ଭଦ୍ରକ

ଗ୍ୟାସ ଟାଙ୍କି ଫାଟି ଜଳିଗଲା ୩ ପରିବାରର ୬ ବଖରା

ଭଦ୍ରକ ଅଫିସ,୧୯ା୩: ଜିଲା ମୁଖ୍ୟ ଡାକ୍ତରଖାନା ଛକ ନିକଟରେ ଥିବା ୩ ପରିବାରରେ ନିଆଁ ଲାଗି ୬ ବଖରା ଜଳିଯାଇଛି । ଗ୍ୟାସ ଟାଙ୍କି ଫାଟିବାରୁ ନିଆଁ ପାଖରେ ଥିବା ଦୋକାନରେ ପଡ଼ି ଲାଗିଯାଇଥିଲା। ଘର ଭିତରେ ୩ ଗ୍ୟାସ ଟାଙ୍କିରୁ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ,୧୭।୩: ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ତାଙ୍କ ଘର, ଅଫିସ, ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ…

ମୁନ୍‌ସୀ ମେଳଣ ପାଇଁ ପୀଠ ଦେବତାଙ୍କ ପୂଜାର୍ଚ୍ଚନା

ଭଣ୍ଡାରିପୋଖରୀ,୧୬।୩(ଡି.ଏନ.ଏ) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଐତିହାସିକ ଗଣପର୍ବ ମୁନ୍‌ସୀ ମେଳଣ ପାଇଁ ଥାନା ପରିସର ଶୀତକଣ୍ଠେଶ୍ୱର ଶିବ ମନ୍ଦିରରେ ମଙ୍ଗଳବାର ଘଟ ସ୍ଥାପନା ପରେ ପୀଠ ଦେବତାଙ୍କ ପୂଜାର୍ଚ୍ଚନା କରାଯାଇଛି। ପ୍ରଥମେ ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା, ଇଷ୍ଟ…

ଆର୍‌ଡିସି, ଜିଲାପାଳଙ୍କ ତଦନ୍ତ

ଧାମନଗର, ୧୬।୩ – ଭଦ୍ରକ ଜିଲା ଧାମନଗର ତହସିଲରେ ଆର୍ଥିକ ଅନିୟମିତତାକୁ ନେଇ ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ପୂର୍ବାହ୍ନରେ ଧାମନଗର ତହସିଲ କାର୍ଯ୍ୟାଳୟରେ କେନ୍ଦ୍ରାଞ୍ଚଳ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳେଇ, ଜିଲାପାଳ ତ୍ରିଲୋଚନ ମାଝି ଅଚାନକ ପହଞ୍ଚି ତଦନ୍ତ…

ମରାମତି ହେଲା ଦବିଥିବା ରାସ୍ତା

ଆରଡ଼ି, ,୧୫।୩ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସାଠିବାଙ୍କୁଡ଼ା ଓ ବୋଡ଼କ ଗ୍ରାମର ମଧ୍ୟସ୍ଥଳରେ ୨୦ ନଂ. ଜାତୀୟ ରାଜପଥ ଦବି ଯାଇଥିଲା। ଫଳରେ ରାସ୍ତା ବୈତରଣୀ ନଦୀ ଆଡ଼କୁ ଢଳି ପଡ଼ିଥିଲା। ରବିବାର ରାତିରୁୁ ଉକ୍ତ ସ୍ଥାନରେ ମରାମତି…

ସ୍ତ୍ରୀଙ୍କ ପରାଜୟ ପରେ ଥଟ୍ଟା ସହିପାରିଲେନି ସ୍ବାମୀ, ନେଲେ ଏଭଳି ନିଷ୍ପତ୍ତି…

ପଦ୍ମପୁର,୧୪।୩(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ହାରିଯିବା ପରେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତି ନେଇଛନ୍ତି ଦମ୍ପତି। ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଅଛନ୍ତି। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପଦ୍ମପୁର ପଞ୍ଚାୟତରେ।…

ଭିଡିଓ କ୍ଲିପ ପାଇଁ କ୍ୟାମେରା ମ୍ୟାନ୍‌ଙ୍କୁ ଅପହରଣ ପରେ ହତ୍ୟା

ଚାନ୍ଦବାଲି,୧୪।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅପହରଣ ପରେ ହତ୍ୟା ମାମଲାର ତଦନ୍ତ କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୩ଜଣଙ୍କୁ ଗିରଫ କରିଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟ କିଛି ଅଭିଯୁକ୍ତ ଫେରାର ଅଛନ୍ତି।…

ଜିତିଲେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରଫୁଲ୍ଲ

ଭଦ୍ରକ ଅଫିସ/ ବନ୍ତ,୧୪ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ୧୫ ନଂ. ଜୋନ୍‌ର ଜିଲା ପରିଷଦ ସଭ୍ୟ ତଥା ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ଜେନା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ…

ଶ୍ୱଶୁର ଘରକୁ ବୁଲିବାକୁ ଆସି ଗଛରେ ଝୁଲିପଡ଼ିଲେ ଜ୍ୱାଇଁ

ବନ୍ତ,୧୨ା୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ପଧାନପଡା ଚାଷଜମି ନିକଟ ଏକ ବବୁରୀ ଗଛରୁ ଶନିବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି। ମୃତକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ଗ୍ରାମର କୁନି ମୁଣ୍ଡା(୩୦) ବୋଲି…

ବିରୋଧୀ ସକ୍ରିୟ, ବିଦ୍ରୋହୀ ମାଳ ମାଳ

ଭଦ୍ରକ ଅଫିସ, ୧୨ ।୩ ଭଦ୍ରକ ପୌରାଧ୍ୟକ୍ଷା ପଦ ପାଇଁ ଏବେ ୭ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପୌରପାଳିକାର ୪ ନଂ. ୱାର୍ଡ ନିର୍ବାଚନ କୋର୍ଟରେ ବିଚାରାଧୀନ ଥିବାରୁ ଅନ୍ୟ ୨୯ ୱାର୍ଡରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ…

୯ କାଉନସିଲର ପ୍ରାର୍ଥୀପତ୍ର ନାକଚ

ଧାମନଗର,୧୦ା୩: ନୂଆ କରି ଗଠିତ ଧାମନଗର ଏନ୍‌ଏସି ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ଅଧ୍ୟକ୍ଷ ପଦ ପାଇଁ କୌଣସି ନାମାଙ୍କନ ନାକଚ ହୋଇ ନ ଥିବା ବେଳେ ୯ ଜଣ କାଉନସିଲର ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ନାକଚ…

ଲୋକାୟୁକ୍ତ ଟିମ୍‌ର ତଦନ୍ତ

ଚାନ୍ଦବାଲି, ୧୦ା୩(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ଓ ଭାଟପଡ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ଗ୍ରାମବାସୀ ଜିଲାପାଳ, ବିଡିଓ ଓ ପଞ୍ଚାୟତିରାଜ ବିଭାଗ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମବାସୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?