ଭଦ୍ରକ

ଭୋଟର ତାଲିକାରୁ ବାଦ୍‌ ୫୪

ଭଦ୍ରକ ଅଫିସ, ୨୫ ।୧ ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ ନଁା ଭୋଟର ତାଲିକାରୁ ବାଦ୍‌ ପଡ଼ିଛି। ଏନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ସାମ୍ବିଧାନିକ…

ଦୁର୍ଘଟଣାରେ ଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ଭଦ୍ରକ ଅଫିସ, ୨୪।୧: ଭଦ୍ରକ ଜିଲା ସଦର ବ୍ଲକ ବାରିକପୁର କାଳିତ୍ରା ମନ୍ଦିର ଛକ ନିକଟରେ ଏକ ହାଇଓ୍ବା ପଛରେ କାର୍‌ ପିଟି ହେବାରୁ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତ ମହିଳା ହେଲେ ସୋର ଅଞ୍ଚଳର…

ଭୋଟର ତାଲିକାରେ ଗୋଟିଏ ଗାଁର ୫୪ଜଣଙ୍କ ନାଁ ନାହିଁ

ଭଦ୍ରକ ଅଫିସ,୨୪।୧: ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ ନାଁ ଭୋଟର ତାଲିକାରୁ ବାଦ୍‌ ପଡ଼ିଛି। ଏନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ସାମ୍ବିଧାନିକ ଅଧିକାର ପାଇଁ…

୪୪୧ ପ୍ରାର୍ଥତ୍ପତ୍ର ନାକଚ

ଭଦ୍ରକ ଅଫିସ, ୨୪।୧: ଭଦ୍ରକ ଜିଲାରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୋଟ ୧୦,୦୧୪ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୪୪୧ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ୯,୫୭୩ ଜଣଙ୍କର କାଏମ୍‌ ରହିଥିବା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ…

ରାଜନୀତିରେ ପାଦ ଦେଲେ ପିଏଚ୍‌ଡି ଛାତ୍ର

ପଦ୍ମପୁର, ୨୪।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲୁଙ୍ଗା ଗ୍ରାମର ପିଏଚ୍‌ଡି ଛାତ୍ର ମାନସ କୁମାର ସାହୁ ୧୮ ନଂ. ଜୋନ୍‌ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପରିସଂଖ୍ୟାନରେ ପିଏଚ୍‌ଡି କରୁଥିବା ମାନସ ଚଳିତ…

ନିର୍ବାଚନ ମଇଦାନରେ ନଣନ୍ଦ-ଭାଉଜ

ବନ୍ତ,୨୩|୧(ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ୨୫ ପଞ୍ଚାୟତର ପ୍ରାର୍ଥୀମାନଙ୍କ ନାମାଙ୍କନପତ୍ର ଦାଖଲ ପରେ ଶନିବାର ଯାଞ୍ଚ ପ୍ରକ୍ରିୟା ସରିଛି। ତେବେ ଓଡ଼ଙ୍ଗ ପଞ୍ଚାୟତରେ ଗୋଟିଏ ପରିବାରର ନଣନ୍ଦ ଓ ଭାଉଜ ଭିନ୍ନ ଭିନ୍ନ ଦଳ ସମର୍ଥନରେ ସରପଞ୍ଚ ପ୍ରାର୍ଥୀ…

ନିର୍ବାଚନ ଲଢ଼ିବେ ଦୁଇ ଯାଆ

ଧାମନଗର, ୨୩|୧ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ୧୧ ନଂ. ଜିଲା ପରିଷଦ ଜୋନ୍‌ ପାଇଁ ପ୍ରାର୍ଥୀ ହୋଇଛନ୍ତି ଦୁଇ ଯାଆ। ଏହି ଜୋନ୍‌ ଅତୀତରୁ ଭାଜପା ହାତରେ ରହିଆସିଛି। ଏଥର ଉଭୟ ବିଜେଡି ଓ ଭାଜପାରୁ ଦୁଇ…

ନାମାଙ୍କନପତ୍ର ଦାଖଲ ପରେ ପଞ୍ଚାୟତ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଭଦ୍ରକ ଅଫିସ,୨୨।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସରିବା ପରେ ପଞ୍ଚାୟତ କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ କାର୍ଯ୍ୟାଳୟରେ। ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ…

ବିଜେଡି-ଭାଜପା ମୁହାଁମୁହିଁ

ଭଦ୍ରକ ଅଫିସ, ୨୨।୧ ଭଦ୍ରକ ଜିଲା ସଦର ବ୍ଲକରେ ଶୁକ୍ରବାର ନାମାଙ୍କନ ପତ୍ର ଦାଖଲକୁ ନେଇ ବିଜେଡି ଓ ଭାଜପା ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ କରିବାକୁ ଆସୁଥିବା ବେଳେ ଭାଜପା କର୍ମୀମାନଙ୍କୁ ରାହାଞ୍ଜଠାରେ ପ୍ରତିପକ୍ଷ ବିଭିନ୍ନ ଆକ୍ଷେପ ମୂଳକ…

ମଣ୍ଡିରେ ପଡ଼ି ରହିଛି ଧାନ

ପଦ୍ମପୁର, ୨୨।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଭିନ୍ନ ସମିତି ଓ ସ୍ବୟଂସହାୟକ ଗୋଷ୍ଠୀଠାରୁ ଧାନ ଉଠାଉ ନାହାନ୍ତି ସହବନ୍ଧିତ ମିଲର। ବ୍ଲକର ୨୦ଟି ସେବା ସମବାୟ ସମିତି ଓ ୭ଟି ସ୍ବୟଂ ସହାୟକ ଗୋଷ୍ଠୀ ଚାଷୀମାନଙ୍କଠାରୁ ଧାନ…

ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ : ଚାକିରିରୁ ତଡ଼ାଖାଇଲେ ଜିଆରଏସ୍‌

ଚାନ୍ଦବାଲି,୨୧।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଗୋପିନାଥପୁର ପଞ୍ଚାୟତର ଜିଆରଏସ୍‌ ପୁରୁଷୋତ୍ତମ ବାରିକଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ ପାଇଁ ଗୁରୁବାର ଚାକିରିରୁ ଅନ୍ତର(ଡିସ୍‌ଏନ୍‌ଗେଜ୍‌ଡ) କରାଯାଇଛି। ଉକ୍ତ ପଞ୍ଚାୟତର ପିଇଓ ଧୀରେନ୍ଦ୍ର କୁମାର ନାୟକଙ୍କୁ ମଧ୍ୟ କାରଣ ଦର୍ଶାଅ ନୋଟିସ୍‌ ଜାରି…

ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

ଭଣ୍ଡାରିପୋଖରୀ,୨୦।୧ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳର ସ୍ବାଧୀନତା ସଂଗ୍ରାମୀ ଶଶିଭୂଷଣ ଦାସ (୯୩)ଙ୍କ ଗୁରୁବାର ଅପରାହ୍ନରେ ସରସଦା ପଞ୍ଚାୟତ ପିରିପୁର ଗ୍ରାମ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ଝିଅ, ପୁଅ, ଜ୍ୱାଇଁ, ନାତୁଣୀ, ନାତି, ପୂର୍ବତନ ପଞ୍ଚାୟତ ସମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?