ପୁନରୁଦ୍ଧାର ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରି ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆଇଏମ୍ଡ଼ି ସୂଚନା ଅନୁଯାୟୀ ବାତ୍ୟା ବାଲେଶ୍ୱର…
ମୋବାଇଲ୍ ଗେମ୍ ହେଲା କାଳ: ରାତିରେ ଶୋଇଥିଲେ, ସକାଳେ…
ପଦ୍ମପୁର,୨୩।୫(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁ ନଗର ପଞ୍ଚାୟତ ଗଦି ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଶ୍ରୀତମ୍ ନାୟକ। କିଛିଦିନ ଧରି ସେ ଅନ୍ୟମନସ୍କ ରହିବା ସହ ମୋବାଇଲରେ ଗେମ ଖେଳୁଥିଲେ।…
ସପ୍ତାହେ ପାଇଁ ଶଟ୍ଡାଉନ
ଭଣ୍ଡାରିପୋଖରୀ,୨୨।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ୪ ନଂ. ୱାର୍ଡକୁ ଶୁକ୍ରବାରଠାରୁ ସପ୍ତାହେ ପାଇଁ ଶଟ୍ଡାଉନ ଘୋଷଣା କରାଯାଇଛି। ଉକ୍ତ ୱାର୍ଡର ପୋଖରୀ ଆଡ଼ି ସଂଲଗ୍ନ କିଛି ସ୍ଥାନରେ ମହିଳା, ପୁରୁଷ ଏବଂ ଛୋଟ ପିଲାଙ୍କୁ ମିଶାଇ ୨୭ଜଣ…
ବାତ୍ୟା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ଭଦ୍ରକ ଅଫିସ,୨୨ା୫- ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜିଲାର ବିଭିନ୍ନ ବ୍ଲକରେ ଥିବା ବାତ୍ୟା ଆଶ୍ରୟ ସ୍ଥଳଗୁଡ଼ିକୁ ଯାଇ ପ୍ରଶାସନିକ ଅଧିକାରୀମାନେ କ୍ଷେତ୍ର ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଡ. ଜ୍ଞାନ ରଞ୍ଜନ…
ଅବକାରୀ ବିଭାଗର ଚଢ଼ାଉ: ୨ଗିରଫ
ପଦ୍ମପୁର,୨୦।୫(ଡି.ଏନ୍.ଏ): ଭଦ୍ରକ ଜିଲାରେ ଅବକାରୀ ବିଭାଗ ଚଢ଼ାଉ କରିଛି। ସାବରଙ୍ଗ ଥାନା ଅନ୍ତର୍ଗତ ଏରଡା ବଜାର ଓ ସାବରଙ୍ଗ ଛକରେ ଥିବା ଚୋରା ମଦ ଦୋକାନ ଉପରେ ଏହି ଚଢ଼ାଉ କରାଯାଇଛି। ଅବକାରୀ ବିଭାଗର ଏହି ଚଢ଼ାଉ ସମୟରେ ୧୫୦ ଲିଟର…
୭ଦିନ ପାଇଁ ସିଲ୍ ହେଲା ୭ଦୋକାନ
ପଦ୍ମପୁର,୨୦।୫(ଡି.ଏନ୍.ଏ): କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୩ଟି ଗାଁର ୭ଟି ଦୋକାନକୁ ସିଲ୍ କରାଯାଇଛି। ବେତଡା ବଜାରର ନଛିପୁରରେ ଥିବା ଦେଶୀ ମଦ ଦୋକାନ ଓ ବିଦେଶୀ ମଦ ଦୋକାନ, ୨ଟି ଲୁଗା ଦୋକାନ, ଗୋପାଳପୁରର…
ଟିକା ନ ନେଇ ବି ମିଳିଛି ପ୍ରମାଣପତ୍ର
