ଭଦ୍ରକ

ପ୍ରତିଶ୍ରୁତିରେ ଅଟକିଛି ବିକାଶ

ଭଦ୍ରକ ଅଫିସ,୧୨।୨: ପ୍ରତିଶ୍ରୁତିରେ ଅଟକିଛି ଘାଟ ଓ ପୋଲର ବିକାଶ। କେବଳ ନିର୍ବାଚନ ଆସିଲେ ନେତାଙ୍କ ପ୍ରତିଶ୍ରୁତି ହିଁ ସାର। ନିର୍ବାଚନ ସରିଲେ ଘାଟର ଅବସ୍ଥା କଥାକୁ ଗୁରୁତ୍ୱ ଦିଆଯାଉ ନାହିଁ। କେଉଁଠି ଦଉଡ଼ିରେ ବନ୍ଧା ଯାତ୍ରୀଙ୍କ ଜୀବନ ତ ଆଉ…

ଗଡ଼ ବଞ୍ଚାଇବାକୁ ବିଜେଡିର ଉଦ୍ୟମ

ଆରଡ଼ି,୧୧।୨(ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅଧୀନ ୧ ନଂ. ଜିଲା ପରିଷଦ ଜୋନ୍‌ରେ ଏଥର ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଏଥର ସାଧାରଣ ବର୍ଗର ପ୍ରାର୍ଥୀମାନେ ଏଠାରେ ନିର୍ବାଚନ ଲଢୁଛନ୍ତି। ୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ ବି ମୁଖ୍ୟତଃ ବିଜେଡି,…

ଭୋଟରଙ୍କୁ ମନାଇବାରେ ଲାଗିଛନ୍ତି ପ୍ରାର୍ଥୀ

ଭଣ୍ଡାରିପୋଖରୀ,୧୧।୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି, ପ୍ରାର୍ଥୀମାନେ ଭୋଟ୍‌ ପାଇଁ ଦୁଆର ଦୁଆର ବୁଲି ପ୍ରଚାରକୁ ସେତେ ସରଗରମ କରୁଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଷୋଳମପୁର ପଞ୍ଚାୟତରେ ସରପଞ୍ଚ ଓ ସମିତିସଭ୍ୟ ପାଇଁ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ବିଜେଡିର…

ନିର୍ଦ୍ଧାରିତ ସମୟ ପୂର୍ବରୁ ସାରିବାକୁ ନିର୍ଦ୍ଦେଶ

ଆରଡ଼ି, ୧୦ା୨ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ପଞ୍ଚାୟତ ମଠଡିହ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫-ଟି ଅନ୍ତର୍ଭୁକ୍ତ କରାଯାଇଛି। ଏଥିନିମନ୍ତେ ଇ ସ୍ମାର୍ଟ କ୍ଲାସରୁମ୍‌, ଇ ଲାଇବ୍ରେରୀ, ସାଇନ୍ସ ଲ୍ୟାବ୍‌, ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ପ୍ରାୟ ଦୁଇମାସ…

ପ୍ରାର୍ଥୀଙ୍କ ପାଇଁ ବିଧାୟକଙ୍କ ପ୍ରଚାର

ପଦ୍ମପୁର, ୧୦ା୨ (ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି। ବିଭିନ୍ନ ପଞ୍ଚାୟତର ସାହି ଏବଂ ୱାର୍ଡ ବୁଲି ଲୋକଙ୍କ ମୌଳିକ ସମସ୍ୟାକୁ ବୁଝି ତାହାର…

ସପ୍ତାହ ମଧ୍ୟରେ କାର୍ଯ୍ୟ ଶେଷ କର

ଆରଡି, ୯।୨,(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତ ଅଧୀନ ମଟଡିହ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫ଟି ଅନ୍ତର୍ଭୁକ୍ତ କରାଯାଇଛି ା ଏନେଇ ଇ ସ୍ମାର୍ଟ କ୍ଲାସରୁମ, ଇ ଲାଇବ୍ରେରୀ, ସାଇନ୍ସ ଲ୍ୟାବ ସହ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ ପ୍ରାୟ…

