ଭଦ୍ରକ

ଚାକିରି ଦେବାକୁ କହି ଲକ୍ଷାଧିକ ଟଙ୍କା ହଡପ: ଷ୍ଟେଶନରୁ ପଡ଼ିଲେ ଧରା

ଭଦ୍ରକ ଅଫିସ,୨୧।୭: ଭଦ୍ରକ ଜିଲା ଚରମ୍ପା ରେଳ ଷ୍ଟେଶନ ନିକଟରୁ ଜଣେ ବ୍ୟକ୍ତିଙ୍କୁ କାବୁ କରି ନିକଟସ୍ଥ ଜିଆର୍‌ପି ଥାନାରେ ଲୋକେ ଜିମା ଦେଇଛନ୍ତି। ବ୍ୟକ୍ତି ଜଣକ ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଲୁଟୁଥିବା ଜଣାପଡ଼ିଛି। ସେ ହେଲେ ଅନିଲ…

ରାସ୍ତା ନିର୍ମାଣକୁ ନେଇ ସଂଘର୍ଷ, ୭ ଆହତ

ବାସୁଦେବପୁର/ପଦ୍ମପୁର,୧୮।୭(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଅଧୀନ କାଶୀପୁର ଗ୍ରାମରେ ଏକ ରାସ୍ତା ନିର୍ମାଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୭ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରଞ୍ଜନ ବେହେରା, ସମୀର…

ବର୍ଷାଦିନେ ଚାଷଜମି ଫାଟି ଆଁ

ଭଦ୍ରକ ଅଫିସ,୧୮।୭-ମୌସୁମୀ କାରଣରୁ କିଛିଦିନ ବର୍ଷା ହେବା ସହ ଚାଷଜମିରେ ପାଣି ଦେଖିବାକୁ ମିଳିଥିଲା। ହେଲେ ଗତ କିଛିଦିନ ହେଲା ବର୍ଷା ନାହିଁ। ଫଳରେ ଚାଷଜମିରେ ଗଚ୍ଛିତ ହୋଇଥିବା ବର୍ଷାଜଳ ଖରାରେ ଶୁଖିଯାଇଛି। ଏପରିକି ଅନେକ କୃଷିକ୍ଷେତ୍ର ଏବେ ଘାସ ଲତାରେ…

ରାତିରେ ଦୁର୍ବୃତ୍ତ ତାଡ଼ିଲେ ଏଟିଏମ୍‌

ପଦ୍ମପୁର,୧୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ବଜାରରେ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଏଟିଏମ୍‌ ଭାଙ୍ଗିଥିଲେ ମଧ୍ୟ କୌଣସି କାରଣରୁ ଟଙ୍କା ଉଠାଇବାରେ ସଫଳ ହୋଇ ନ ଥିଲେ। ଖବର ପାଇ…

ଘରୁ କେଉଁଆଡ଼େ ଗଲେଯେ ଆଉ ଫେରିଲେନି, ବିଲରୁ ମିଳିଲା ମୁଣ୍ଡବିହୀନ ମୃତଦେହ

ଆରଡ଼ି,୧୭।୭ (ଡି.ଏନ୍‌.ଏ. ): ଭଦ୍ରକ ଜିଲା ଅସୁରାଳି ନିକଟସ୍ଥ କାକୁଡ଼ିଗଡିଆ ନିକଟରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ଗଳିତ ମୃତଦେହ ଜବତ ହୋଇଛି। ଉକ୍ତ ମୃତଦେହ ଧୂଷୁରୀ ଥାନା ଅଧୀନ ଉଚ୍ଚପଦା ଗ୍ରାମର ଜିତେନ୍ଦ୍ର କୁମାର ସେନ (୩୩)ଙ୍କର। ତାଙ୍କ ପରିବାର ଲୋକେ…

ଆଖଣ୍ଡଳମଣି ପୀଠରେ ବୈଷୟିକ ଟିମ୍‌

ଆରଡ଼ି, ୧୭।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ନବୀକରଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। କାର୍ଯ୍ୟ ଆରମ୍ଭ ପୂର୍ବରୁ ଶୁକ୍ରବାର ପୀଠରେ ପହଞ୍ଚିଥିଲା ବୈଷୟିକ ଟିମ୍‌। ପ୍ରାଥମିକ ପର୍ଯ୍ୟାୟରେ ମନ୍ଦିର ବେଢ଼ାର ପ୍ରାଚୀର ନିର୍ମାଣ, ଗର୍ଭଗୃହ ଚଟାଣ ମରାମତି, ମନ୍ଦିର…

