ଭଦ୍ରକ

ସଡ଼କ ଦୁର୍ଘଟଣାରେ ଚାଲିଗଲା ତିନି ଜୀବନ

ପଦ୍ମପୁର,୧୫।୧୨(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧିନ ସାବରଙ୍ଗ ହାଇସ୍କୁଲ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କା ଦେବାରୁ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିମାନେ ହେଲେ ବାସୁଦେବପୁର ଏରତାଳ ଗ୍ରାମର ଦଇଟାରୀ ବେହେରା, ପ୍ରକାଶ…

୫,୨୩୫ ହେକ୍ଟର ଫସଲ କ୍ଷତିଗ୍ରସ୍ତ

ଭଣ୍ଡାରିପୋଖରୀ, ୧୨।୧୨ (ଡି.ଏନ.ଏ) ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ୨୩ ପଞ୍ଚାୟତରେ ଜୱାଦ ପ୍ରଭାବରେ ବର୍ଷା ଯୋଗୁ ମୋଟ ୫,୨୩୫ ହେକ୍ଟର ଜମିରେ ଧାନ ଓ ଅଣଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି। ରାଜସ୍ବ ଓ କୃଷି ବିଭାଗ ମିଳିତ ଅନୁଧ୍ୟାନରୁ ଜଣାଯାଇଛି…

୯ ଦିନ ଧରି ସମବାୟ ସମିତିରେ ତାଲା

ପଦ୍ମପୁର, ୧୨।୧୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୫ ସେବା ସମବାୟ ସମିତିରେ ଚାଷୀମାନଙ୍କ ଧାନ କିଣା ପାଇଁ ଅନ୍‌ଲାଇନ ପଞ୍ଜୀକରଣରେ ତ୍ରୁଟିକୁ ନେଇ ଚୁଡ଼ାମଣି ସେବା ସମବାୟ ସମିତିର ସମ୍ପାଦକଙ୍କୁ ନିଲମ୍ବନ ସହ ୫ ସମିତିର ଡାଟାଏଣ୍ଟ୍ରି ଅପରେଟରଙ୍କୁ ବହିଷ୍କାର…

୨୩ ବର୍ଷ ହେଲା ବିଛଣାରେ

ପଦ୍ମପୁର,୧୧।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାମବେହେରା ସାହିର ରମାମଣି ବେହେରା(୪୧) ଦୀର୍ଘ ୨୩ବର୍ଷ ହେଲା ବିଛଣାରେ ପଡ଼ିଛନ୍ତି। ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ଏପଟେ ଘରେ ରମାମଣିଙ୍କ ଶତାୟୁ ବର୍ଷର ରୋଗିଣା ବାପା ବାଇଧର ଶଯ୍ୟାଶାୟୀ। ମା’ ଅନାମଦେଇ ବେହେରା…

୪ ବର୍ଷ ବୟସରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ

ଭଦ୍ରକ ଅଫିସ, ୧୧।୧୨: ବୟସ ମାତ୍ର ୪ ବର୍ଷ ୬ ମାସ। ତୁଳସୀ ଦୁଇପତ୍ରରୁ ବାସିଲା ଭଳି ତାଙ୍କ ପ୍ରତିଭା ଏବେଠାରୁ ବାସିଲାଣି। ହିନ୍ଦୀ ଓ ଇଂଲିଶରେ ୮୦ଟି ରାଇମ୍ସ ଗାଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଛନ୍ତି ଭଦ୍ରକ…

ତହସିଲ କାର୍ଯ୍ୟାଳୟରେ ହାତାହାତି

ବାସୁଦେବପୁର,୧୦।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ତହସିଲ କାର୍ଯ୍ୟାଳୟ ପରିସର ମୋ ସରକାର କକ୍ଷ ସାମ୍ନାରେ ଶୁକ୍ରବାର ଗଣ୍ଡଗୋଳ ଘଟିଛି। ୮ରୁ ୧୦ ଜଣ ତହସିଲ କର୍ମଚାରୀ ମିଳିତ ଭାବେ ବଛଦା ଗ୍ରାମର ଜଣେ ବ୍ୟକ୍ତି ଓ ତାଙ୍କ ପୁଅକୁ ମାଡ଼ ମାରିଥିବା…

