ଭଦ୍ରକ

ନିୟମ ମାନୁନାହାନ୍ତି କର୍ମୀ, ସମର୍ଥକ

ବାସୁଦେବପୁର,୨୦।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ ଜାରି ରହିଛି। ଗୁରୁବାର ସମିତିସଭ୍ୟ ପଦବୀ ଲାଗି ନାମାଙ୍କନ ଦାଖଲ ବେଳେ ବ୍ଲକରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି। ନିର୍ବାଚନ ପରିଚାଳନା ଓ…

‘ରାସ୍ତା ନାହିଁ ତ ଭୋଟ ନାହିଁ’

ବାସୁଦେବପୁର, ୨୦।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ଚାରିଟିକିରିଆ ରାଜସ୍ବ ଗ୍ରାମ ୯ ନଂ. ୱାର୍ଡକୁ ସ୍ଥାୟୀ ରାସ୍ତା ନାହିଁ। ଏନେଇ ଗ୍ରାମବାସୀ ଏକାଠି ହୋଇ ଚଳିତ ପଞ୍ଚାୟତ ନିର୍ବାଚନରେ ଭୋଟ୍‌ ବର୍ଜନ କରିବାକୁ ନିଷ୍ପତ୍ତି…

ମିଲରଙ୍କୁ ଘେରିଲେ ଚାଷୀ

ପଦ୍ମପୁର, ୨୦।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲୁଙ୍ଗା ପଞ୍ଚାୟତର ପୁରୁଦା ସେବା ସମବାୟ ସମିତିରେ ଧାନ କଟ୍‌ନୀକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିବା ସହ ବୁଧବାର ସେମାନେ ମିଲରଙ୍କୁ ଘେରିଥିଲେ। ପ୍ରକାଶ ଯେ, ଜାନୁୟାରୀ ୫ରୁ ଚାଷୀଙ୍କଠାରୁ…

ପୁଣି ଜାତୀୟ ରାଜପଥରେ ଫାଟ

ଆରଡ଼ି, ୧୯।୧ (ଡି.ଏନ.ଏ.): ଥରେ କି ଦୁଇଥର ନୁହେଁ ଲଗାତର ୭ ବର୍ଷ ହେଲା ୨୦ ନଂ. ଜାତୀୟ ରାଜପଥ ଦବୁଛି। ଯାହାକି ବୈତରଣୀ ନଦୀର ସୁରକ୍ଷା ବନ୍ଧ। ଏଠାରେ ପ୍ରତିବର୍ଷ ରାସ୍ତା ମରାମତି ହେଉଥିଲେ ମଧ୍ୟ ପୁଣି ଉକ୍ତ ନିର୍ଦ୍ଦିଷ୍ଟ…

ଭୋଟର ତାଲିକାରେ ନାଁ ନାହିଁ

ଆରଡ଼ି, ୧୮।୧ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ୯ ନଂ. ଓ୍ବାର୍ଡର ସଂଶୋଧିତ ଭୋଟର ତାଲିକାରୁ ୪୦ଜଣ ବ୍ୟକ୍ତିଙ୍କ ନାମ ବାଦ୍‌ ପଡିଛି। ଏହି ତାଲିକାରୁ ଜଣେ ଆଶାୟୀ ସରପଞ୍ଚ ପ୍ରାର୍ଥିନୀଙ୍କ ପରିବାରର ୪ଜଣଙ୍କ ନାମ…

ବିଜେଡି ଟଙ୍କା ବାଣ୍ଟୁଥିବା ଅଭିଯୋଗ

ଆରଡ଼ି, ୧୭।୧ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ମୁଆଁ ଗାଁରେ ରବିବାର ବିଜେଡି ନେତା ଟଙ୍କା ବାଣ୍ଟୁଥିବା ନେଇ ଯୁବକମାନେ ଅଭିଯୋଗ କରିଛନ୍ତି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ…

ପ୍ରତୀକ୍ଷାରେ କଟିଲାଣି ୪ ବର୍ଷ

ଆରଡ଼ି,୧୭।୧(ଡି.ଏନ.ଏ.) ପ୍ରତି ଘରକୁ ବିନା ମୂଲ୍ୟରେ ପାନୀୟ ଜଳ ଯୋଗାଇ ଦିଆଯିବ। ଆଉ ଜଳକଷ୍ଟ ରହିବ ନାହିଁ। ଭୂତଳ ଜଳ ବି ଖର୍ଚ୍ଚ ହେବନି। ନଦୀ ପାଣିକୁ ବିଶୁଦ୍ଧ କରାଯାଇ ପାନୀୟ ଜଳରେ ପରିଣତ କରାଯିବ। ଏହାକୁ କାର୍ଯ୍ୟକାରୀ କରିବା ନିମନ୍ତେ…

