ଜବାବ ଦାଖଲ ଲାଗି ଭଦ୍ରକ, ଯାଜପୁର ଜିଲା ପ୍ରଶାସନର କ୍ଷେତ୍ର ଅନୁଧ୍ୟାନ
ଭଣ୍ଡାରିପୋଖରୀ,୧୦ା୭(ଡି.ଏନ.ଏ.): ବୈତରଣୀ ନଦୀଶଯ୍ୟାରେ ନିର୍ମାଣ ବିରୋଧରେ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ରେ ଆଗତ ମାମଲାରେ ନୋଟିସ୍ର ଜବାବ ଦାଖଲ ପାଇଁ ଶୁକ୍ରବାର ଭଦ୍ରକ ଓ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ କ୍ଷେତ୍ର ଅନୁଧ୍ୟାନ କରାଯାଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ…
ମଦ ବିକି ଗିରଫ ହେଲେ ମଦବିରୋଧୀ ଆନ୍ଦୋଳନର ନେତା
ଭଦ୍ରକ ଅଫିସ,୯।୭: ମଦବିରୋଧୀ ଆନ୍ଦୋଳନରେ ସେ ନେତା ସାଜିଥିଲେ। ହେଲେ ମଦକୁ ବିରୋଧ କରୁଥିବା ସମ୍ପୃକ୍ତ ଯୁବକ ମଦ ବେପାର କରୁଥିବା ବେଳେ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ଯାହାକି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲା…
ବାଇକ୍ରୁ ଖସି ପଡ଼ିଲେ, ଚଢ଼ିଗଲା ଟ୍ରକ୍
ବନ୍ତ,୮।୭: ଭଦ୍ରକ ଜିଲା ବନ୍ତ ବ୍ଲକ ଭଦ୍ରକ-ଆନନ୍ଦପୁର ୫୩ ନମ୍ବର ରାଜ୍ୟ ରାଜପଥର ବନ୍ତ ମେଡିକାଲ ଛକଠାରେ ଗୁରୁବାର ଜଣେ ମହିଳା ବାଇକ୍ରୁ ଖସି ପଡ଼ିଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଉପରେ ଏକ ଟ୍ରକ୍ ଚଢ଼ିଯିବାରୁ ସେ ଗୁରୁତର ଆହତ…
ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ରନ୍ଧା ମଦ, ପାଟ୍ରୋଲିଂବେଳେ ଧରିଲା ପୋଲିସ
ଭଦ୍ରକ ଅଫିସ,୪ା୭: ଜିଲା ଅବକାରୀ ବିଭାଗ ଭ୍ରାମ୍ୟମାଣ ଏକ ସ୍ବତନ୍ତ୍ର ଟିମ୍ ବାସୁଦେବପୁର ଥାନା ଅନ୍ତର୍ଗତ ଟେରା ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ବୋଲେରୋ (ଓଆର-୦୧ଏଲ-୯୯୧୮) ମଧ୍ୟରୁ ୮୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ…
ବିଧାୟକ ବିଷ୍ଣୁ ସେଠୀ କରୋନା ଆକ୍ରାନ୍ତ
ଭଦ୍ରକ ଅଫିସ,୪ା୭: ଭଦ୍ରକ ଜିଲା ଧାମନଗର ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ଡାଇବେଟିସ୍ ବୃଦ୍ଧି ହୋଇଥିବାରୁ ନିଜକୁ ଅସୁସ୍ଥତା ଅନୁଭବ କରି ଚିକିତ୍ସା ପରେ…
ବିଧାୟକଙ୍କ ବିବାହରେ କୋଭିଡ୍ ନିୟମ ଉଲ୍ଲଂଘନ
ଭଦ୍ରକ ଅଫିସ, ୪।୭: ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟଙ୍କ ବିବାହ ସମାରୋହରେ କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ‘ଚିଲିକା ରିସର୍ଟ’ରେ ଅନୁଷ୍ଠିତ ବିବାହ ଉତ୍ସବର ଏକ ଭିଡିଓ ଏବେ ସାମାଜିକ…
୩ ମାସ ଧରି ଘରେ ଅଛି କାର୍, ଅନ୍ଲାଇନ୍ରେ ଫାଇନ୍ ଆସିଛି ୩୦୦୦ ଟଙ୍କା
ଭଦ୍ରକ ଅଫିସ,୪ା୭: ଆରଟିଓ ଏବଂ ପୋଲିସ ବିଭାଗର ଅଜବ ନିୟମ। ଦୀର୍ଘ ତିନି ମାସ ଧରି ଘରେ ଥିବା ଏକ କାର୍ ଉପରେ ଲାଗିଛି ୩ ହଜାର ଟଙ୍କା ଫାଇନ୍। ଯାହାକୁ ନେଇ ଏବେ ଚିନ୍ତାରେ କାର୍ ମାଲିକ। ସୂଚନାନୁଯାୟୀ, ଭଦ୍ରକ…
ପୁଣି ବିବାହ ବନ୍ଧନରେ ବିଧାୟକ ବ୍ୟୋମକେଶ
ଭୁବନେଶ୍ୱର,୨।୭: ଚିଲିକା କୂଳରେ ଥିବା ଏକ ତାରକା ହୋଟେଲରେ ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶୁକ୍ରବାର ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଝିଅଙ୍କୁ ବିବାହ କରିଛନ୍ତି। ବିବାହର ଏକ ଫଟୋ ଫେସବୁକରେ ଅପ୍ଲୋଡ କରି…
ତଳିରେ ପାଣି ମଡ଼ାଇବାକୁ ଯାଇଥିଲେ ବିଲକୁ, ଘରକୁ ଫେରିଲା ମୃତଦେହ
ପଦ୍ମପୁର,୧।୭(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କିସ୍ମତକୃଷ୍ଣପୁର ଗ୍ରାମର ଜଣେ ଚାଷୀଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି। ଉକ୍ତ ଗ୍ରାମର ଚାଷୀ କୃଷ୍ଣଚନ୍ଦ୍ର ରାଉତ ତଳିରେ ପାଣି ମଡ଼ାଇବାକୁ ବିଲକୁ ଯାଇଥିଲେ। ତେବେ ପରେ ସେ ଆଉ ଘରକୁ ଫେରି ନଥିଲେ।…
ଷ୍ଟାର୍ଟ କରିଦେବାକୁ କହି, ସ୍କୁଟି ଧରି ଛୁ…
ପଦ୍ମପୁର,୨୮।୬: ସ୍କୁଟି ଷ୍ଟାର୍ଟ କରିଦେବାକୁ କହି ଗାଡ଼ି ନେଇ ଫେରାର ହୋଇଯିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କିଆଗଡ଼ିଆ ବରପଦାର ପ୍ରଶାନ୍ତ ପରିଡ଼ା। ପୋଲିସ ତାଙ୍କଠାରୁ ସ୍କୁଟି ଜବତ କରିଛି।…
ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ
ବାସୁଦେବପୁର,୨୬ା୬(ଡି.ଏନ୍.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ସେ ଦେହରେ କିରୋସିନି ଢାଳି ଥିବା ବେଳେ ପୋଲିସ ତାଙ୍କୁ କାବୁ କରିନେଇଛି। ଏଭଳି…
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ ପ୍ରଥମ ସପ୍ତାହରେ ସେ ପାରମ୍ପାରିକ ରୀତିନୀତିରେ ରାଜ୍ୟର ଏକ ପ୍ରସିଦ୍ଧ ତାରକା ହୋଟେଲରେ ବିବାହ…
Archives


