୪୦ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
ପଦ୍ମପୁର,୭।୮(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ନାୟକାଣିଡିହ ପୋଲିସ କିସ୍ମତ କୃଷ୍ଣପୁର ଗ୍ରାମର ଅରୁଣ ମାଝି ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଚୋରା ମଦ ବିକ୍ରି ଅଭିଯୋଗରେ ପୋଲିସ ଏହି ଗିରଫ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ପୂର୍ବାହ୍ନରେ…
ଯନ୍ତ୍ରଣା ଭୋଗୁଛନ୍ତି କ୍ଷତିପ୍ରଭା
ଭଦ୍ରକ ଅଫିସ,୭।୮-ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର ବେଳେ ଖାଦ୍ୟନଳୀ କାଟିଦେଲେ। ଡାକ୍ତରଙ୍କ ଏଭଳି ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଯନ୍ତ୍ରଣା ଭୋଗୁଛନ୍ତି ମହିଳା। ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ପଳିକିରି(ଗୋପାଳପୁର) ଗଁାର କ୍ଷତିପ୍ରଭା ବାରିକ(୩୧)ଙ୍କ କ୍ଷେତ୍ରରେ ଏଭଳି ଘଟଣା ଘଟିଛି। ପରିବାର…
ଜବତ ହେଲା ୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର
ଭଦ୍ରକ ଅଫିସ, ୬।୮: ଭଦ୍ରକ ଜିଲା ପୁରଣାବଜାର ପୋଲିସ ଶୁକ୍ରବାର ନଙ୍ଗାମହଲା ଅଞ୍ଚଳରୁ ୨୬୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରିଛି । ସେମାନେ ହେଲେ ସାଦବ କାଦ୍ରୀ ଓ ଆଜାରୁଦ୍ଦିନ ଖାନ୍।…
ପଲିଥିନରୁ ବାହାରୁଥିଲା ପଚା ଦୁର୍ଗନ୍ଧ, ଲୋକେ ଡକାଇଲେ ପୋଲିସ
ବାସୁଦେବପୁର,୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ବାଲିଛନ୍ଦା ଘାଟ ରାସ୍ତାର ଭୈରବପୁର ଛକ ନିକଟସ୍ଥ ରାସ୍ତାପାର୍ଶ୍ୱରେ ପଡିରହିଥିଲା ପଲିଥିନ ଭିତରେ ଏକ ମୃତଦେହ। ଏଥିରୁ ବାହାରୁଥିଲା ପଚା ଦୁର୍ଗନ୍ଧ। ଏହି ଖବର ପ୍ରଚାରିତ ହେବା ପରେ ଘଟଣା ସ୍ଥଳରେ ଜମିଥିଲା ଲୋକଙ୍କ ଭିଡ଼। ପଲିଥିନ…
ନିଅଣ୍ଟିଆ ବର୍ଷାକୁ ସାର ଅଭାବ
ଭଦ୍ରକ ଅଫିସ,୧।୮-ଜୁନ୍ରେ କମ୍ ବୃଷ୍ଟିପାତ ଯୋଗୁ ଭଦ୍ରକ ଜିଲାରେ ଖରିଫ ଧାନ ଚାଷ ସମ୍ଭବ ହୋଇପାରି ନ ଥିଲା। ଜୁଲାଇ ଶେଷରେ କେନାଲ ଜଳ ଯୋଗାଣ ଏବଂ ଏହାପରେ ସାମୟିକ ବୃଷ୍ଟିପାତ ଫଳରେ ଖରିଫ ଧାନ ଚାଷ ଆରମ୍ଭ ହୋଇଛି। କିନ୍ତୁ…
ବିଭିନ୍ନ ସମସ୍ୟା ନେଇ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଆନ୍ଦୋଳନ
