ଭଦ୍ରକ

ଭକ୍ତମୟ ଆଖଣ୍ଡଳମଣି ପୀଠ

ଆରଡି, ୨।୩(ଡି.ଏନ.ଏ.) ଭଦ୍ରକ ଜିଲାର ଆରଡ଼ି ଆଖଣ୍ଡଳମଣି ପୀଠରେ ମହାଶିବରାତ୍ରି ଉପଲକ୍ଷେ ଭକ୍ତଙ୍କ ଭିଡ଼ ହୋଇଥିଲା। ମଙ୍ଗଳବାର ଭୋର ୪ଟାରେ ମନ୍ଦିର ପହଡ ଖୋଲାଯାଇ ମଙ୍ଗଳ ଆଳତୀ କରାଯାଇଥିଲା ା ସାଢେ ୪ଟାରେ ବାବାଙ୍କ ସ୍ନାନକୃତ୍ୟ ସମ୍ପନ୍ନ ପରେ କନିକା ରାଜାଙ୍କ…

ସୁନା ବେଶରେ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଆରଡ଼ି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ମହାଶିବରାତ୍ରିରେ ବାବା ଆଖଣ୍ଡଳମଣିଙ୍କର ଅପୂର୍ବ ସୁନାବେଶକୁ ଶ୍ରଦ୍ଧାଳୁ ଦର୍ଶନ କରିଥିଲେ । ବିଧି ମୁତାବକ ରାତି ୧୨ଟାରେ ଏହା ଆରମ୍ଭ ହୋଇଥିଲା । ରାତି ଗୋଟେରୁ ୩ଟା ପର୍ଯ୍ୟନ୍ତ ଭକ୍ତମାନେ ଏହି ଅପରୂପ…

ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ: ଲମ୍ବା ଧାଡ଼ିରେ ଭକ୍ତ

ଆରଡ଼ି,୧।୩,(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ମହାଶିବରାତ୍ରି ଅବସରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ଆରଡି, ସୁନ୍ଦରପୁର, ନାନ୍ଦପୁର, ଓଳଗ ଆଦି ୪ ପଞ୍ଚାୟତର ଅଧିବାସୀ ଲମ୍ବା ଲାଇନରେ ଆସି ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ । ଭୋର୍‌ ୪…

ବାବା ଆଖଣ୍ଡଳମଣୀଙ୍କ ନୀତିକାନ୍ତି, ଜାଣନ୍ତୁ କେତେବେଳେ ଉଠିବ ମହାଦୀପ

ଆରଡ଼ି,୨୮।୨(ଡି.ଏନ୍‌.ଏ.): ବାବା ଆଖଣ୍ଡଳମଣୀଙ୍କ ପୀଠରେ ମଙ୍ଗଳବାର ଜାଗର ଯାତ୍ରା ଅନୁଷ୍ଠିତ ହେବ। ବାବାଙ୍କ ନୀତିକାନ୍ତି ଓ ମହାଦୀପ ଉଠିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ଚିଠା ପ୍ରକାଶ ପାଇଛି । ମଙ୍ଗଳବାର ଭୋର ୪ଟାରେ ବାବାଙ୍କ ମଙ୍ଗଳବାର ଆଳତି ହେବ…

ଖବରକାଗଜ ବିତରକରୁ ହେଲେ ସରପଞ୍ଚ

ବାସୁଦେବପୁର,୨୭।୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ସହରର ଖବରକାଗଜ ବିକ୍ରେତା ଗୌରାଙ୍ଗ ଚନ୍ଦ୍ର ପଣ୍ଡା ନରସିଂହପୁର ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। କଂଗ୍ରେସ ସମର୍ଥିତ ସରପଞ୍ଚ ପ୍ରାର୍ଥୀ ଭାବେ ଗୌରାଙ୍ଗ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ୨୪୦ ଖଣ୍ଡ…

