୍ପିଏଫ୍ରେ ଚାକିରି କରାଇ ଦେବାକୁ କହି ବହୁ ବେକାର ଯୁବକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେବା ଅଭିଯୋଗରେ ପୋଲିସ ୨ ଯୁବକଙ୍କୁ ଗିରଫ କରିଛି। ଗିରଫ ୨ ଯୁବକ ହେଲେ ଭଦ୍ରକ ଗ୍ରାମାଞ୍ଚଳ…
୨ ହଜାର ଟଙ୍କା ପାଇଁ ବନ୍ଧା ହେଲେ ଏଏସ୍ଆଇ
ପଦ୍ମପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଏଏସ୍ଆଇ କୈଳାସ ଚନ୍ଦ୍ର ଖୁଣ୍ଟିଆ ଶୁକ୍ରବାର ରାତିରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ, ଆନ୍ଦୋଳା ଅଞ୍ଚଳର ଏକ ନାବାଳିକା ଅପହରଣ ମାମଲାରେ ଅଭିଯୁକ୍ତଙ୍କୁ…
ଏନ୍ଏଚ୍ କର୍ତ୍ତୃପକ୍ଷଙ୍କୁ ଘେରିଲେ ଲୋକେ
ପାଣିକୋଇଲି,୪।୧୧(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥ (ଏନ୍ଏଚ୍)ର ସମ୍ପ୍ରସାରଣରେ ବିଭାଗୀୟ ତ୍ରୁଟିପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ସ୍ଥାନୀୟ ଲୋକଙ୍କ ପାଇଁ କାଳ ହୋଇଛି। ଏହିକ୍ରମରେ ବୁଧବାର ଏନ୍ଏଚ୍ର ଶର୍ମା ପେଟ୍ରୋଲ ପମ୍ପ ନିକଟରେ ଥିବା ଡାଇଭର୍ସନକୁ କମ୍ପାନୀ ପକ୍ଷରୁ କଂକ୍ରିଟ ୱାଲ ଦେଇ ବନ୍ଦ…
ୟୁଟ୍ୟୁବ୍ରୁ ମାସିକ ରୋଜଗାର ଲକ୍ଷେ
ବିଭୁ ପ୍ରସାଦ ବେହେରା ଭଦ୍ରକ ଅଫିସ, ୪।୧୧: ଦେବଦେବୀଙ୍କ ପ୍ରତିମାଠାରୁ ଆରମ୍ଭ କରି ଫଟୋଫ୍ରେମ୍, ଫୁଲଦାନି। ତା’ ସାଙ୍ଗକୁ ଭଳିକି ଭଳି ଘର ସାଜସଜ୍ଜା ଉପକରଣ। ଦୁର୍ମୂଲ୍ୟ ଧାତୁରେ ନୁହେଁ, ଅଦରକାରୀ ବର୍ଜ୍ୟରେ ପ୍ରସ୍ତୁତ ହୋଇଛି ଏଭଳି ସୁନ୍ଦର କଳାକୃତି। ଆଉ…
ଲିଚୁ ଲାଇଟ୍ ଲଗାଇବା ବେଳେ ଚାଲିଗଲା ଜୀବନ
ବାସୁଦେବପୁର, ୩।୧୧(ଡି.ଏନ.ଏ.): ଦୀପାବଳି ପାଇଁ ଘର ସଜାଉଥିବା ବେଳେ ବିଦ୍ୟୁତ୍ ତାର ଲାଗି ବୁଧବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ମନ୍ଦାରୀ ନିକଟସ୍ଥ ପ୍ରବୋଧପୁର ଗ୍ରାମର ପ୍ରସନ୍ନ ବେହେରାଙ୍କ ପୁଅ ରଣଜିତ୍(୧୪)।…
ଭଦ୍ରକ କାଳୀ ପୂଜା: ଶ୍ରଦ୍ଧାଳୁଙ୍କୁ ଦର୍ଶନ ମନା ଭଦ୍ରକାଳୀ ପୀଠରେ ସପ୍ତମାତୃକା ବେଶ
ଭଦ୍ରକ ଅଫିସ, ୨ା୧୧- ଭଦ୍ରକର ଐତିହାସିକ କାଳୀପୂଜା ଗୁୁରୁବାର ଆରମ୍ଭ ହେବ। ଭଦ୍ରକ କାଳୀ ପୀଠରେ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେବାକୁ ଥିବା ବେଳେ ଚରମ୍ପାରେ ମଧ୍ୟରାତ୍ରିରୁ ମା’ଙ୍କ ଅସ୍ଥାୟୀ ମଣ୍ଡପରେ ପୂଜା ପାଇବେ। ଏବେ ମା’ଙ୍କ ପୂଜାକୁ…
ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ
ପଦ୍ମପୁର,୧ା୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଦର୍ଶନପୁର ମାଛ ହାଟ ଛକରେ ଜଣେ ସୁନା ଦୋକାନୀଙ୍କଠାରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଚକାଡୋଳା ସୁନା ଦୋକାନର ତାପସ କୁମାର ସାହୁ ରବିବାର ରାତିରେ ଦୋକାନ ବନ୍ଦ…
ବିକୁଥିଲେ ବାଣ, ଧରିଲା ପୋଲିସ
କୋଭିଡ୍ କଟକଣା ପାଇଁ ରାଜ୍ୟ ସରକାର ବାଣ ବିକ୍ରି ଉପରେ ରୋକ୍ ଲଗାଇଥିବା ବେଳେ ଭଦ୍ରକ ସହରରେ ଚୋରାରେ ବାଣ ବିକ୍ରି ହେଉଥିଲା। ବିଶେଷ ସୂତ୍ରରୂ ଖବର ପାଇ ଭଦ୍ରକ ଟାଉନ ପୋଲିସ ସ୍ଥାନୀୟ ବଙ୍କ ସ୍କୁଲ ନିକଟ ଏକ ବାଣ…
Archives


