୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍ ଜବତ, ୩ ଗିରଫ
ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ଗୋଟିଏ ହୋଣ୍ଡା ମୋଟରସାଇକେଲ(ଓଡି-୦୧ଆର-୮୬୭୬) ଓ ଗୋଟିଏ ସ୍କୁଟିରୁ(ଓଡି-୦୧ଏଜେ-୮୯୬୯) ୧୭୦ ଲିଟର ଦେଶୀ…
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ…
ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ
ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ। ବାହାଘରର ପୂର୍ବରୁ ଉଠିଲା କୋକେଇ। କରୋନା ଛଡ଼ାଇ ନେଲା ଖୁସି। ଘରେ ଏବେ ଶୋକର…
କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ
ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ କାନ୍ଧ ଦେଇଛନ୍ତି। ଗୁରୁବାର ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ଧାମନଗର ବ୍ଲକ…
‘ଗୁହାରି ଶୁଣ, ନାତୁଣୀନାତିଙ୍କୁ ଦୟା କର’
ଭଦ୍ରକ ଅଫିସ, ୧୫।୬-କରୋନା ଉଜାଡ଼ି ଦେଇଛି ସଂସାର। ଅନାଥ ହୋଇଗଲେ ୩ ସନ୍ତାନ। ଠିକ୍ ବର୍ଷକ ତଳେ ଏକ ଅଜଣା ରୋଗରେ ମା’ଙ୍କୁ ହରାଇଥିଲେ। ଆଉ ଏବେ କରୋନା ସେମାନଙ୍କ ବାପାଙ୍କୁ ଛଡ଼ାଇନେଲା। ସେହିପରି ରୋଜଗାରିଆ ପୁଅକୁ ହରାଇ ବୃଦ୍ଧ ମା’…
ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ
ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ ଜଳିଯାଇଛି । ସୂଚନାନୁସାରେ, କିଶୋର ମାଝି, ସର୍ବେଶ୍ବର ମାଝି ଓ ବିଶ୍ବମ୍ବର ମାଝିଙ୍କ ପରିବାର…
ପୁରୁଣା ଉପରେ ନୂଆ ସେତୁ
ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ କରିଥିଲେ। ଏହାର ନାମ ଅର୍ଜୁନ ସେତୁ ରଖାଯାଇଥିଲା। ଏଥିପାଇଁ କେନ୍ଦ୍ର ଜଳ ସମ୍ପଦ ବିଭାଗ…
ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା
ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର ଘନଶ୍ୟାମ ବାରିକଙ୍କ ଝିଅ ଟିକି ବାରିକ(୯)। ଅନ୍ୟ ଜଣେ ହେଲେ ଘଣ୍ଟେଶ୍ୱର ଗ୍ରାମର ଚଗଲା…
ରାସ୍ତାକଡ଼ରେ ୧୪ ପରିବାର
ପଦ୍ମପୁର,୭।୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତ କଣ୍ଟିଆନାଳି ଗ୍ରାମର ୧୪ ପରିବାର ୧୦ ଦିନ ଧରି ଜାମୁଝାଡ଼ି-ଧାମରା ରାସ୍ତା ବିଦେଇପୁର ଛକ ନିକଟରେ ପଲିଥିନ ତଳେ ରହୁଛନ୍ତି। ବାତ୍ୟା ୟାସ୍ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ପାଣି ପଶି…
ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍ ମାଡ଼ ଧମକ
ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ ବିବାହ ନ କଲେ ଏସିଡ଼ ମାଡ଼ କରିବା ସହ ହତ୍ୟା ଧମକ ଦେଉଥିବା ନେଇ…
ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା
ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍ଡାଉନ ଓ ଶଟ୍ଡାଉନ କାରଣରୁ ପ୍ରାୟ ଦୁଇମାସ ଧରି ବିଭିନ୍ନ ବେପାର ବାଣିଜ୍ୟ ଉପରେ ପ୍ରଶାସନ ପକ୍ଷରୁ ପ୍ରତିବନ୍ଧକ…
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଗଁାର…
Archives