ବାପ-ଝିଅଙ୍କୁ ଗୋଡେଇ ଗୋଡେଇ ହାଣିଲେ

ଭଦ୍ରକ ଅଫିସ, ୧୬।୭: ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ ଗୁରୁବାର ରାତିରେ ସାମାନ୍ୟ କଥାକୁ କେନ୍ଦ୍ରକରି ବାପ-ଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ବାପ ଝିଅ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରାସ୍ତାରେ ବାଲି, ଚିପ୍ସ…

ରାସ୍ତାରେ ପକାଇଥିଲେ ବାଲି, ଚିପ୍ସ : କହିବାରୁ ବାପା, ଝିଅଙ୍କୁ ହାଣିଲେ

ଭଦ୍ରକ ଅଫିସ,୧୬।୭: ସାମାନ୍ୟ କଥାରୁ ବାପାଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ। ଉଭୟ ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ ଲକ୍ଷ୍ମଣ ମିଶ୍ର, ଝିଅ ମିନତୀ।…

‘ଯୌତୁକ ପାଇଁ ମାରିଦେଲେ ଝିଅକୁ’

ବନ୍ତ,୧୫।୭(ଡି.ଏନ୍‌.ଏ.): ଯୌତୁକ ଟଙ୍କା ଦେଇ ନ ପାରିବାରୁ ଶାଶୁଘର ଲୋକେ ମୋ ଝିଅକୁ ମାରିଦେଲେ। ଏଭଳି ଅଭିଯୋଗ ଆଣିଛନ୍ତି ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ନିମପଡ଼ା ଗ୍ରାମର ତିଳୋତ୍ତମା ଜେନା। ଅଭିଯୋଗ ପରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଯୌତୁକ ନିର୍ଯାତନା…

ଅଶ୍ଳୀଳ ଫଟୋ ଶେୟାର କରି ଧରାପଡ଼ିଲେ ଯୁବକ

ବାସୁଦେବପୁର,୧୨।୭: ଜଣେ ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ସୁଜୟ ନାଥ ନାମକ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। କୋଲକାତା ଏବଂ ବାସୁଦେବପୁର…

‘ଗୁହାରି ଶୁଣିଲେ ମହାପ୍ରଭୁ’

ବନ୍ତ,୧୧।୭(ସ୍ବ.ପ୍ର.)-ଏକଦା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥରେ ଦର୍ଶନ ବେଳେ ‘ମୋତେ ଦୟା କରନ୍ତନ୍ତି, ମୁଁ ବି ତୁମ ମୂର୍ତ୍ତି ଗଢ଼ନ୍ତି’ ବୋଲି ଗୁହାରି ଜଣାଇଥିଲେ। ଭାବର ଠାକୁର ସେଦିନ ଭକ୍ତର ଭାବ ବୁଝିଲେ। ତାଙ୍କ ଆଶୀର୍ବାଦରୁ ଦାରୁ ଦିଅଁଙ୍କ ମୂର୍ତ୍ତି ଗଢ଼ିବାର ସୌଭାଗ୍ୟ…

ଜବାବ ଦାଖଲ ଲାଗି ଭଦ୍ରକ, ଯାଜପୁର ଜିଲା ପ୍ରଶାସନର କ୍ଷେତ୍ର ଅନୁଧ୍ୟାନ

ଭଣ୍ଡାରିପୋଖରୀ,୧୦ା୭(ଡି.ଏନ.ଏ.): ବୈତରଣୀ ନଦୀଶଯ୍ୟାରେ ନିର୍ମାଣ ବିରୋଧରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ରେ ଆଗତ ମାମଲାରେ ନୋଟିସ୍‌ର ଜବାବ ଦାଖଲ ପାଇଁ ଶୁକ୍ରବାର ଭଦ୍ରକ ଓ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ କ୍ଷେତ୍ର ଅନୁଧ୍ୟାନ କରାଯାଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri