ଭଦ୍ରକ

ବିଜେଡି କର୍ମୀଙ୍କୁ ହତ୍ୟା

ଭଦ୍ରକ ଅଫିସ/ଧାମନଗର, ୨୩ା୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ନେଇ ରାଜନୈତିକ ହିଂସା ଉଗ୍ରରୂପ ଧାରଣ କରିଛି। ସୋମବାର ରାତିରେ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ…

୧୩ ନଂ. ଜୋନ୍‌ରେ ଅଭିନେତ୍ରୀ ବର୍ଷାଙ୍କ ପ୍ରଚାର

ଧାମନଗର, ୨୨।୨ ଭଦ୍ରକ ଜିଲା ଧାମନଗର ବ୍ଲକରେ ଆସନ୍ତା ୨୪ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଣୁ ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାରରେ ଲାଗିପଡ଼ିଛନ୍ତି। ନିଜ ସପକ୍ଷରେ ଭୋଟ୍‌ ପାଇଁ ଭୋଟରମାନଙ୍କୁ ମନାଇବା ପାଇଁ ପ୍ରୟାସ ଚଳାଇଛନ୍ତି। ତେବେ ବିଜେଡି ପକ୍ଷରୁ…

ରାଜନୈତିକ ହିଂସା: ଘର, ଗାଡ଼ି ଭଙ୍ଗାରୁଜା

ବାସୁଦେବପୁର,୨୨।୨ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଭାତପଡ଼ା ଗ୍ରାମରେ ରବିବାର ରାତିରେ ରାଜନୈତିକ ହିଂସା ଘଟିଛି। କଂଗ୍ରେସ ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ନେଇ ଉତ୍ତେଜନା ଦେଖାଦେଇଛି। ଆକ୍ରମଣ ଓ ପ୍ରତି ଆକ୍ରମଣରେ ଦୁଇଜଣ…

ଜଗନ୍ନାଥଙ୍କ ଫଟୋ ଛୁଆଁଇ ଶପଥ କରାଇଲେ

ଚାନ୍ଦବାଲି, ୨୨।୨ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ନାଲଗୁଣ୍ଡା ପଞ୍ଚାୟତ ଇଟୁଆ ୧୨ନଂ. ୱାର୍ଡରେ ବୁଥ୍‌ କ୍ୟାପଚରିଂ ଯୋଗୁ ଆସନ୍ତା ୨୩ ତାରିଖରେ ପୁନଃ ନିର୍ବାଚନ ଅନୁଷ୍ଠିତ ହେବ। ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପ୍ରତିଭା ବିଶ୍ୱାଳ ଓ…

ନିର୍ବାଚନ ପୂର୍ବରୁ ଭାଙ୍ଗିଦେଲେ ୱାର୍ଡସଭ୍ୟ ପ୍ରାର୍ଥୀଙ୍କ ଘର

ବାସୁଦେବପୁର,୨୧।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତ ଭାତପଡ଼ା ଗ୍ରାମରେ ରାଜନୈତିକ ହିଂସା ଘଟିଛି। କଂଗ୍ରେସ ଏବଂ ବିଜେଡି ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଆକ୍ରମଣରେ ଦୁଇଜଣ ଆହତ ହୋଇଛନ୍ତି। ସେମାନେ ହେଲେ…

ପ୍ରିଜାଇଡିଂ ଅଫିସରଙ୍କୁ ମାଡ଼, ଛଡେଇ ନେଲେ ଭୋଟବାକ୍ସ

ଭଦ୍ରକ ଅଫିସ,୨୦।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ରବିବାର ଥିଲା ତୃତୀୟ ପର୍ଯ୍ୟାୟ ମତଦାନ। କୋହ୍ଲ ପଞ୍ଚାୟତର ୪ ନନମ୍ବର ବୁଥ୍‌ରେ ଉତ୍ତେଜନା ଦେଖାଦେଇଛି। ବାଲଟ ପେପର ଫୋଲ୍ଡିଂରେ ତ୍ରୁଟି ଯୋଗୁ ଚିହ୍ନ ଦେଖାଯାଉ ନ ଥିବାରୁ ଲୋକେ ଉତ୍ତ୍ୟକ୍ତ ହୋଇ…

ପୋଲ ତଳକୁ ଖସି ବାଇକ୍‌ ଆରୋହୀଙ୍କ ଜୀବନ ଗଲା

ବାସୁଦେବପୁର,୨୦।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତାର ମନ୍ଦାରୀ ପୋଲ ନିକଟରେ ପୋଲ ତଳକୁ ଖସି ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଅଧୀନ ରାମଚନ୍ଦ୍ରପୁର ଗ୍ରାମର ଭାଗୀରଥି ପଣ୍ଡା(୪୫)। ସୁଶାନ୍ତ ବେହେରା ନାମକ…

ମତଦାନ ବେଳେ ଉତ୍ତେଜନା: ୩ ଖବରଦାତାଙ୍କୁ ଆକ୍ରମଣ, କ୍ୟାମେରା ଭଙ୍ଗାରୁଜା

ଚାନ୍ଦବାଲି,୧୮।୨(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତ ହଳଦିଆ ଗ୍ରାମର ୧୨ ଓ ୧୩ ନଂ. ବୁଥ୍‌ରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଉତ୍ତେଜନା ଦେଖାଦେଇଛି। ଖବର ସଂଗ୍ରହ କରିବାକୁ ଯାଇଥିବା ବୈଦ୍ୟୁତିକ ଗଣମାଧ୍ୟମର…

କେନାଲ କଂକ୍ରିଟ ରାସ୍ତା ନିମ୍ନମାନର ଅଭିଯୋଗ

ଖଇରା, ୧୪ା୨(ଡି.ଏନ.ଏ.) ଭଦ୍ରକ କେନାଲ ଡିଭିଜନ ତଥା ଖଇରା ସବ୍‌ଡିଭିଜନ ଅନ୍ତର୍ଗତ ଗୋପାଳପୁର ମାଇନରର ଗର୍ସଙ୍ଗ ନିକଟରେ କେନାଲ ପାର୍ଶ୍ୱରେ ଚାଲିଥିବା କଂକ୍ରିଟ ରୋଡ କାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିବା ସହ ସହକାରୀ ଯନ୍ତ୍ରୀଙ୍କଠରେ ଲିଖିତ…

ଭାଜପା ଗଡ଼ ହାତେଇବାକୁ ବିଜେଡିର କସରତ

ଧାମନଗର, ୧୪ା୨ (ଡି.ଏନ.ଏ) ପଞ୍ଚାୟତ ନିର୍ବାଚନ ପାଇଁ ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ୪ ଜିଲା ପରିଷଦ ଜୋନ୍‌ରେ ଭାଜପା ଓ ବିଜେଡି ମଧ୍ୟରେ ଚାଲିଛି ଜୋର୍‌ଦାର ଟକ୍କର। ସେଥିମଧ୍ୟରୁ ୧୧ ନଂ. ଦୋବଲ ଜିଲା ପରିଷଦ ଜୋନ୍‌ ଫୋକ୍‌ସରେ ରହିଛି।…

ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗିଲେ ଅଭିନେତ୍ରୀ ବର୍ଷା

ଭଦ୍ରକ ଅଫିସ, ୧୩।୨: ଭଦ୍ରକ ଜିଲା ସଦର ବ୍ଲକରେ ଆସନ୍ତା ୧୬ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରାର୍ଥୀଙ୍କ ପ୍ରଚାର ଜୋର୍‌ଦାର ଚାଲିଛି। ରବିବାର ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜେଡି ପ୍ରାର୍ଥୀମାନଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି।…

ସରପଞ୍ଚ, ସମିତିସଭ୍ୟ ପ୍ରାର୍ଥୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାସୁଦେବପୁର, ୧୩।୨(ଡି.ଏନ.ଏ.)-ବାସୁଦେବପୁର ବ୍ଲକର ବରଣ୍ଡୁଆ ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ମଳିକ ଓ ସମିତିସଭ୍ୟ ପ୍ରାର୍ଥୀ ପ୍ରଭାସ ଚନ୍ଦ୍ର ମହାନ୍ତି ଶ୍ରୀମଦ୍‌ ଭଗବଦ୍‌ ଗୀତା ଉପରେ ସେମାନଙ୍କର ଚିହ୍ନ ଲଗାଇ ଶନିବାର ଲୋକଙ୍କୁ ବାଣ୍ଟୁଥିବା ବେଳେ ରତାଙ୍ଗ ଗ୍ରାମବାସୀ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?