ଭଦ୍ରକ

ପରିକଳ୍ପନାର ବାସ୍ତବ ରୂପକାର

ଭଦ୍ରକ ଅଫିସ, ୨୬।୧୧-ସ୍ୱାବଲମ୍ବୀ ହେବେ ଏବଂ ଆଉ କେତେଜଣଙ୍କୁ ସ୍ଵରୋଜଗାରକ୍ଷମ ହେବାର ବାଟ ଦେଖାଇବେ, ଏହି ସ୍ଵପ୍ନ ଦେଖିଥିଲେ ସେ। ଉଚ୍ଚ ଶିକ୍ଷା ପରେ ନିଜର ପରିକଳ୍ପନାକୁ ବାସ୍ତବ ରୂପ ଦେବା ଲାଗି ଆରମ୍ଭ କରିଥିଲେ ଅଭିଯାନ। ମାତ୍ର ବର୍ଷ କେତୋଟି…

ନ୍ୟାୟ ଦେବାରେ ପୋଲିସର ପକ୍ଷପାତିତା

ପାଣିକୋଇଲି,୨୪।୧୧(ଡି.ଏନ.ଏ.): ଦଳିତଙ୍କୁ ନିର୍ଯାତନା ଓ ପୋଲିସର ପକ୍ଷପାତିତା ନୀତି ବିରୋଧରେ ଜିଲା ଦଳିତ ସଂଘ ପକ୍ଷରୁ ମଙ୍ଗଳବାର ପାଣିକୋଇଲି ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦିଆଯାଇଥିଲା। ପ୍ରାରମ୍ଭରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରା…

ଗୋରୁ ବୋଝେଇ ଡାଲା ଅଟୋ ଜବତ

ଆରଡି,୨୧।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ ଓଳଗ ନିକଟରେ ଏକ ଗୋରୁ ବୋଝେଇ ଡାଲା ଅଟୋକୁ ରବିବାର ପୋଲିସ ଜବତ କରିଛି । ଏଥି ସହିତ ୫ଟି ଗୋରୁଙ୍କୁ ଗୋଶାଳାକୁ ପଠାଇବାର ବ୍ୟବସ୍ଥା କରିଛି। ସୂଚନା…

ଅମଳ ସମୟରେ ଦାଉ ସାଧୁଛି ‘ମାଟିଆଗୁଣ୍ଡି’

ବନ୍ତ,୨୧।୧୧(ସ୍ବ.ପ୍ର.)-ଖରିଫ୍‌ ଧାନ ଅମଳ ସମୟରେ ବିଲରେ ମାଟିଆଗୁଣ୍ଡି ପୋକର ପ୍ରାଦୁର୍ଭାବ। ପୋକ ଲାଗି ଧାନ ଫସଲ ନଷ୍ଟ କରି ଦେଉଛନ୍ତି। ଆରମ୍ଭରୁ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଭଦ୍ରକ ଜିଲା ବନ୍ତ ବ୍ଲକରେ ଧାନ ଚାଷ ବିଳମ୍ବରେ ଆରମ୍ଭ ହୋଇଥିଲା। ସାର ଅଭାବୀ…

ପାଇଖାନା ଟାଙ୍କି ପାଇପ୍‌ ଦେଇ ଖସିଯାଇଥିଲେ କଏଦୀ…

ଭଦ୍ରକ ଅଫିସ,୨୦।୧୧ ଜେଲରୁ ବିଚାରାଧୀନ ଜଣେ କଏଦୀ ପାଇଖାନା ଟାଙ୍କି ପାଇପ ଦେଇ ଖସି ଯାଉଥିଲେ। ଏହି ସମୟରେ ଜଣେ ସୁରକ୍ଷା କର୍ମୀ ତାଙ୍କୁ କାବୁ କରିଥିଲେ । ସିସିଟିଭିରେ କଏଦ ହୋଇଛି ଉକ୍ତ ଦୃଶ୍ୟ। ସୂଚନାଯୋଗ୍ୟ, ଭଦ୍ରକ ସ୍ବତନ୍ତ୍ର ଉପ…

ଓଭରଟେକ୍‌ ବେଳେ ଟ୍ରକକୁ ଧକ୍କା ଦେଲା କାର

ଭଦ୍ରକ ଅଫିସ, ୨୦।୧୧: ଓଭରଟେକ୍‌ କରିବା ବେଳେ ଟ୍ରକକୁ କାର ଧକ୍କା ଦେବାରୁ ଜଣେ ମହିଳା ଓ ଶିଶୁ ସମେତ ୫ ଗୁରୁତର ହୋଇଛନ୍ତି । ୧୬ ନମ୍ବର ଜାତୀୟ ରାଜପଥର ମଜୁରିଗଢିଆ ଛକ ନିକଟରେ ଦୁର୍ଘଟଣା ଘଟିଛି । ସୂଚନା…

ଦୋକାନ ତାଲା ପକାଇବା ବେଳେ ଲୁଟିନେଲେ ଗହଣା

ଭଦ୍ରକ ଅଫିସ, ୨୦।୧୧: ଭଦ୍ରକ ସହରରେ ପୁଣି ଲୁଟେରାଙ୍କ ଆତଙ୍କରାଜ। ଖୋଲା ଖୋଲି ପୋଲିସକୁ ଚ୍ୟାଲେଞ୍ଜ ଦେଇ ଭଦ୍ରକ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରୁ ଶୁକ୍ରବାର ରାତିରେ ଲୁଟେରା ଗହଣା ଭର୍ତ୍ତି ବ୍ୟାଗକୁ ଲୁଟି ନେଇଛନ୍ତି। ସୂଚନାନୁସାରେ, ଭଦ୍ରକ ଏସ୍‌ପିଙ୍କ…

ସଉଦା ଆଣିବାକୁ ଯାଇ ଗାଡ଼ି ଧକ୍କାରେ ଚାଲିଗଲା ଜୀବନ

ଆରଡ଼ି,୧୯ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ ଓଳଗ ଗ୍ରାମର ଈଶ୍ବର ଜେନା (୭୫)ଙ୍କର ଶୁକ୍ରବାର ରାସ୍ତା ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଈଶ୍ବର ସଉଦା ଆଣିବାକୁ ମଠଡିହ ଯାଉଥିବା ବେଳେ ଆରଡ଼ି ପଟୁ ବାଇକ୍‌ରେ ଆସୁଥିବା…

ସୋମବାର ଖୋଲିବ ବାବା ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୧୯ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଆସନ୍ତା ୨୩ ତାରିଖ (ସୋମବାର) ଖୋଲିବାକୁ ଯାଉଛି । ଏ ସଂକ୍ରାନ୍ତରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ନିଷ୍ପତ୍ତି ଅନୁସାରେ ସକାଳ…

ଯୌନ କେଳେଙ୍କାରୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ,୧୮।୧୧: ନାବାଳିକା ଯୌନ ନିର୍ଯାତନା ମାମଲାର ବିଚାର କରି ଗୁରୁବାର ଭଦ୍ରକ ଅତିରିକ୍ତ ଜିଲା ତଥା ଦୌରାଜଜ୍‌ ପ୍ରଣତି ଶାହା ଖଇରା ଥାନା ଘୁଷୁରିଗଡିଆ ଗ୍ରାମର ମାନସ ଜେନା(୩୮)ଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏତଦ୍‌ବ୍ୟତୀତ ୨୦ ହଜାର ଟଙ୍କା ଜରିମାନା…

ବନ୍ଦ ରହିବ ଆଖଣ୍ଡଳମଣି ମନ୍ଦିର

ଆରଡ଼ି, ୧୮।୧୧ (ଡି.ଏନ.ଏ.): ପ୍ରସିଦ୍ଧ ଶୈବପୀଠ ଭଦ୍ରକ ଜିଲାର ଆରଡ଼ିରେ କୋଭିଡ୍‌ କଟକଣା ଯୋଗୁ ଆସନ୍ତା ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଆଖଣ୍ଡଳମଣି ମନ୍ଦିର ବନ୍ଦ ରହିବ। ଶ୍ରଦ୍ଧାଳୁମାନେ ଦିଅଁ ଦର୍ଶନ କରିପାରିବେ ନାହିଁ। ଏଥିସହ ପବିତ୍ର ଶିବଗଙ୍ଗା ପୁଷ୍କରିଣୀରେ ଭକ୍ତମାନଙ୍କ ଡଙ୍ଗା…

ସ୍କୁଲ ଯାଉଥିବା ବେଳେ ଛାତ୍ରୀଛାତ୍ରଙ୍କୁ ଧକ୍କାଦେଲା ବସ୍‌

ବାସୁଦେବପୁର,୧୭ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା କଣ୍ଟିଆନାଳୀ ଘୋଷରାଠାରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ୨ ସ୍କୁଲ ଛାତ୍ରୀଛାତ୍ର ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବିଦେଇପୁର ଗ୍ରାମର ଶଙ୍କର୍ଷଣ କାଣ୍ଡିଙ୍କ ଝିଅ ରଶ୍ମିତା ଓ ସୁବାସ କାଣ୍ଡିଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?