ଭଦ୍ରକ ଅଫିସ,୩୦।୭: ଭଦ୍ରକ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଜିଲା ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ସମସ୍ୟାକୁ ନେଇ ଆନ୍ଦୋଳନ କରାଯାଇଛି। ଦୀର୍ଘ ଦିନ ଧରି ଜିଲାରେ ସ୍ଥାୟୀ ସବ୍-ରେଜିଷ୍ଟ୍ରାର ନ ଥିବାରୁ ଜମିଜମା ବିକ୍ରି ଓ କ୍ରୟ କରିବା…
ପରକୀୟା ପ୍ରୀତି ସନ୍ଦେହ ନେଲା ଛବିରାଣୀଙ୍କ ଜୀବନ
ଭଦ୍ରକ ଅଫିସ,୨୪।୭: କୁରାଢ଼ିରେ ଅତି ନୃଶଂସ ଭାବେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତ ଏଡ଼ାଦେଇ ଗ୍ରାମରେ। ମୃତା ମହିଳା…
ବିପଦ ସଙ୍କେତ ଟପିଲା ବୈତରଣୀ
ଭଣ୍ଡାରିପୋଖରୀ,୨୪।୭(ଡି.ଏନ୍.ଏ.): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଆସିଛି। ଶନିବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଆଖୁଆପଦା ଆନିକଟଠାରେ ବୈତରଣୀ ଜଳସ୍ତର ବିପଦ ସଙ୍କେତ ଟପିଛି। ରାତି ୧୦ଟା ସୁଦ୍ଧା ୧୭.୯୫ ମିଟର ଛୁଇଁଛି ଜଳସ୍ତର। ସୂଚନା…
ପେଟ ପାଇଁ ଦଣ୍ଡି ଧରିଲେ କଳାକାର
ପଦ୍ମପୁର,୨୪।୭ (ଡି.ଏନ.ଏ.)-ମହାମାରୀ କରୋନାରେ କବଳିତ ମଣିଷ ନିଜର ଜୀବନ ଜୀବିକା ହରାଇଛି। ନିମ୍ନ ମଧ୍ୟବିତ୍ତ, ଶ୍ରମିକ, ଦିନମଜୁରିଆ ପେଟ ପାଇଁ ସଂଗ୍ରାମ କରୁଛନ୍ତି। କରୋନା କଟକଣା ଛଡ଼ାଇ ନେଇଛି ବଞ୍ଚିବାର ରାହା। ସାଧାରଣ ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ଉଠାଦୋକାନୀ, ଦିନମଜୁରିଆ, କଳାକାର…
ମନ୍ଦିରରୁ ଚୋରି ହେଲା ଠାକୁରଙ୍କ ମୁକୁଟ
ଭଦ୍ରକ ଅଫିସ,୨୨।୭: ଭଦ୍ରକ ଜାନୁଗଞ୍ଜ ସ୍ଥିତ ଶନି ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ଦାନବାକ୍ସକୁ ଭାଙ୍ଗି ଟଙ୍କା ନେଇ ବାହାରେ ଫିଙ୍ଗି ଦେଇଛନ୍ତି। ତେବେ ଏହି ଚୋରି ସମୟର ଭିଡିଓ ସିସିଟିଭିରେ କଏଦ ହୋଇଛି। ଭଦ୍ରକ…
ମନ୍ଦିରରୁ ଚୋରି: ସିସିଟିଭିରେ କଏଦ ହେଲା ସମସ୍ତ ଦୃଶ୍ୟ
ଭଦ୍ରକ ଅଫିସ,୨୨।୭: ମନ୍ଦିରରେ କଳାକନା ବୁଲାଇଲେ ଡକାୟତ। ଭଦ୍ରକ ଜାନୁଗଞ୍ଜସ୍ଥିତ ଶନି ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମନ୍ଦିରରୁ ଦୁର୍ବୃତ୍ତମାନେ ଚୋରି କରୁଥିବା ସମୟର ଏକ ଭିଡିଓ ସିସିଟିଭିରେ କଏଦ ହୋଇଛି। ମନ୍ଦିରର ଦାନ ବାକ୍ସକୁ ଭାଙ୍ଗି ବାହାରେ…
କରୋନା କଟକଣାରେ ଇଦ୍- ଉଜ୍-ଜୁହା
ଭଦ୍ରକ ଅଫିସ,୨୧।୭: ବଳିଦାନର ପର୍ବ ଇଦ୍- ଉଜ୍-ଜୁହା। ଆଜି ସମଗ୍ର ଦେଶରେ ମୁସଲମାନ ଭାଇ ଭଉଣୀମାନେ ଏହି ପର୍ବକୁ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳନ କରୁଛନ୍ତି। ଭଦ୍ରକରେ ମଧ୍ୟ ବଳିଦାନ ପର୍ବକୁ ଘରେ ରହି ଆନନ୍ଦ ଉଲ୍ଲାସରେ ପାଳନ କରାଯାଉଛି। କରୋନା…
Archives