ବନ୍ତ,୨୦।୫ (ଡି.ଏନ.ଏ.)- କୋଭିଡ୍ ଟିକା ନ ନେଇ ବି ଦମ୍ପତି ପାଇଛନ୍ତି ପ୍ରମାଣପତ୍ର। ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଗ୍ରାମରେ। ପ୍ରମାଣପତ୍ର ପାଇଥିବା ଦମ୍ପତି ହେଲେ ଗ୍ରାମର ଭରତ ପାଣି(୬୪) ଓ ତାଙ୍କ ସ୍ତ୍ରୀ ରମାମଣି ପାଣି(୬୨)।…
ପାଚେରି ଡେଇଁ ୪ ପ୍ରବାସୀ ମାରିଲେ ଚମ୍ପଟ
ପଦ୍ମପୁର,୧୯।୫:(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଳକର ଲକ୍ଷ୍ମୀ ଦାସପୁର ସଂଗରୋଧ କେନ୍ଦ୍ରର ପ୍ରବାସୀ ରହୁଥିଲେ। ତେବେ ପାଚେରି ଡେଇଁ ୪ ଜଣ ଆନ୍ଧ୍ର ଫେରନ୍ତା ଚମ୍ପଟ ମାରିଛନ୍ତି। ଗତ ୧୫ ତାରିଖ ପଢୁଆ ଗ୍ରାମର୪ ଜଣ ଉକ୍ତ କେନ୍ଦ୍ରରେ ରହୁଥିଲେ। ଏ…
ପକ୍ଷୀଙ୍କ ସେବାରେ ଜ୍ୟୋତି
ଭଣ୍ଡାରିପୋଖରୀ, ୧୭।୫ (ଡି.ଏନ.ଏ.)-ଗ୍ରୀଷ୍ମପ୍ରବାହ ଯୋଗୁ ବର୍ତ୍ତମାନ ଡହ ଡହ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଖରାଦିନେ ମଣିଷ ନିଜର ଆବଶ୍ୟକତା ପାଇଁ ପାଣି, ଖାଦ୍ୟ ଆଦି ଯୋଗାଡ଼ କରିପାରୁଛି। କିନ୍ତୁ ପ୍ରାଣୀ, ପକ୍ଷୀ ଆଦି ସେମାନଙ୍କ ଲାଗି କେଉଁଠୁ ପାଣି କିମ୍ବା…
ଅର୍ଥନୀତିଜ୍ଞ ସନାତନ ମହାନ୍ତିଙ୍କ ପରଲୋକ
ଭଦ୍ରକ ଅଫିସ,୧୬।୫: ଭଦ୍ରକର ସାରସ୍ବତ ସାଧକ, ଅର୍ଥନୀତିଜ୍ଞ ପ୍ରଫେସର ଡ. ସନାତନ ମହାନ୍ତି (୯୪)ଙ୍କର ଶନିବାର ଜାନୁଗଞ୍ଜସ୍ଥିତ ବାସଭବନରେ ପରଲୋକ ଘଟିଛି। ଆଗରପଡ଼ାସ୍ଥିତ କୁଅଁାଶମଢ଼ିଆ ପୈତୃକ ବାସଭବନ ଠାରେ ତାଙ୍କର ଶେଷକୃତ୍ୟ କରାଯାଇଛି। ପ୍ରଫେସର ମହାନ୍ତି ରାଜ୍ୟରେ ଜଣେ ଉଚ୍ଚକୋଟୀର ଅର୍ଥନୀତି…
ଅନ୍ତେବାସୀଙ୍କୁ କରୋନା ଭୟ
ଭଦ୍ରକ ଅଫିସ,୧୫।୫-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। ଜିଲାରେ ବିଚାରାଧୀନ ବନ୍ଦୀ ଓ ସଜା କାଟୁଥିବା ଅପରାଧୀମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ଚିନ୍ତାର ବିଷୟ ପାଲଟିଛି। ଫଳରେ ଏହି ଜେଲ ଅନ୍ତେବାସୀଙ୍କୁ ଏବେ…
ଟେଣ୍ଟ ଭାଙ୍ଗିଲା ପ୍ରଶାସନ
ବନ୍ତ,୧୨।୫: ଭଦ୍ରକ ଜିଲା ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅଣ୍ଢିଆ ଗ୍ରାମର ସର୍ବସାଧାରଣ ରାସ୍ତା ଉପରେ ବନ୍ଧା ଯାଇଥିବା ଟେଣ୍ଟକୁ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ସୂଚନା ଅନୁଯାୟୀ, କୋଭିଡ୍ କଟକଣା ତଦାରଖ ପାଇଁ ତହସିଲଦାର ଇନ୍ଦିରା ସାହୁ…
Archives