ଆଇଟିଆଇ ଛାତ୍ରଙ୍କୁ ଧକ୍କା ଦେଲା ହାଇଓ୍ବା

ପଦ୍ମପୁର,୭।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବଜାର ପୁରୁଣା ଷ୍ଟେଟବ୍ୟାଙ୍କ ଛକ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ହାଇଓ୍ବା ଧକ୍କା ଦେବାରୁ ଜଣେ ଆଇଟିଆଇ ଛାତ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଛାତ୍ର ଜଣଙ୍କ ହେଲେ ବିନାୟକପୁର ଗ୍ରାମର ରିଙ୍କୁ ସାହୁ…

ରାତି ପାହିଲେ ପରିବେଶ ଚିନ୍ତା

ବନ୍ତ, ୭।୧୨ (ଡି.ଏନ.ଏ.)-ସକାଳ ହେଲେ ସାଇକେଲ ଖଣ୍ଡିଏ ଧରି ଘରୁ ବାହାରି ଯାଆନ୍ତି। ଦୁଇଘଣ୍ଟା ଧରି ବଜାର, ସ୍କୁଲ ଓ ରାସ୍ତାଘାଟ ଆଦି ସଫା କରିବା ପରେ ବିଶ୍ରାମ ନିଅନ୍ତି। ସେହିପରି ସନ୍ଧ୍ୟା ପୂର୍ବରୁ ମଧ୍ୟ ଏସବୁ ସ୍ଥାନକୁ ସଫା କରିଥାନ୍ତି।…

ପୋଖରୀରୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ

ପଦ୍ମପୁର,୬।୧୨(ବ୍ୟୁରୋ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ରାଜଘରପୋଖରୀ ଗ୍ରାମର ଜଣେ ବ୍ୟକ୍ତିଙ୍କର ମୃତଦେହ ନିକଟସ୍ଥ ମହାପାତ୍ର ସାହି ପୋଖରୀରୁ ସୋମବାର ଜବତ କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସେହି ଗ୍ରାମର ବନମାଳୀ ମହାନ୍ତି(୪୫)। ସୂଚନାନୁସାରେ, ବ୍ୟକ୍ତି ଜଣଙ୍କ ଗତ…

ଲୋକଙ୍କୁ ବିଭ୍ରାନ୍ତ କରୁଛି ଭୁଲ୍‌ ସୂଚନା

ପଦ୍ମପୁର, ୪।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଭିନ୍ନ ରାସ୍ତା ନିର୍ମାଣ କରୁଥିବା ପୂର୍ତ୍ତ ବିଭାଗ ଭୁଲ୍‌ ଓ ବିଭ୍ରାନ୍ତକର ତଥ୍ୟ ପ୍ରଦର୍ଶନ କରାଇ ଲୋକଙ୍କୁ ହଇରାଣ କରୁଛି। ପ୍ରଦର୍ଶନ ବୋର୍ଡରେ ବିଭିନ୍ନ ଛକ ଓ ଗ୍ରାମର ନାମକୁ ଭୁଲ୍‌ ଲେଖାଯାଇଥିବା ଅଭିଯୋଗ…

ଏନ୍‌କାଉଣ୍ଟରରେ ୨ ଲୁଟେରା ଗୁରୁତର

ଭଦ୍ରକ ଅଫିସ,୨।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ବୁଧବାର ପୂର୍ବାହ୍ନରେ ବରପଦା ନିକଟରେ ୨ ଲୁଟେରାଙ୍କୁ ଏନ୍‌କାଉଣ୍ଟର କରିଛି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ପ୍ରଥମେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର…

୩୧ ଲକ୍ଷଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର(ବ୍ୟୁରୋ)/ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୬ା୧୧: ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ଯୋଡ଼ିହୋଇଛି ବାଲେଶ୍ୱର ଏବଂ ଭଦ୍ରକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଭୟ ଜିଲାରେ ଏହି ସ୍ବାସ୍ଥ୍ୟ କାର୍ଡ ବଣ୍ଟନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?