ଧାର ଟଙ୍କା ମାଗିବାରୁ ମା’ ଝିଅଙ୍କୁ ଆକ୍ରମଣ
ବାସୁଦେବପୁର,୨୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୁଆଗଡ଼ିଆ ପଞ୍ଚାୟତ କମାରଗଁାରେ ଶନିବାର ମା’ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ଗୁରୁତର ମା’ ଝିଅ ହେଲେ ଗ୍ରାମର ଶାନ୍ତିଲତା…
୨୩ରୁ ଖୋଲିବ ଆଖଣ୍ଡଳମଣି ମନ୍ଦିର
ଆରଡ଼ି,୨୧।୮(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିର ଆସନ୍ତା ୨୩ ତାରିଖ ତଥା ସୋମବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁମାନେ ସକାଳ ୬ଟାରୁ ରାତି ୮ଟା ଯାଏ ବାବା ଆଖଣ୍ଡଳମଣିଙ୍କୁ…
ଚାକିରି ପାଇଁ ରେଳରୋକୋ
ପଦ୍ମପୁର,୨୦ା୮(ଡି.ଏନ.ଏ.): ଭଦ୍ରକ ଜିଲା ଚରମ୍ପା-ଧାମରା ନିର୍ମିତ ରେଳପଥ ପାଇଁ ଜମି ହରାଇଥିବା ସଦର ବ୍ଲକର ଶତାଧିକ ଲୋକ ଶୁକ୍ରବାର ଭଟତିରା-ଇଚ୍ଛାପୁରଠାରେ ରେଳରୋକୋ କରିଥିଲେ। ଧାମରା ବନ୍ଦର କର୍ତ୍ତୃପକ୍ଷଙ୍କ ଚାଷୀମାରଣ ନୀତି ବୋଲି ସେମାନେ ଅଭିଯୋଗ କରିବା ସହ ଜମିହରାଙ୍କ ପରିବାରର ଜଣେ…
ସୋମବାର ଖୋଲିବ ବାବା ଆଖଣ୍ଡଳମଣିଙ୍କ ମନ୍ଦିର
ଆରଡ଼ି,୨୦।୮(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଆସନ୍ତା ୨୩ ତାରିଖ ସୋମବାର ଖୋଲିବ। ଏ ନେଇ ସଂକ୍ରାନ୍ତରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ନିଷ୍ପତ୍ତି ଅନୁସାରେ…
ପିଟି ପିଟି ମାରିଦେଲେ
ଭଦ୍ରକ ଅଫିସ,୧୯।୮: ସାମାନ୍ୟ କଳିରୁ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତା ବୃଦ୍ଧାଙ୍କ ସମ୍ପର୍କୀୟ ପୁତୁରାଙ୍କ ଏତଲା କ୍ରମେ ଅଭିଯୁକ୍ତ କାଳନ୍ଦୀ ମଳିକ(୨୮)ଙ୍କୁ ତିହିଡ଼ି ପୋଲିସ ଗିରଫ କରିଛି। ମୃତା ବୃଦ୍ଧା ହେଲେ କାଁପଡ଼ା ଗାଁର ସ୍ବର୍ଗତ ମଣି…
ଧାନ ରୋଇବାକୁ ଯାଇ ଆଉ ଫେରିଲେନି
ବନ୍ତ,୧୬।୮(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଚଣ୍ଡିପୁର ଗ୍ରାମରେ ସୋମବାର ବଜ୍ରପାତ ଘଟି ଜଣେ ଯୁବ ଚାଷୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସେକ୍ ସଫିରୁଦ୍ଦିନ(୨୨)। ସୂଚନା ମୁତାବକ, ସଫିରୁଦ୍ଦିନ ଜମିକୁ ଧାନ ରୋଇବାକୁ ଯାଇଥିବା ବେଳେ ବଜ୍ରପାତ ଘଟିଥିଲା।…
‘ସଂଗ୍ରାମୀଙ୍କ ତ୍ୟାଗ ଅତୁଳନୀୟ’