ପାଣି ପାଇଁ ୨୦୦ ପରିବାର ହଇରାଣ

ଆରଡ଼ି, ୮।୨(ଡି.ଏନ.ଏ.) ଦୁଇମାସ ହେଲା ସରକାରୀ ନଳକୂପ ଭାଙ୍ଗିଯାଇଛି। ଆଉ ଦୁଇଦିନ ହେବ ମୋଟର ପୋଡ଼ିଯିବା ଯୋଗୁ ପ୍ରକଳ୍ପ ପାଣି ମଧ୍ୟ ମିଳିପାରୁନି। ଫଳରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି…

ଆରଡ଼ି ପଞ୍ଚାୟତରେ ଦ୍ୱିମୁଖୀ ଲଢ଼େଇ

ଆରଡ଼ି, ୭ା୨ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡ଼ି ପଞ୍ଚାୟତରେ ମହିଳାଙ୍କ ପାଇଁ ଆସନ ସଂରକ୍ଷିତ ରହିଥିବା ବେଳେ ଏଥର ୫ ପ୍ରାର୍ଥୀ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବର୍ତ୍ତମାନ ସରପଞ୍ଚ ଥିବା ଅରବିନ୍ଦ ପାଢ଼ୀଙ୍କ ସ୍ତ୍ରୀ ମିନତି…

ବିଧାୟକଙ୍କୁ ଅଟକାଇବା ଘଟଣାରେ ଭିନ୍ନ ମୋଡ଼

ବାସୁଦେବପୁର, ୭ା୨ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ପଞ୍ଚାୟତକୁ ଗତ ଶୁକ୍ରବାର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ନିର୍ବାଚନ ପ୍ରଚାରରେ ଯାଇଥିବା ବେଳେ ବିରୋଧ ପ୍ରଦର୍ଶନ କରାଯାଇଥିଲା। କେତେକ ବ୍ୟକ୍ତି ତାଙ୍କୁ ଓ ତାଙ୍କ ସମର୍ଥକଙ୍କୁ ଗାଳିଗୁଲଜ କରି ଅଟକ…

ବର୍ଷାରେ ଭିଜି ଧାନ ଜଗିଲେ

ପଦ୍ମପୁର, ୬ା୨ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଭିନ୍ନ ସମିତି ଓ ମହାସଂଘର ମଣ୍ଡିରେ ଗୋଦାମ ବ୍ୟବସ୍ଥା ନାହିଁ। ଫଳରେ ଶୁକ୍ରବାର ତୁହାକୁ ତୁହା ବର୍ଷାରେ ପ୍ରାୟ ୫୦ ହଜାର କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଧାନ ଭିଜି ଯାଇଛି। ଚାଷୀମାନେ ଧାନକୁ…

ଧସିଲା ସାଳନ୍ଦୀ ସୁରକ୍ଷାବନ୍ଧ

ଆରଡ଼ି,୬ା୨ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତର ଶୀତଳପୁର ନିକଟରେ ପ୍ରବାହିତ ସାଳନ୍ଦୀର ସୁରକ୍ଷାବନ୍ଧ ଶୁକ୍ରବାର ବିଳମ୍ବିତ ରାତିରେ ନଦୀ ମଧ୍ୟକୁ ପ୍ରାୟ ୭୦ ଫୁଟ୍‌ ଧସିଯାଇଛି। ପ୍ରବଳ ବର୍ଷା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି।…

ନିର୍ବାଚନ ଖର୍ଚ୍ଚ ପରିଚାଳନା ପ୍ରଶିକ୍ଷଣ

ଭଦ୍ରକ ଅଫିସ, ୫।୧ ପଞ୍ଚାୟତ ନିର୍ବାଚନ ଉପଲକ୍ଷେ ଭଦ୍ରକ ପଞ୍ଚାୟତ ସମିତି ସ୍ତରରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ଦ୍ୱାରା ନିର୍ବାଚନ ଖର୍ଚ୍ଚ ପରିଚାଳନା ନେଇ ପର୍ଯ୍ୟବେକ୍ଷକଙ୍କୁ ନେଇ ପ୍ରଶିକ୍ଷଣ ମୂଳକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?