କାର୍ଯ୍ୟକ୍ଷମ ହେଉନି କ୍ଲଷ୍ଟର ସାଲୋ ପଏଣ୍ଟ

ବନ୍ତ,୨୭।୨(ଡି.ଏନ.ଏ.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ଥିବା କ୍ଲଷ୍ଟର ସାଲୋ ପଏଣ୍ଟ କାର୍ଯ୍ୟକ୍ଷମ ହେଉନାହିଁ। ଫଳରେ ୨୫ ହେକ୍ଟର ଜମିରେ ପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହେବା ଆଶଙ୍କା ପ୍ରକାଶ କରିଛନ୍ତି ଚାଷୀ। ଏନେଇ…

ବିଜେଡିର ସମର୍ଥକଙ୍କ ମୃତ୍ୟୁ: ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଥାନା ଘେରାଉ

ପଦ୍ମପୁର,୨୬।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତର ଉହାଦ ଗ୍ରାମର ଭଗବାନ ନାୟକଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କୁ ଗତ ରବିବାର ଉକ୍ତ ଗ୍ରାମର କେତେକ ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ। ଭଗବାନ ବିଜେଡିର ସମର୍ଥକ…

ଆରମ୍ଭ ହେଲା ଭୋଟ୍‌ ଗଣତି

ଆରଡି, ୨୬।୨( ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ୧ନଂ ଜିଲା ପରିଷଦ ଜୋନରେ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । ଚାନ୍ଦବାଲି ମହାବିଦ୍ୟାଳୟରେ କଡା ସୁରକ୍ଷା ବଳୟରେ ଗଣତି ଚାଲିଛି । ଆରଡି, ନାନ୍ଦପୁର, ସୁନ୍ଦରପୁର,…

ପୁଣେରେ ଓଡ଼ିଆ ଯୁବକଙ୍କ ଜୀବନ ଗଲା

ଭଦ୍ରକ ଅଫିସ, ୨୪ା୨: ପୁଣେରେ କାର୍ଯ୍ୟରତ ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଅନଳଡିହ ଗ୍ରାମର ବାସୁଦେବ ନାୟକ ନାମକ ଯୁବକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବାସୁଦେବ ପୁନେରେ ଏକ ଘରୋଇ କମ୍ପାନୀରେ ୧୦ବର୍ଷରୁ ଊଦ୍ଧର୍‌ବ ହେଲା…

ବାଲଟ ପେପର ଛଡ଼ାଇନେଲେ ଏଜେଣ୍ଟ, ନିର୍ବାଚନ ବାତିଲ

ଭଦ୍ରକ ଅଫିସ,୨୪ା୨: ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତ ୧ ନମ୍ବର ଓ୍ବାର୍ଡରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଜଣେ ଏଜେଣ୍ଟ ବୁଥ୍‌ରୁ ବାଲଟ ପେପର ଛଡ଼ାଇ ନେବା ପରେ ନିର୍ବାଚନକୁ ବାତିଲ କରାଯାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ…

ନାମଲେଖା ବାତିଲ ପ୍ରତିବାଦରେ ଛାତ୍ର ଅଶାନ୍ତି

ଭଦ୍ରକ ଅଫିସ,୨୪।୨: ନକଲି ଦିବ୍ୟାଙ୍ଗ ସାର୍ଟିଫିକେଟ ଦାଖଲ କରି ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ନାମ ଲେଖାଇଥିବା ୨୮ଜଣ ଛାତ୍ରୀଛାତ୍ର ଚିହ୍ନଟ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୨୮ ଛାତ୍ରୀଛାତ୍ରଙ୍କ ନାମଲେଖା ବାତିଲ କରାଯାଇଛି। ଏହାର…

ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା , ୨୫ ହଜାର

ପଦ୍ମମପୁର,୨୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ରାମର ଆଲୋକ ନାମକ ଜଣେ ବ୍ୟକ୍ତିଙ୍କ ଘରେ ନିଆଁ ଲାଗି ତିନି ବଖରା ଘର ସମ୍ପୂର୍ଣ୍ଣ ଜଳି ଯାଇଛି। ନିଆଁରେ ନଗଦ ୨୫ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?