ଭଦ୍ରକ ଅଫିସ/ବାସୁଦେବପୁର, ୧୫।୮ (ଡି.ଏନ.ଏ.)-ଭଦ୍ରକ କଲେଜ ପଡ଼ିଆରେ ରବିବାର କରୋନା କଟକଣା ମଧ୍ୟରେ ଜ଼ିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝି ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହାପରେ ଜିଲାପାଳ ଅଭିଭାଷଣ ଦେଇ କହିଥିଲେ,…
ବ୍ରହ୍ମପୁରରୁ ଭଦ୍ରକ ଯାଏ ଲମ୍ବିଛି ଧଳା ଜହର ଚେର, ୨ ଗିରଫ
ପଦ୍ମପୁର,୧୩ା୮(ଡି.ଏନ୍.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପୋଲିସ ଦୁଇ ଯୁବକଙ୍କୁ ବ୍ରାଉନ ସୁଗାର କାରବାର ଅଭିଯୋଗରେ ଗିରଫ କରିଛି। ଗିରଫ ଯୁବକ ଦ୍ୱୟ ହେଲେ ଚରମ୍ପା ପଥରାଡ଼ିର ଅଜୟ ଦାସ ଓ ଲାଞ୍ଜିପଲ୍ଲୀ ବ୍ରହ୍ମପୁରର ସତ୍ୟନାରାୟଣ ଆଚାର୍ଯ୍ୟ। ସେମାନଙ୍କ ଠାରୁ…
ଧାମରା ନିକଟରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍
ଭଦ୍ରକ ଅଫିସ,୧୦।୮: ଭଦ୍ରକ ଚରମ୍ପା ସ୍ଥିତ ଧାମରା ରେଳ ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନର ୧୩ଟି ବଗି ଲାଇନଚ୍ୟୁତ ହୋଇଛି। ଖାଲିଥିବା ଟ୍ରେନ୍ଟି ଧାମରା ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ଟ୍ରେନ୍ରେ ମୋଟ…
ଆଗେଇ ପାରୁନି ଚାଷ କାମ
ବନ୍ତ, ୮।୮ (ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଅଞ୍ଚଳରେ କେନାଲରେ କମ୍ ପାଣି ଛଡ଼ାଯାଉଥିବାରୁ ଚାଷ ପାଇଁ ନିଅଣ୍ଟ। ଫଳରେ କାମ ଆଗେଇପାରୁ ନାହିଁ ବୋଲି ଅଭିଯୋଗ କରୁଛନ୍ତି ଚାଷୀ। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ବନ୍ତ ଜଳସେଚନ…
ବଜ୍ରପାତରେ ଚାଲିିଗଲା ୮ ଜୀବନ
ବାଲେଶ୍ୱର ଅଫିସ/ ବସ୍ତା/ ରୂପ୍ସା/ ଜଳେଶ୍ୱର/ସୋର/ ବାସୁଦେବପୁର/ ଖୁଣ୍ଟା, ୭।୮(ଡି.ଏନ.ଏ.): ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଶନିବାର ବଜ୍ରପାତ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲାରେ ୬, ଭଦ୍ରକରେ ଜଣେ ଓ ମୟୂରଭଞ୍ଜରେ…
ତଦନ୍ତ ପାଇଁ ଯାଇଥିଲେ ପୋଲିସ କର୍ମଚାରୀ: ଏମିତି ମାଡ଼ ଖାଇଲେ, ପହଞ୍ଚିଲେ ହସ୍ପିଟାଲରେ
ପଦ୍ମପୁର,୮।୭:(ଡି.ଏନ.ଏ.): ଭଦ୍ରକ ସଦର ବ୍ଲକ ଅଧିନ ସାବରଙ୍ଗ ପୋଲିସ ଏକ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ସଙ୍ଘବଦ୍ଧ ଆକ୍ରମଣ ଶିକାର ହୋଇଛି। ତଦନ୍ତ ପାଇଁ ଗୋରା ମାଟି ଗ୍ରାମକୁ ଯାଇଥିବା ବେଳେ ଅଭିଯୁକ୍ତଙ୍କ ପରିବାର ଲୋକେ ସଙ୍ଘବଦ୍ଧ ଆକ୍ରମଣ କରିଥିଲେ।…
Archives