ଯାଞ୍ଚ ହେବ ୧୧୦ ଦିବ୍ୟାଙ୍ଗଙ୍କ ପ୍ରମାଣପତ୍ର

ଭଦ୍ରକ ଅଫିସ, ୧୭।୧: ଭଦ୍ରକ ସ୍ବୟଂଶାସିତ କଲେଜରେ ଜାଲ୍‌ ଦିବ୍ୟାଙ୍ଗ ସାର୍ଟିଫିକେଟରେ ପାଠପଢ଼ା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। କଂଗ୍ରେସ ମୁଖପାତ୍ର ଶୁଭେନ୍ଦୁ ରାୟ ମହାପାତ୍ର ମୁହଁ ଖୋଲି ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି। ତୁରନ୍ତ ଘଟଣାର…

ଆରମ୍ଭ ହେଲା ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ

ପଦ୍ମପୁର, ୧୬।୧(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡାଠାରେ ପ୍ରସ୍ତାବିତ ଏୟାରଷ୍ଟ୍ରିପ୍‌ ନିର୍ମାଣ କାର୍ଯ୍ୟ ଶନିବାର ଆରମ୍ଭ ହୋଇଛି। ବିସ୍ଥାପିତମାନଙ୍କ ଦାବି ପୂରଣ ପାଇଁ ପ୍ରଶାସନ ପ୍ରତିଶ୍ରୁତି ଦେଇଛି। ଜିଲାପାଳ ତ୍ରିଲୋଚନ ମାଝି, ଉପଜିଲାପାଳ ମନୋଜ କୁମାର ପାତ୍ର, ଏସ୍‌ପି…

ବାବାଙ୍କ ପାଖେ ଲାଗିହେଲା ମକର ପୋଡ଼ପିଠା

ଆରଡି,୧୪।୧(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶୁକ୍ରବାର କୋଭିଡ କଟକଣାରେ ମକର ସଂକ୍ରାନ୍ତି ଉପଲକ୍ଷେ ପୂଜାର୍ଚ୍ଚନା କରାଯାଇଥିଲା। ଭୋର ୫ଟାରେ ମନ୍ଦିର ପହଡ ଖୋଲାଯାଇ ମଙ୍ଗଳଆଳତି କରାଯାଇଥିଲା। ପରେ ବାବାଙ୍କର ସ୍ନାନ କୃତ୍ୟ ସମ୍ପନ୍ନ କରାଯାଇ ବାବାଙ୍କୁ…

ବାବା ଆଖଣ୍ଡଳମଣିଙ୍କ ପାଖରେ ଲାଗିହେଲା ମକର ପୋଡ଼ପିଠା

ଆରଡ଼ି,୧୪ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଶୁକ୍ରବାର ମକର ସଂକ୍ରାନ୍ତିରେ ବାବା ଆଖଣ୍ଡଳମଣିଙ୍କ ପାଖରେ ମକର ପୋଡ଼ପିଠା ଲାଗି କରାଯାଇଛି । ଭୋର ୫ଟାରେ ମନ୍ଦିର ପହୁଡ଼ ଖୋଲା ଯିବା ପରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ବାବାଙ୍କ ସ୍ନାନକୃତ୍ୟ…

ସରିଲା କୁମ୍ଭୀର, ପକ୍ଷୀ ଗଣନା

ଭଦ୍ରକ ଅଫିସ, ୧୪।୧ ଭଦ୍ରକ ବନଖଣ୍ଡ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ କୁମ୍ଭୀର ଓ ପକ୍ଷୀ ଗଣନା ଶେଷ ହୋଇଛି। ଜିଲା ବନଖଣ୍ଡ ବନ୍ୟପ୍ରାଣୀ ବିଭାଗର ଚାନ୍ଦବାଲି, ବାସୁଦେବପୁର, ଭଦ୍ରକ ଓ ଧାମନଗର ରେଞ୍ଜରେ ୪ ଟିମ୍‌ ଏଥିରେ ସାମିଲ ଥିଲେ। ଚାନ୍ଦବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?