ଭଦ୍ରକ

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା ମଙ୍ଗଳବାର ଦେଖିବାକୁ ମିଳିଛି। ଏନେଇ ସ୍ଥାନୀୟ ଲୋକେ ଆରଡି ଫାଣ୍ଡିକୁ ଜଣାଇଥିଲେ ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ କନିକା ରାଜାଙ୍କ ଦ୍ବାରା ପହିଲି ଘର୍ଷଣ ଲାଗି କରା…

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି । ଏହାର ପ୍ରତିବାଦ କରି ନବ ନିର୍ମାଣ କୃଷକ ସଂଗଠନ ଶୁକ୍ରବାର ଧାନ…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ ଦେଖିବାକୁ ମିଳିଛି l ବିଭିନ୍ନ ଟ୍ରେଡ଼ ଶ୍ରମିକ ୟୁନିୟନ ପକ୍ଷରୁ ଭଦ୍ରକ ବନ୍ତ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଅଗରପଡା ଥାନାରେ ଆଡିଆ ଗ୍ରାମରେ l ମଙ୍ଗଳବାର…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର ପୂର୍ବାହ୍ନ ସାଢ଼େ ୧୨ଟାବେଳେ ଏକ ଦୋକାନରୁ ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଗୋଟେ ବାଇକ ଜଳିଯାଇଛି। ଚୂଡ଼ାମଣି…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି। ଭଦ୍ରକ ବ୍ଲକ ସାବରଙ୍ଗ ଥାନା ଅଧୀନ ଗୋପାଳବିନ୍ଧା ଗ୍ରାମରେ ଶନିବାର ଅପରାହ୍ନରେ ଏଭଳି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ ମିଥ୍ୟା ଅଭିଯୋଗରେ ପୋଲିସର ଗିରଫଦାରୀ ପ୍ରତିବାଦରେ ଗ୍ରାମବାସୀ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି।…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ନବନିର୍ମାଣ କୃଷକ ସଂଗଠନର ଦାବି ଅନୁଯାୟୀ ଧାନର ଅଭାବୀ ବିକ୍ରି ,…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ ଧରି ଧାରଣାରେ ବସିଛନ୍ତି ଚାଷୀ। ସୂଚନା ଅନୁଯାୟୀ ଏହି ସମିତିରେ ୪୦୯ ଜଣ…

ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର,୨୭।୧ (ନାରାୟଣ ପ୍ରସାଦ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ ଏଗାରଟା ସମୟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି ।…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷୋତ୍ତମପୁରସ୍ଥିତ ନେତାଜୀ ବ୍ଲକସ୍ତରୀୟ ଷ୍ଟାଡିୟମରେ ରବିବାର ଆରମ୍ଭ ହୋଇଛି ୨୪ତମ ସର୍ବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri